November 2023

ଛାଡଖାଇରେ ଆମିଷ ବଜାରରେ ପ୍ରବଳ ଭିଡ

ଭୁବନେଶ୍ବର : ସରିଲା ଧର୍ମ ମାସ କାର୍ତ୍ତିକ । ଆଜି ହେଉଛି ଛାଡଖାଇ । ମାସ ତମାମ ନିଷ୍ଠା ସହକାରେ ଆମିଷ ନ ଖାଇ ଲୋକ କାର୍ତ୍ତିକ ମାସ ପାଳୁଥିଲେ । ଆଉ ଅପେକ୍ଷା ଥିଲା ଆଜିର ଦିନକୁ । ଆଜି…

ଜୀବନ ହାରିବାକୁ ନିଷ୍ପତ୍ତି ନେଲେ ୪ ସାଙ୍ଗ, ଏକ ସଙ୍ଗେ ପିଇଦେଲେ ବିଷ

ଜୀବନ ହାରିବାକୁ ଏକସଙ୍ଗେ ନିଷ୍ପତ୍ତି ନେଲେ ୪ ସାଙ୍ଗ । ଏପରିକି ଏଥିନିମନ୍ତେ ଏକ ସଙ୍ଗେ ବିଷ ବି ପିଇଦେଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇ ସାରିଥିବା ବେଳେ ଆଉ ୨ ଜଣ ଏବେ ମେଡିକାଲ ବେଡରେ ମୃତ୍ୟୁ…

ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ ଆରମ୍ଭ

ପୁରୀ: ବିଶ୍ବପ୍ରସିଦ୍ଧ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଲେଜର ସ୍କାନିଂ ଆରମ୍ଭ ହୋଇଛି। ଏକ ୧୫ ଜଣିଆ ଟିମ୍‌କୁ ନେଇ ଲେଜର ସ୍କାନିଂ ଆରମ୍ଭ ହୋଇଥିବାର ଖବର ମିଳିଛି। ଏଥିରେ ଆର୍ଟିଷ୍ଟିକ, ସର୍ଭେଲାନ୍ସ, ଫଟୋଗ୍ରାଫି ଟିମ୍‌ ସାମିଲ, ଏଏସଆଇ କୋର୍‌ କମିଟି ସଦସ୍ୟ…

ପ୍ଲାଟିନମ ଖଣିରେ ଅଘଟଣ: ଲିଫ୍ଟ ଛିଡ଼ି ୧୧ ଶ୍ରମିକ ମୃତ, ୭୫ ଆହତ

ଦକ୍ଷିଣ ଆଫ୍ରିକା ରୁଷ୍ଟେନବର୍ଗର ଏକ ପ୍ଲାଟିନମ ଖଣିରେ ଅଘଟଣ। ଲିଫ୍ଟ ଦଉଡି ଛିଣ୍ଡିଯିବାରୁ ୧୧ ଜଣ ଶ୍ରମିକ ପ୍ରାଣ ହରାଇ ଥିବାବେଳେ ୭୫ ଜଣ ଆହତ ହୋଇଛନ୍ତି। ଶ୍ରମିକମାନେ ଲିଫ୍ଟରେ ଯିବା ସମୟରେ ଏହି ଅଘଟଣ ଘଟିଛି। ଗତକାଲି ସନ୍ଧ୍ୟାରେ ଶ୍ରମିକମାନେ…

ଟନେଲରେ ଫସିଥିବା ଶ୍ରମିକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ର

ଉତ୍ତରାଖଣ୍ଡର ଉତ୍ତରକାଶୀ ଟନେଲରେ ୪୧ ଜଣ ଶ୍ରମିକ ୧୬ ଦିନ ହେଲା ‍ଫସି ରହିଛନ୍ତି। ସେମାନଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ପ୍ରୟାସ ଚାଲିଥିଲେ ମଧ୍ୟ ଏଯାଏ ସଫଳତା ମିଳିନାହିଁ। ପ୍ରତିଦିନ ଉଦ୍ଧାରକାରୀ ଟିମ ନୂଆ ନୂଆ ଚ୍ୟାଲେଞ୍ଜର ସମ୍ମୁଖୀନ ମଧ୍ୟ ହେଉଛନ୍ତି।…

ସିଂହଦ୍ୱାର ବ୍ୟାରିକେଡ ଭିତରକୁ ପଶି ଆସିଲା ଘୁଷୁରି

ପୁରୀ:କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ବଡ ଦାଣ୍ଡ ଲୋକାରଣ୍ୟ । ସିଂହଦ୍ୱାର ସମ୍ମୁଖରେ ଥିଲା ଭକ୍ତଙ୍କ ଭିଡ । ରାତି ତମାମ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରୁଥିଲେ ଭକ୍ତ । ସିଂହଦ୍ୱାର ବ୍ୟରିକେଡ ଓ ସମ୍ମୁଖରେ ହଜାର ହଜାର ଭକ୍ତ ରୁଣ୍ଡ…

ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ

ପାରାଦୀପ: ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ। ଆଜି ପାରାଦୀପ ଗସ୍ତ ବେଳେ ହେଲିକ୍ୟାପ୍ଟରରେ ଦିନ ୯ଟା ୩୦ମିନିଟରେ ଗୋପବନ୍ଧୁ ଷ୍ଟାଡିୟମ ପହଞ୍ଚିଥିଲେ। ସେଠାରୁ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବାକୁ କାରକେଟରେ ପାରାଦୀପ ନିଷିଦ୍ଧାଞ୍ଚଳକୁ…

କେସିଆରଙ୍କୁ ହଟାଇବାକୁ ହେଲେ କଂଗ୍ରେସକୁ ଭୋଟ ଦିଅନ୍ତୁ ନାହିଁ ବୋଲି ଅନୁରୋଧ କଲେ ମୋଦି

ତେଲେଙ୍ଗାନାରେ ବିଜେପିର ପ୍ରଚାର କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଓ କ୍ଷମତାସୀନ ବିଆରଏସ ଉପରେ ବର୍ଷିଛନ୍ତି। ଉଭୟ ଦଳ ସମାନ ପାପୀ ଓ ଉଭୟ ରାଜ୍ୟଙ୍କୁ ଧ୍ୱଂସ କରିଦେଇଛନ୍ତି। ବିଆରଏସ୍‌ର ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ କେସିଆରଙ୍କୁ ହଟାଇବାକୁ ହେଲେ ଲୋକମାନେ…

ବିଜେଡିରେ ଯୋଗଦାନ ପରେ ମା’ ତାରାତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କଲେ ଭି କେ ପାଣ୍ଡିଆନ

ଭୁବେନେଶ୍ୱର : ବିଧିବଦ୍ଧ ଭାବେ ରାଜନୀତିରେ ଯୋଗ ଦେଇ ବିଜେଡିରେ ସାମିଲ ହୋଇଥିବା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଶକ୍ତିପୀଠ ତାରାତାରିଣୀ ମନ୍ଦିର ଯାଇ ମା’ଙ୍କ ପୂଜାର୍ଚ୍ଚନା କରିଛନ୍ତି। ଅପରାହ୍ନରେ ସେ ମନ୍ଦିର ଯାଇ ମା’ଙ୍କ ଦର୍ଶନ…

ବରଯାତ୍ରୀଙ୍କ ଷ୍ଟଣ୍ଟ ନିଶା, ଗଣିଲେ ୪ ଲକ୍ଷ ଫାଇନ୍‌

ଷ୍ଟଣ୍ଟ ଦେଖାଇଲେ ବରଯାତ୍ରୀ। ବିଚ୍‌ ରାସ୍ତାରେ ଗାଡ଼ି ଉପରେ ଚଢ଼ି ଉଡାଇଲେ ପୁଳା ପୁଳା ଟଙ୍କା। କେବଳ ସେତିକି ନୁହେଁ ବଜାଇଲେ ଜୋରଦାର ସାଇରନ୍‌। ଏଭଳି କରିବା ଏବେ ଏହି ବରଯାତ୍ରୀଙ୍କୁ ମହଙ୍ଗା ପଡିଛି। ବରଯାତ୍ରୀ ଷ୍ଟଣ୍ଟ ନିଶା ଉତାରି ଦେଇଛି…