ରାଜ୍ୟର ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଥିବା ଗତକାଲିର ସଦୃଶ ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଏବେ ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଓ ଏହାର ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ରହିଛି। ତେବେ, ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ…