ରାଜ୍ୟରୁ ଫେରିଯିବ ମୌସୁମୀ !

ଭୁବନେଶ୍ବର : ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଉତ୍ତର-ପଶ୍ଚିମ ଭାରତ, କେନ୍ଦ୍ରୀୟ ଭାରତ, ଗୁଜରାଟ ଏବଂ ମହାରାଷ୍ଟ୍ରର କେତେକ ଅଞ୍ଚଳରୁ ଅପସାରିତ ହୋଇଛି । ତେବେ ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ସମ୍ପୂର୍ଣ୍ଣ ଭାବେ…

ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ। ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ…

ନୂଆ ବର୍ଷରେ ମେଟ୍ରୋ ଶିଳାନ୍ୟାସ, ୫୯୨୯ କୋଟିର ମୋଟ ବ୍ୟୟବରାଦ ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ବର: ଜାନୁଆରୀ ପହିଲାରେ ମେଟ୍ରୋ ରେଲ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଭୁବନେଶ୍ବର ମେଟ୍ରୋ ରେଲ ଡିପିଆରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ୫୯୨୯ କୋଟିର ମୋଟ ବ୍ୟୟବରାଦ ବହନ କରିବାକୁ ଥିବାବେଳେ…

ରାହୁଲ ଗାନ୍ଧୀଙ୍କ ବିକୃତଚିତ୍ର ପ୍ରଦର୍ଶନ ବିରୋଧରେ କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର, ୭।୧୦ : ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ସଭାପତି ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଶୁକ୍ରବାର ମୋଦି ସରକାରଙ୍କ ଘୃଣା ଓ ହିଂସା ରାଜନୀତି ପ୍ରତିବାଦରେ ବିକ୍ଷୋଭ କରାଯାଇଛି। ଭାଜପା…

ସୁନ୍ଦରଗଡ଼ ଜିଲ୍ଲାରେ ୬ ନୂଆ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୬୧ରେ ପହଞ୍ଚିଲା

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୬ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ। ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୩୬୧ରେ ପହଞ୍ଚିଲା। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା…

ଏସୀୟ ହକି ସ୍ବର୍ଣ୍ଣ ବିଜୟୀ ଅମିତ ରୋହିଦାସଙ୍କୁ ଓଡ଼ିଶା ସରକାର ଦେବେ ଦେଢ଼ କୋଟି ଟଙ୍କାର ପୁରସ୍କାର

ଭୁବନେଶ୍ବର: ଏସୀୟ ହକି ସ୍ବର୍ଣ୍ଣ ବିଜୟୀ ଭାରତୀୟ ଟିମ୍‌ର ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ରାଜ୍ୟ ସରକାର ପୁରସ୍କାର ଘୋଷଣା କରିଛନ୍ତି। ଅମିତଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଲ୍ଲେଖଯୋଗ୍ୟ, ଜାତୀୟ ଉପକନିଷ୍ଠ ପ୍ରତିଯୋଗିତାରେ…

ବନ କର୍ମଚାରୀଙ୍କୁ ପୁଲିସ କ୍ଷମତା ଦେଇଛନ୍ତି ରାଜ୍ୟ ସରକାର: ବନ୍ୟପ୍ରାଣୀ ପିସିସିଏଫ୍

ଭୁବନେଶ୍ବର: ବନ କର୍ମଚାରୀଙ୍କୁ ପୁଲିସ କ୍ଷମତା ଦେଇଛନ୍ତି ରାଜ୍ୟ ସରକାର। ଏହା କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ ସୁଶୀଲ କୁମାର ପୋପଲି। ସେ ଆହୁରି କହିଛନ୍ତି, ବନ କର୍ମଚାରୀ ଶିକାରୀ ଓ ସନ୍ଦିଗ୍ଧଙ୍କ ମୋବାଇଲ ଟ୍ରାକିଙ୍ଗ କରିପାରିବେ। ଲୋକେସନ ଟ୍ରାକ ସହ କଲ…

ଭୁବନେଶ୍ବରର ୧୮୫ଟି ମଣ୍ଡପରେ ଦୁର୍ଗାପୂଜା: ସବୁଜ, ସ୍ଵଚ୍ଛ ଏବଂ ପ୍ଲାଷ୍ଟିକ ମୁକ୍ତ ପୂଜାକୁ ଗୁରୁତ୍ବ

ଭୁବନେଶ୍ବର: ଚଳିତ ବର୍ଷ ଦଶହରା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ପ୍ରସ୍ତୁତି ବୈଠକ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି। ଶାନ୍ତି ଶୃଙ୍ଖଳାରେ ଦଶହରା ପୂଜା ଅନୁଷ୍ଠିତ ପାଇଁ ଭୁବନେଶ୍ୱରର ସମସ୍ତ ପୂଜା କମିଟି ସହ ବୈଠକରେ ଆଲୋଚନା ହୋଇଛି। ରାଜଧାନୀର…

ନବଜାତକଙ୍କ ଫୁଟ୍‌ ପ୍ରିଣ୍ଟ୍‌ ନିଆଯିବା ସହ ଟ୍ୟାଗ୍‌ ଲଗାଯିବ

ଭୁବନେଶ୍ୱର, ୭।୧୦ : କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଡିଏନ୍‌ଏ ରିପୋର୍ଟ ଆସିବା ପରେ ଅଭିଯୋଗକାରୀ ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ସ୍ତ୍ରୀଙ୍କର ପୁଅ ନୁହେଁ, ଝିଅ ହୋଇଥିବା ସ୍ପଷ୍ଟ ହୋଇଛି। ତେବେ ଏଭଳି…

ଡିସେମ୍ବର ସୁଦ୍ଧା ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ପୁରୀ : ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ଭୋରରୁ ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମେତ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା ପରିକ୍ରମା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମାରାଥନ…