ମୁଖ୍ୟ ଚୟନକର୍ତ୍ତା ପଦରୁ ଇଞ୍ଜମାମ ଉଲ ହକଙ୍କ ଇସ୍ତଫା
କରାଚୀ: ୨୦୨୩ ଦିନିକିଆ ବିଶ୍ୱକପରେ ପାକିସ୍ତାନ କ୍ରିକେଟ୍ ଦଳର ଖରାପ ପ୍ରଦର୍ଶନ ପରେ ପିସିବି(ପାକିସ୍ତାନ କ୍ରିକେଟ ବୋର୍ଡ)ରେ ଅଶାନ୍ତି ଦେଖାଦେଇଛି। ପାକିସ୍ତାନ କ୍ରିକେଟରେ ଏବେ ଆରୋପ-ପ୍ରତ୍ୟାରୋପ ଜାରି ରହିଥିବାବେଳେ ଏହାରି ଭିତରେ ଏକ ବଡ ଖବର ସାମ୍ନାକୁ ଆସିଛି | ବାସ୍ତବରେ…