ଦୀର୍ଘଦିନ ଶାସନରେ ରହିବା ସତ୍ତ୍ୱେ କାହିଁକି ଜାତିଗତ ଜନଗଣନା କଲାନି କଂଗ୍ରେସ: ଧର୍ମେନ୍ଦ୍ର

ଭୁବନେଶ୍ୱର :ଜାତିଗତ ଜନଗଣନା ଆଳରେ ସୋମବାର କଂଗ୍ରେସ ସମାଜକୁ ବିଭାଜିତ କରି ରାଜନୈତିକ ରୁଟି ସେକିବା ପାଇଁ ଚେଷ୍ଟା କରିଛି। ସ୍ବାଧୀନତା ପରଠାରୁ ୟୁପିଏ-୨ ପର୍ଯ୍ୟନ୍ତ କଂଗ୍ରେସ ଜାତିଗତ ଜନଗଣନାକୁ ତୀବ୍ର ବିରୋଧ କରିଥିଲା ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଟୁଇଟ୍‌ କରି…

୨୫ଟି ପୌରସଂସ୍ଥାରେ ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ ‘ମୁକ୍ତା ସଫ୍ଟ ୧.୦’

ଭୁବନେଶ୍ୱର : ସହରାଞ୍ଚଳର ଗରିବ ଅଧିବାସୀଙ୍କ ଜୀବିକା ସୁରକ୍ଷା ନିମନ୍ତେ ଗୋଷ୍ଠୀ ଦାରା ସଞ୍ଚାଳିତ ତଥା ସମାଜର ସାଧାରଣ ସ୍ତରରୁ ଯୋଜନା ପ୍ରସ୍ତୁତ କରୁଥିବା ‘ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ମୁକ୍ତା’ ଓ ସରକାରଙ୍କ ଏକ ପ୍ରମୁଖ ପଦକ୍ଷେପ ରୂପେ ଆଦୃତ ହୋଇଛି।…

ସରକାରୀ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଅଦାଲତକୁ ଯିବ ବିଜେପି: କଟାକ୍ଷ କଲା ବିଜେଡି

ଭୁବନେଶ୍ବର: ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଆପତ୍ତି ଉଠାଇଛି ବିଜେପି। ଏଣେ ଏହାର ଜବାବ ରଖିଛି ବିଜେଡି। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଆପତ୍ତି ଉଠାଇ ବିରୋଧୀ ଦଳ ମୁଖ୍ୟ…

୪୦ କୋଟି ଠକିବା ଘଟଣା: ମୁଖ୍ୟ ଅଭିଯୁକ୍ତର ସହଯୋଗୀକୁ ଗିରଫ କଲା ଏସଟିଏଫ୍

ଭୁବନେଶ୍ବର: ଆରଟିଆଇ ଅଧିକାରୀ କହି ୪୦ କୋଟି ଠକିବା ଘଟଣାର ମୁଖ୍ୟ ଅଭିଯୁକ୍ତ କାହ୍ନୁ ଚରଣ ପ୍ରଧାନର ସହଯୋଗୀ ଲକ୍ଷ୍ମଣ ମାଢ଼ିକୁ ଗିରଫ କରିଛି କ୍ରାଇମ୍ ବ୍ରାଞ୍ଚ ଏସଟିଏଫ୍। ଲକ୍ଷ୍ମଣ ରେଭେନ୍ସା କଲେଜର ଛାତ୍ର ବୋଲି ଜଣାପଡ଼ିଛି। ରେଭେନ୍ସା ହଷ୍ଟେଲରେ ରହି…

ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର  : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ କେନ୍ଦୁଝର ଜିଲା ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୩ ହଜାର ୫ଶହ ୬୮ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଜିଲାର ୧୩ଟି ବ୍ଲକ୍‌ରୁ ଭିଡିଓ…

ନିର୍ଭୟରେ ବୁଲୁଛି ମହାବଳ ‘ଟି-୧୯’

ବାରିପଦା  : ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘ ନିର୍ଭୟରେ ଚଳପ୍ରଚଳ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ବନବିଭାଗ ପୋଷ୍ଟ କରିଛି। ପାଟ୍ରୋଲିଂ ସମୟରେ ରେଞ୍ଜର ଶିଶିର ବେହେରା ଏହା ଚିତ୍ର ଉତ୍ତୋଳନ କରିବା ପରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କର୍ତ୍ତୃପକ୍ଷ…

ଆମ ଓଡ଼ିଶା ନବୀନ ଓଡ଼ଶା କାର୍ଯ୍ୟକ୍ରମର ଶୁଭାରମ୍ଭ, ରାଜ୍ୟବ୍ୟାପି ଖର୍ଚ୍ଚ ହେବ ୩୩୯୭ କୋଟି ଟଙ୍କା

ଭୁବନେଶ୍ବର: ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି…

ପୂର୍ବତନ ପୋଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୧୦।୧୦: ପୂର୍ବତନ ପୋଲିସ ଡିଜି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ ଘଟିଛି। ମତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ଡେଙ୍ଗୁରେ ଆକ୍ରାନ୍ତ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳେ ତାଙ୍କର…

ବାହାନଗା ଟ୍ରେନ୍‌ ଦୁର୍ଘଟଣା : ୨୮ ଅଚିହ୍ନା ମୃତଦେହ ଡିସପୋଜ ପାଇଁ ପ୍ରକ୍ରିୟା ଜାରି

ଭୁବନେଶ୍ବର: ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଯାତ୍ରୀଙ୍କ ମଧ୍ୟରୁ ୨୮ଟି ମୃତଦେହକୁ ଅନ୍ତିମ ସଂସ୍କାର କରାଯିବ। ଏସବୁ ମୃତଦେହକୁ ଡିସପୋଜ୍ କରିବା ପାଇଁ ଏମ୍‌ସ ଭୁବନେଶ୍ବର ତରଫରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ଦଫାରେ ଏମ୍ସ ଭୁବନେଶ୍ବରରୁ ୩ଟି ମୃତଦେହ…

ଗାଁକୁ ନାହିଁ ରାସ୍ତା: ନାଳ ପାରି ହୋଇ ଖଟିଆରେ ବୁହାହେଲେ ପ୍ରସୂତି

ବୀରମହାରାଜପୁର: ବିକାଶର ଡେଙ୍ଗୁରା ବଜାଉଥିବା ରାଜ୍ୟ ସରକାର ତୃଣମୂଳ ସ୍ତରରେ ଲୋକଙ୍କୁ କିଭଳି ସୁବିଧା ଦେଇଛନ୍ତି ତାହାର ନିଚ୍ଛକ ଚିତ୍ର ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ଗ୍ରାମ ପଂଚାୟତର ଫବସିପାଲି ଗାଁରେ। ଏହି ଗାଁଟି କୌଣସି…