ଜାନୁଆରୀ ୨୨ରେ ରାମ ମନ୍ଦିର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୪ ଜାନୁଆରୀ ୨୨ରେ ଅଯୋଧ୍ୟା ରାମ ମନ୍ଦିର ଉଦଘାଟନ କରିବେ। ୨୦୨୪ ଜାନୁଆରୀ ୨୨ ତାରିଖରେ ଦିନ ୧୨.୩୦ରେ ଉଦଘାଟନ ସମାରୋହ କାର୍ଯ୍ୟକ୍ରମ ରହିଛି। ଉଦଘାଟନ ଉତ୍ସବରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ମତି ଦେଇଥିବା…