ଦିନକ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ
ଭୁବନେଶ୍ବର : ସରିଲା ମୌସୁମୀ ଅଧିବେଶନ । ଦିନକ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହକୁ ମୁଲତବୀ କରାଯାଇଛି । ମୌସୁମୀ ଅଧିବେଶନ ବେଶ ସରଗରମ ରହିଥିଲା । ଗତ ୨୨ରୁ ବିଧାନସଭା ଅଧିବେଶନ ଆରମ୍ଭ ହୋଇଥିଲା । ୨୮…