ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତଙ୍କ ପାଇଁ ୨ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ପାରା ଏସିଆନ୍ ଗେମ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଓଡିଶାର ପ୍ରମୋଦ ଭାଗବତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି। ଚୀନ୍ର ହାଙ୍ଗଝୋଉରେ ଚାଲିଥିବା ଏସୀୟ ପାରା ଗେମ୍ସରେ ପାରା ବ୍ୟାଡମିଣ୍ଟନ୍ ପୁରୁଷ…