୮ ୱିକେଟ୍ରେ ଜିତିଲା ଭାରତ
ନୂଆଦିଲ୍ଲୀ: ରୋହିତ ଶର୍ମାଙ୍କ ଦମଦାର ଶତକ ବଳରେ ଭାରତ ବୁଧବାର ଦିନ ଆଫ୍ଗାନିସ୍ତାନ ବିପକ୍ଷରେ ବିରାଟ ବିଜୟ ହାସଲ କରିଛି। ଅତିଥି ଟିମ୍କୁ ଆୟୋଜକ ଭାରତ ୮ ୱିକେଟ୍ରେ ପରାସ୍ତ କରିଛି। ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ବିଶ୍ବକପ୍-୨୦୨୩ରେ…