ରହସ୍ୟରେ ଲିଭ୍ ଇନ୍ ପାର୍ଟନରଙ୍କ ଆତ୍ମହତ୍ୟା
ଭୁବନେଶ୍ୱର : ଭୁବନେଶ୍ୱର ଇନ୍ଫୋସିଟି ଥାନା ଅନ୍ତର୍ଗତ ଶିଖରଚଣ୍ଡୀନଗର ମୁସଲିମ୍ ବସ୍ତିର ଏକ ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଲିଭ୍ ଇନ୍ ପାର୍ଟନରଙ୍କ ମୃତଦେହକୁ ସୋମବାର ସାଇଣ୍ଟିଫିକ୍ ଟିମ୍ ଉପସ୍ଥିତିରେ ପୋଲିସ ଜବତ କରିଛି। କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଶୁଭସ୍ମିତା…