NIA ମୋଷ୍ଟ ୱାଣ୍ଟେଡ୍ ଲିଷ୍ଟରେ ଥିବା ସନ୍ଦିଗ୍ଧ ISIS ଆତଙ୍କବାଦୀ ଗିରଫ

ନ୍ୟାସନାଲ ଇନଭେଷ୍ଟିଗେସନ୍ ଏଜେନ୍ସି (NIA)ର ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଥିବା ସନ୍ଦିଗ୍ଧ ଆଇଏସ୍ଆଇଏସ୍ ଆତଙ୍କବାଦୀ ଦିଲ୍ଲୀରୁ ଗିରଫ। ଜାତୀୟ ରାଜଧାନୀରେ ଏକ ସ୍ଥାନରେ ଲୁଚି ରହୁଥିବା ଶାହନାୱାଜ ଛଦ୍ମନାମ ଶାଫି ଉଜାମାଙ୍କୁ ଗିରଫ କରାଯାଇଛି। ଦିଲ୍ଲୀ ପୁଲିସର ସ୍ୱତନ୍ତ୍ର ସେଲ ଶାହନାୱାଜକୁ…

ବିଧାନସଭା ପରିସରରେ ବାପୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୪ ତମ ଜୟନ୍ତୀ । ଏହି ଅବସରରେ ବିଧାନସଭା ପରିସରରେ ଥିବା ବାପୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଲ୍ୟାର୍ପଣ ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,…

ରାଜଘାଟରେ ବାପୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ 154ତମ ଜନ୍ମ ଜୟନ୍ତୀରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶ୍ରଦ୍ଧାସୁମନ ଅର୍ପଣ। ରାଷ୍ଟ୍ରପତି ଦୌପ୍ରଦି ମୁର୍ମୁଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ…

ଡ୍ୟାମରେ ଗାଧୋଇବା ବେଳେ ବୁଡି ଯାଇ ଜଣେ ନିଖୋଜ

ଚୌଦ୍ୱାର : କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ ଡମଡମଣି ପୀଠ ନିକଟରେ ଥିବା ଡ୍ୟାମରେ ଅଘଟଣ। ଭୋଜି କରିବାକୁ ୪ ଜଣ ଏଠାକୁ ଆସିଥିଲେ। ସେମାନେ ଭୋଜି କରିବା ସହ ଡ୍ୟାମରେ ଗାଧୋଇବାର ମଜା ନେଉଥିଲି। କିନ୍ତୁ ଏହି ସମୟରେ ଅଂଶୁମାନ…

ଜୁନାଗଡ଼ରେ ଟ୍ରିପଲ୍ ମର୍ଡର !

ସାମ୍ନାକୁ ଆସିଛି ଛାତି ଥରାଇ ଦେବା ଭଳି ଘଟଣା। ରାସ୍ତାକଡ଼ରୁ ଏକାସାଙ୍ଗରେ ମିଳିଛି ୩ ଜଣଙ୍କ ରକ୍ତାକ୍ତ ମୃତଦେହ। କଳାହାଣ୍ତି ଜିଲ୍ଲା ଜୁନାଗଡ଼ ଥାନା ଶଙ୍କରପଲା ଗାଁ ରାସ୍ତାରୁ ସମସ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା, ତାଙ୍କର ୨ ବର୍ଷୀୟ ପୁଅ…

ଚିଲିକା ମଝିରେ ଫସିଲେ ୬୦ ଜଣ ଯାତ୍ରୀ

ଚିଲିକା : ଚିଲିକା ମଝିରେ ଫସିଲେ ୬୦ ଜଣ ଯାତ୍ରୀ । କୃଷ୍ଣପ୍ରସାଦ ଓ ଚିଲିକା ମଝିରେ ଏକ ଯାତ୍ରୀବାହୀ ଡଙ୍ଗା ଫସିଯାଇଛି । ଡଙ୍ଗାରେ ୬୦ ଜଣ ଯାତ୍ରୀ ସହ ୨୫ଟି ମୋଟରସାଇକେଲ ଥିଲା । ଡଙ୍ଗାଟି ଯାତ୍ରୀଙ୍କୁ ନେଇ ଚିଲିକା…

ନିଜ ଅପହରଣ ନିଜେ କରିଥିଲେ ଫାଇନାନ୍ସ କର୍ମଚାରୀ

ମିଛ ଅପହରଣ ଅଭିଯୋଗରେ ଗୋଟିଏ ଘରୋଇ ଫାଇନାନ୍ସ ସଂସ୍ଥାର କର୍ମଚାରୀଙ୍କ ଅଡ଼ୁଆ ବଢ଼ିଛି। ସେ ନିଜ ଅପହରଣ ନିଜେ କରି ସମସ୍ତଙ୍କୁ ଭୁଆଁ ବୁଲାଇଥିବା ପୁଲିସ୍‌ ଜାଣିବାକୁ ପାଇଛି। ଏଥିପାଇଁ ସଂପୃକ୍ତ ଫାଇନାନ୍ସ କର୍ମଚାରୀଙ୍କୁ ପୁଲିସ୍‌ ଗିରଫ କରିଛି। କେନ୍ଦ୍ରାପଡ଼ା ତନ୍ତିଆପାଳ ସାମୁଦ୍ରିକ…

୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । ୱେଲ ମାର୍କଡ ଲୋ ପ୍ରେସର ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା…

ପାଠପଢ଼ା ଚାଲିଥିବା ବେଳେ ଶ୍ରେଣୀଗୃହରେ ଛାତ୍ରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ହୃଦଘାତଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି କିଛି ଦିନ ହେବ ୧୦ରୁ ୧୫ବର୍ଷ ମଧ୍ୟରେ ଛାତ୍ରଛାତ୍ରୀଙ୍କ ହୃଦଘାତରେ ମୃତ୍ୟୁ ହେଉଥିବା ଘଟଣା ସାମ୍ନାକୁ ଆସୁଛି। ଏହି କ୍ରମ‌ରେ ଦେଖିବାକୁ ଗଲେ ଗୁଜରାଟର…

ବାଲୁକା କଳାରେ ସ୍ଵଛତା ହିଁ ସେବାର ବାର୍ତ୍ତା ଦେଲେ ବାଲୁକାଶୀଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ କ୍ରମେ ଆଜି ସାରା ଦେଶ ପାଳୁଛି ସ୍ଵଛତା ହିଁ ସେବା ପକ୍ଷ । ସ୍ୱାଧୀନତା ଦିବସରୁ ଆରମ୍ଭ ହୋଇ ଏହା ଗାନ୍ଧୀ ଜୟନ୍ତୀ ଅର୍ଥାତ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଚଳିତବର୍ଷ…