November 2023

ଗୁରୁଦ୍ୱାରାରେ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଘେରିଲେ ଖଲିସ୍ତାନୀ ସମର୍ଥକ

ନ୍ୟୁୟର୍କ: ଆମେରିକାର ଏକ ଗୁରୁଦ୍ୱାରାରେ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଦୁର୍ବ୍ୟବହାର। ରାଷ୍ଟ୍ରଦୂତ ତରଣଜିତ ସିଂହ ସାନ୍ଧୁଙ୍କୁ ଘେରିଲେ ଖଲିସ୍ତାନୀ ସମର୍ଥକ। ନାରାବାଜି କରିବା ସହ ତାଙ୍କୁ ଧକ୍କା ମାରିଥିବା ଅଭିଯୋଗ ହୋଇଛି। ଭାରତ ବିରୋଧରେ କ୍ରମାଗତ ଭାବେ ବିବୃତ୍ତି ଦେଉଥିବା ଖାଲିସ୍ତାନୀ ଆତଙ୍କବାଦୀ…

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ୱିଟ କରି କହିଛନ୍ତି ଆମ ଗୌରବମୟ ନୌବାଣିଜ୍ୟ ପରମ୍ପରାକୁ ସ୍ମରଣ କରି ଆସନ୍ତୁ ନୂଆ ଓଡ଼ିଶା, ସଶକ୍ତ…

ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା, ବଜ୍ରାଘାତରେ ୨୦ ମୃତ

ଗୁଜରାଟରେ ଅଦିନିଆ ମେଘ ସାଙ୍ଗକୁ ପ୍ରବଳ ଘଡଘଡି। ବଜ୍ରାଘାତରେ ଗୋଟିଏ ଦିନରେ ୨୦ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା। ଏଥିସହ ଏକର ଏକର ଜମିର ଫସଲ ନଷ୍ଟ ହୋଇଯାଇଛି। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏନେଇ ଶୋକବ୍ୟକ୍ତ କରିବା ସହ…

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇଲେ ଲୋକ

ଭୁବନେଶ୍ବର/ କଟକ : ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ପଞ୍ଚୁକର ଶେଷ ଦିନ। ଆଜିର ଦିନରେ ଡଙ୍ଗା ଭସାଇବାର ପରମ୍ପରା ରହିଛି । ତେଣୁ ବଡି ଭୋରରୁ ବିଭିନ୍ନ ପୁଷ୍କରଣୀ ଓ ନଦୀ କୂଳରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଭୁବନେଶ୍ବର ବିନ୍ଦୁ…

ଆମେରିକାରେ ତିନି ପାଲେଷ୍ଟାଇନ ଛାତ୍ରଙ୍କୁ ଗୁଳିମାଡ

ଆମେରିକାରେ ତିନି ଜଣ ପାଲେଷ୍ଟିନୀୟ ଛାତ୍ରଙ୍କୁ ଗୁଳିମାଡ। ସେମାନେ ପାଠ ପଢୁଥିବା ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁଳି କରାଯାଇଥିବା ଅଭିଯୋଗ ହୋଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଶନିବାର ସନ୍ଧ୍ୟାରେ ଏହି ତିନି ଛାତ୍ରଙ୍କ ଉପରକୁ ଗୁଳିଚାଳନା କରାଯାଇଥିଲା। ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧ ସମୟରେ ଆମେରିକାରେ…

ମହାପ୍ରଭୁଙ୍କ ଦର୍ଶନ କଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା

ଭୁବନେଶ୍ବର: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ପୁରୀରେ ପହଞ୍ଚିଛନ୍ତି। ସେ ଆଜି ସପରିବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମାଙ୍କ ପୁରୀ ଗସ୍ତ ଅବସରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଶ୍ରୀ ବିଶ୍ବ ଶର୍ମା…

ତେଲୁଗୁ ମୁଭି ‘ଗାରାଗା’ରେ ନାୟିକା ଭାବେ ନଜର ଆସିବେ ମାଲକାନଗିରିର ମୋନିକା

ମାଲକାନଗିରି: ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମ୍‌.ଭି ୭୫ ଗ୍ରାମର ମୋନିକା ସମାଦ୍ଦାର ତେଲୁଗୁ ସିନେମାରେ ନାୟିକା ଭାବେ ଅଭିନୟ କରି ଜିଲ୍ଲା ପାଇଁ ଗର୍ବ ଆଣିଛନ୍ତି। ଉପାନ୍ତ ଇଲାକାର ଏହି ଯୁବତୀଜଣଙ୍କ ନିଜର ପ୍ରତିଭା, ସୌନ୍ଦର୍ଯ୍ୟ ଓ ନିଖୁଣ…

ହାର୍ଦ୍ଦିକ ପାଣ୍ଡ୍ୟା ଯିବେନି ମୁମ୍ବାଇ ଇଣ୍ଡିଆନ୍ସ

ଅହମ୍ମଦାବାଦ: ଆଇପିଏଲ ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏହା ପୂର୍ବରୁ ରବିବାର ଖେଳାଳିମାନଙ୍କ ରିଟେନ ଓ ରିଲିଜ ତାଲିକା ଫ୍ରାଂଚାଇଜମାନେ ଘୋଷଣା କରିଛନ୍ତି । ହାର୍ଦ୍ଦିକ ପାଣ୍ଡ୍ୟା ଗୁଜରାଟ ଟାଇଟନ୍ସ ଛାଡି ମୁମ୍ବାଇ ଇଣ୍ଡିଆନ୍ସ ଯିବେ ବୋଲି ଖବର…

ଘୂର୍ଣ୍ଣିବଳୟ ସକ୍ରିୟ, ୨୭ରେ ଲଘୁଚାପ ! ସାଇକ୍ଲୋନ୍ ନାଁ ମିଚାଉଙ୍ଗ

ବଙ୍ଗୋପସାଗରରେ ହେବ କି ବାତ୍ୟା ? ଲଘୁଚାପ ନେବ କି ସାମୁଦ୍ରିକ ଝଡ଼ ରୂପ ? କୁଆଡ଼େ ମୁହାଁଇବ ଲଘୁଚାପ ? ସମ୍ଭାବ୍ୟ ଲଘୁଚାପର ଗତିବିଧି ଉପରେ ନଜର ରଖିଛନ୍ତି ପାଣିପାଗ ବିଜ୍ଞାନୀ । ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି, ସ୍ୱାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିଛନ୍ତି। ନିର୍ଦ୍ଧାରିତ ସମୟର ୨୦ ମିନିଟ ପୂର୍ବରୁ ପହଞ୍ଚିଲେ ରାଷ୍ଟ୍ରପତି। ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ।…