କିଶୋର ଜେନାଙ୍କୁ ଦେଢ଼ କୋଟି ର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କିଶୋର ଜେନାଙ୍କୁ ଦେଢ଼ କୋଟି ପୁରସ୍କାର। ଚୀନର ହଙ୍ଗଝୌରେ ଜାରି ଏସୀୟ କ୍ରୀଡ଼ା ୨୦୨୩ର ଜାଭେଲିନ ଥ୍ରୋରେ ଇତିହାସ ରଚିଥିବା ଓଡ଼ିଆ ପୁଅ କିଶୋର ଜେନାଙ୍କୁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୂଚନାଥାଉକି, ଫାଇନାଲ୍ରେ କିଶୋର ନୀରଜ…