ଚଳିତ ବର୍ଷ ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଅକ୍ଟୋବର ୧୬ ତାରିଖ ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ତେବେ ଏଥର ବି ସେ ନିଜର ଜନ୍ମଦିନ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ମାସରେ ବଡ଼ଭଉଣୀ ଗୀତା ମେହେଟାଙ୍କ ବିୟୋଗ ହୋଇଥିବାରୁ ଚଳିତ…