ପ୍ରଧାନମନ୍ତ୍ରୀ ବିଶ୍ବକର୍ମା ଯୋଜନା କେବଳ ନିର୍ବାଚନୀ ପ୍ରଚାର ସର୍ବସ୍ବ: କଂଗ୍ରେସ

ଭୁବନେଶ୍ବର: ଆସନ୍ତା କିଛି ଦିନ ମଧ୍ୟରେ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼, ତେଲେଙ୍ଗାନା, ମିଜୋରାମ ରାଜ୍ୟରେ ବିଧାନସଭା ନିର୍ବାଚନ ହେବ। ଆସନ୍ତାବର୍ଷର ସାଧାରଣ ନିର୍ବାଚନ। ଏହାକୁ ଆଖି ଆଗରେ ରଖି କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ଶୁଭାରମ୍ଭ କରିଛନ୍ତି। ଏହା କେବଳ…

ଜାତୀୟ କ୍ରୀଡ଼ା ବିଜେତାଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର : ଅକ୍ଟୋବର ୨୬ ତାରିଖରୁ ଗୋଆରେ ଆରମ୍ଭ ହେବ ୩୭ତମ ଜାତୀୟ କ୍ରୀଡ଼ା। ଏଥିରେ ଓଡ଼ିଶାରୁ ୩୦୦ରୁ ଅଧିକ ଆଥ୍‌ଲେଟ୍ ଭାଗ ନେବେ। ସେମାନଙ୍କ ମଧ୍ୟରେ ୧୮୦ ଜଣ ମହିଳା ଅଛନ୍ତି। ଜାତୀୟ କ୍ରୀଡ଼ା ଆରମ୍ଭ ହେବା ପୂର୍ବରୁ ରାଜ୍ୟ…

ଭୁଲ୍ କଲା ଓଡ଼ିଶା ଷ୍ଟାଫ୍ ସିଲେକସନ୍ କମିଟି, ଭୋଗିବେ ପରୀକ୍ଷାର୍ଥୀ

ଭୁବନେଶ୍ବର : ଭୁଲ୍ କଲା ଓଡ଼ିଶା ଷ୍ଟାଫ୍ ସିଲେକସନ୍ କମିଟି (OSSC), ଭୋଗିବେ ପରୀକ୍ଷାର୍ଥୀ। ହାଇସ୍କୁଲର ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ବଡ଼ଧରଣର ତ୍ରୁଟି ସାମ୍ନାକୁ ଆସିଛି। ଫଳରେ ପୁଣି ଥରେ ଏହି ପରୀକ୍ଷା ହେବ ବୋଲି ଜଣାଯାଇଛି।…

ଲୋକଙ୍କ ସମସ୍ୟା ନୁହେଁ, ମଉଜମସ୍ତି ଓ ମାଇଣ୍ଡଫ୍ରେସ୍ ପାଇଁ ବ୍ୟଗ୍ର ବିଜେଡି ନେତା-ମନ୍ତ୍ରୀ: ବିଜେପି

ଭୁବନେଶ୍ବର : ଜ୍ୟରେ ସାଧାରଣ ଲୋକଙ୍କ ସମସ୍ୟା ପ୍ରତି ବିଜେଡିର ନେତା-ମନ୍ତ୍ରୀ ଆଖିବୁଜି ଦେଇଛନ୍ତି । ମଉଜମସ୍ତିରେ ମଦମସ୍ତ ଓ ମାଇଣ୍ଡଫ୍ରେସରେ ବ୍ୟଗ୍ର ଅଛନ୍ତି ବିଜେଡିର ସାଂସଦ,ବିଧାୟକ ଓ ମନ୍ତ୍ରୀ । ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ସଂକ୍ରମଣର କୋକୁଆ ଭୟ…

ପଶ୍ଚିମବଙ୍ଗ ଆଡ଼କୁ ଯିବ ଅବପାତ, ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ବର : ଦକ୍ଷିଣ-ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆହୁରି ଘନୀଭୂତ ହୋଇ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୨ ତାରିଖ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାର…

ଏଥର ବର୍ଷାରେ ଭିଜିବ ଦଶହରା, ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ

ଭୁବନେଶ୍ବର : ଏଥର ବର୍ଷାରେ ଭିଜିବ ଦଶହରା। କାଲି ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । କ୍ରମଶଃ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି…

ଅଣଓଡ଼ିଆ ସଂସ୍ଥା ଖାଇଗଲେ ମେଧାବୃତ୍ତି ଟଙ୍କା, ଧରିଲେ ସିଏଜି, ଗର୍ଜିଲା ବିଜେପି

ଭୁବନେଶ୍ବର:ରାଜ୍ୟରେ ମେଧାବୃତ୍ତି ପାଣ୍ଠିରେ ବ୍ୟାପକ ଘୋଟଲା ହୋଇଥିବା ବେଳେ ଦକ୍ଷତା ବିକାଶ ପାଣ୍ଠିକୁ ତାମିଲ ସଂସ୍ଥା ଦ୍ୱାରା ହଡ଼ଡପ କରାଯାଇଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଅକ୍ଟୋବର ୨୦ ତାରିଖ ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା।…

ଓଡ଼ିଆ ମହିଳା ଡାକ୍ତରଙ୍କ ଉଦ୍ଭାବନକୁ କିଣିଲା ସୁପ୍ରିୟା ଲାଇ‌ଫ୍ ସାଇନ୍‌ସେସ୍‌: ମୁଖଗହ୍ବର କ୍ୟାନସର୍‌ ଶୀଘ୍ର ଚିହ୍ନଟ ହେବ

ଭୁବନେଶ୍ବର: ରାଜ୍ୟର ଜଣେ ମହିଳା ଡାକ୍ତର ଏକ ଅଭିନବ ନିଦାନ ଉତ୍ପାଦ ବିକାଶ କରିଛନ୍ତି ଯାହା ମୁଖଗହ୍ବର କ୍ୟାନସର ନିଦାନରେ ବୈପ୍ଳବିକ ପରିବର୍ତ୍ତନ ଆଣିବ। ସେ ହେଉଛନ୍ତି ଡାକ୍ତର ସ୍ବାଗତିକା ପଣ୍ଡା। ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଡେଣ୍ଟାଲ୍‌ ସାଇନ୍‌ସେସ୍‌ରେ ପ୍ରଫେସର ଭାବେ କାର୍ଯ୍ୟ…

କୁକୁର କଳିରୁ ମହାଭାରତ: ଅଭିଯୁକ୍ତ ଗିରଫ, ଖଣ୍ଡା ଓ ଲୁହାରଡ୍‌ ଜବତ

ଭୁବନେଶ୍ୱର୍: କୁକୁର ଲଢେଇ ଓ ଭୁକିବାକୁ ନେଇ ଜଣେ ମହିଳାଙ୍କୁ ଉଲଗ୍ନ କରି ମାଡ଼ ମରା ଯାଇଥିବା ଅଭିଯୋଗରେ କ୍ୟାପିଟାଲ ଥାନା ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସୂର୍ଯ୍ୟନଗର ସିମିଳିବସ୍ତିରେ ରହୁଥିବା ନୟାଗଡ଼ ଜିଲ୍ଲା ସଦର…

ଛତିଶଗଡ଼ ବିଧାନସଭା ନିର୍ବାଚନ: ତାରକା ପ୍ରଚାରକ ତାଲିକାରେ ଓଡ଼ିଶା ପିସିସି ସଭାପତି

ଭୁବନେଶ୍ବର: ପ୍ରକାଶ ପାଇଛି ଛତିଶଗଡ଼ରେ ଆଗାମୀ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ୪୦ଜଣିଆ ଏଆଇସିସିର ତାରକା ପ୍ରଚାରକ ତାଲିକା। ଏଥିରେ ସ୍ଥାନ ପାଇଛନ୍ତି ତିନିଜଣ ଓଡ଼ିଆ। ଏମାନେ ହେଲେ ଓଡ଼ିଶାର ପିସିସି ସଭାପତି ଶରତ ପଟ୍ଟନାୟକ,ଏଆଇସିସି ପ୍ରଭାରୀ ଭକ୍ତ ଚରଣ ଦାସ…