ନେତାଜୀ ବସ ଟର୍ମିନାଲ ବୁଲିଲେ 5T ଅଧ୍ୟକ୍ଷ ଭି କେ ପାଣ୍ଡିଆନ

କଟକ : କଟକ ନେତାଜୀ ବସ ଟର୍ମିନାଲ ବୁଲିଲେ ଫାଇଭ ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଆଜି ଭୋର ସମୟରେ ଖାନନଗରରେ ବୁଲି ଦେଖିଲେ ବସଷ୍ଟାଣ୍ଡ। ଉଦଘାଟନ ପରେ ବସ ଟର୍ମିନାଲ ବୁଲି ଦେଖିବା ସହିତ ସୁବିଧା ଅସୁବିଧା ବୁଝିଥିଲେ।…

ଆଉ ରାସ୍ତାରେ ଗଡ଼ିବନି କଳା-ହଳଦିଆ ଟ୍ୟାକ୍ସି

୬୦ ବର୍ଷର ଇତିହାସ ଉପରେ ଲାଗିବ ବ୍ରେକ। ଆଉ ରାସ୍ତାରେ ଗଡ଼ିବନି କଳା-ହଳଦିଆ ଟ୍ୟାକ୍ସି। ରାଜରାସ୍ତାରୁ ଗାଏବ ହୋଇଯିବ 'ପ୍ରିମିୟର ପଦ୍ମିନୀ'। ଦୀର୍ଘ ୬ ଦଶନ୍ଧି ଧରି ମୁମ୍ବାଇ ରାସ୍ତାରେ ରାଜ କରୁଥିବା ଏହି କଳା-ହଳଦିଆ ଟ୍ୟାକ୍ସି ଆଉ ଲୋକଙ୍କୁ ସେବା…

ପ୍ରତିଘରୁ ସୃଷ୍ଟି ହେବେ ବିପର୍ଯ୍ୟୟ ମୁକାବିଲା ଯୋଦ୍ଧା

ଭୁବନେଶ୍ବର : ଆଜି ଓଡ଼ିଶା ପାଳୁଛି ବିପର୍ଯ୍ୟୟ ପ୍ରସ୍ତୁତି ଦିବସ । ୧୯୯୯ ମସିହା ଏହି ଦିନରେ ଘଟିଯାଇଥିବା ମହାବାତ୍ୟାକୁ ମନେ ପକାଉଛି ସାରା ରାଜ୍ୟ । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ଏକ କାର୍ଯ୍ୟକ୍ରମ ଆୟୋଜିତ…

କେରଳ ବିସ୍ଫୋରଣ : ବିଜୟନଙ୍କ ସହ କଥା ହେଲେ ଅମିତ ଶାହା, ଇହୁଦୀ ଧର୍ମସ୍ଥଳୀର ସୁରକ୍ଷା ବଢିଲା

ନୂଆଦିଲ୍ଲୀ: କୋଚିର କନଭେନସନ୍ ସେଣ୍ଟରରେ ଚାଲିଥିବା ଏକ ଖ୍ରୀଷ୍ଟିଆନ ସମାବେଶରେ ବିସ୍ଫୋରଣ ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସହ କଥା ହୋଇଛନ୍ତି । କେନ୍ଦ୍ର ସରକାର ସମସ୍ତ ସମ୍ଭବ ସହାୟତା ଯୋଗାଇ ଦେବାକୁ ଶାହା…

ଖସୁଛି ପାରଦ, ଫୁଲବାଣୀରେ ତାପମାତ୍ରା ୧୩ ଡିଗ୍ରୀ ରେକର୍ଡ

ଭୁବନେଶ୍ୱର: ଖସୁଛି ପାରଦ ବଢୁଛି ଶୀତ। ରାଜ୍ୟରେ ଧିରେ ଧୀରେ ବୃଦ୍ଧି ପାଉଛି ଶୀତ ଲହରି। ଏହାରି ମଧ୍ୟରେ କନ୍ଧମାଳରେ ଗତ ତିନି ଚାରି ଦିନ ହେଲା ରାତି ତାପମାତ୍ରା କ୍ରମାଗତ ଭାବେ ଖସିବାରେ ଲାଗିଛି। ସୁଲୁସୁଲିଆ ପବନ ସାଙ୍ଗକୁ ଚାରିଆଡେ ଘନ…

ଇସ୍ରାଏଲ-ହମାସ ଯୁଦ୍ଧ: ଇଜିପ୍ଟ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ଇସ୍ରାଏଲ ଓ ହମାସ ମଧ୍ୟ ଦୀର୍ଘ ଦିନ ହେବ ଲାଗି ରହିଛି ଯୁଦ୍ଧ। ଏଥିଯୋଗୁ ଅନେକ ଲୋକେ ଉଭୟ ପକ୍ଷରୁ ପ୍ରାଣ ହରାଇସାରିଲେଣି। ଏବେ ଏହି ଯୁଦ୍ଧ ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଇଜିପ୍ଟର ରାଷ୍ଟ୍ରପତି ଅବଦେଲ ଫତେହ…

ନଭେମ୍ବେର ୧ରୁ କୋରାପୁଟରେ ଇକୋ ରିଟ୍ରିଟ୍‌

କୋରାପୁଟ: ଆରମ୍ଭ ହୋଇସାରିଛି ଶୀତ। ଅଳଶି ଫୁଲର ସୁନେଲି ରଂଗର ଚାଦରରେ ଘୋଡାଇ ହୋଇଛି କୋରାପୁଟର ପ୍ରକୃତିରାଣୀ। ମନୋରମ ପ୍ରକୃତି ଓ ପରିବେଶଭରା କୋରାପୁଟ ଏବେ ଭୂସ୍ୱର୍ଗ ପାଲଟିଛି। ଏଇ କମନୀୟ ପରିବେଶକୁ ଉପଭୋଗ ପାଇଁ ପର୍ଯ୍ୟଟକଙ୍କ ଲାଗି ଦେଓମାଳି ପାଦଦେଶର ପୁଟସିଲ…

ବିଧାନସଭା ନିର୍ବାଚନ ଲଢ଼ିବେ ନାହିଁ ଜ୍ୟୋତିରାଦିତ୍ୟ ସିନ୍ଧିଆ

ଭୋପାଳ: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ପାଣିପାଗ ସରଗରମ ରହିଛି | ଏହି ବିଧାନସଭା ନିର୍ବାଚନରେ ବିଜେପି ଓ କଂଗ୍ରେସ ମଧ୍ୟରେ ଜୋରଦାର ଲଢେଇ ହେବାକୁ ଥିବାବେଳେ ନିର୍ବାଚନରେ ​​କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଧ୍ୟ ଲଢ଼ିପାରନ୍ତି ବୋଲି…

ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଅବସରରେ ମିନି ମାରାଥନ

ଭୁବନେଶ୍ୱର : ଆଜି ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ  । ଏହି ଅବସରରେ ଆଜି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି । ସକାଳ…

ଧମକ ପରେ ବି ଗାଜାକୁ ସହାୟତା କରିବେ ଏଲନ୍‌ ମସ୍କ

ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଗାଜାରେ ଗ୍ରାଉଣ୍ଡ ଅପରେସନ ଆରମ୍ଭ କରିଦେଇଛି ଇସ୍ରାଏଲ। ଚାରିପୁଟି ଇସ୍ରାଏଲ ଗାଜାକୁ ଘେରି ରହିଛି। ଇସ୍ରାଏଲ ତରଫରୁ ଗାଜାକୁ ସମସ୍ତ ପ୍ରକାର ଯୋଗାଯୋଗ ବନ୍ଦ କରିଦିଆଯାଇଛି। ଏହାର ପ୍ରଭାବ ହମାସ ଆତଙ୍କୀଙ୍କ…