November 2023

କେସିଆରଙ୍କୁ ମୁଖ୍ୟମନ୍ତ୍ରୀ ରାହୁଲଙ୍କୁ ପ୍ରଧାନମନ୍ତ୍ରୀ ପାଇଁ କଂଗ୍ରେସ-ବିଆରଏସ ମଧ୍ୟରେ ହୋଇଛି ଡ଼ିଲ: ଅମିତ ଶାହା

ହାଇଦ୍ରାବାଦ: ନଭେମ୍ବର ୩୦ ରେ ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହେବ। ଆଉ ଏଥିପାଇଁ ଏବେ ପ୍ରଚାର ଅଭିଯାନ ଜୋରସୋରରେ ଚାଲିଛି | ଆଜି କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ମକତଲରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଶାହା…

ହୋଟେଲ ମାଲିକଙ୍କୁ ଆକ୍ରମଣ ଘଟଣାରେ ମାଷ୍ଟରମାଇଣ୍ଡ ମାଲିଙ୍ଗା ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରରେ ଓୟୋ ହୋଟେଲ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ମାଷ୍ଟର ମାଇଣ୍ଡ ଗିରଫ କରିଛି ଭରତପୁର ଥାନା ପୁଲିସ। ଗିରଫ ଅଭିଯୁକ୍ତ ଜଣକ ହେଲା ମାଲିଙ୍ଗା । ଗତ ମାସ ୨୬ ତାରିଖରେ ଭରତପୁର ଥାନା ଅଧୀନରେ ଥିବା ଓୟୋ…

ଶେଷ ପର୍ଯ୍ୟାୟରେ ପହଞ୍ଚିଛି ‘ଆଦିତ୍ୟ- L1’ ମହାକାଶଯାନ

ନିଜର ଶେଷ ପର୍ଯ୍ୟାୟରେ ପହଞ୍ଚିଛି ‘ଆଦିତ୍ୟ- L1’ ମହାକାଶଯାନ। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ଅଧ୍ୟକ୍ଷ ଏସ୍‌. ସୋମନାଥ ଏହା କହିଛନ୍ତି। ସୂର୍ଯ୍ୟଙ୍କ ଅଧ୍ୟୟନ ପାଇଁ ଭାରତର ପ୍ରଥମ ମହାକାଶ ଅଭିଯାନ ଅଧୀନରେ ଉତ୍‌କ୍ଷେପଣ ହୋଇଥିଲା ‘ଆଦିତ୍ୟ- L1’, ଯାହା…

ଦଳିତ ନାବାଳକକୁ ପରିସ୍ରା ପିଆଇ ନିର୍ଧୁମ ପିଟିଲେ ଲୋକେ

ଅତ୍ୟନ୍ତ ନିର୍ମମ ଆଉ ନୃଶଂସ। ଟପିଗଲେ ସବୁ ସୀମା। ଭୁଲିଗଲେ ମଣିଷ ପଣିଆ। ଦଳିତ ନାବାଳକଙ୍କୁ ନିର୍ଧୁମ ପିଟିଲେ। କେବଳ ସେତିକି ନୁହେଁ ତାଙ୍କୁ ପରିସ୍ରା ପାଇବାକୁ ମଧ୍ୟ ବାଧ୍ୟ କଲେ। ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ଉତ୍ତରପ୍ରଦେଶରେ। ଉତ୍ତରପ୍ରଦେଶର…

ତଥ୍ୟ ପ୍ରମାଣ ଆଧାରରେ ଓଡ଼ିଶାର ଲୁକ୍କାୟିତ ତଥ୍ୟକୁ ଲୋକଲୋଚନକୁ ଆଣିବ ଓଡ଼ିଶା ଗବେଷଣା କେନ୍ଦ୍ର

ଭୁବନେଶ୍ଵର: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ସମ୍ବିଧାନ ପ୍ରତିଷ୍ଠା ଦିବସ ଅବସରରେ ଆଜି ଭୁବନେଶ୍ୱରରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ରଘୁବର ଦାସ ଓ ଛତିଶଗଡ଼ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ କରକମଳରେ ଉଦଘାଟନ ହୋଇଛି ‘ଓଡ଼ିଶା ଗବେଷଣା କେନ୍ଦ୍ର’ । ଭୁବନେଶ୍ୱରର ସିଏସ୍ଆଇଆର…

କଟକର ଐତିହାସିକ ବାଲିଯାତ୍ରା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ

କଟକ: ରାତି ପାହିଲେ କଟକର ଐତିହାସିକ ବାଲିଯାତ୍ରା ଆରମ୍ଭ ହେବ। କଳିଙ୍ଗର ସ୍ମୁତିକୁ ବହନ କରୁଥିବା ଏହି ଯାତ୍ରା ଆସନ୍ତା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଚଳିତ ବର୍ଷ ୮ ଦିନ ହେବାକୁ ଥିବା ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ,…

ଡାକ୍ତରଖାନାକୁ ପ୍ରସ୍ତୁତ ରଖ; ଚୀନ୍‌ରେ ବ୍ୟାପୁଥିବା ଶ୍ୱାସକ୍ରିୟାଜନିତ ରୋଗ ପାଇଁ ସତର୍କ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଉତ୍ତର ଚୀନ୍‌ରେ ଏଚ୍୯ଏନ୍୨ ମାମଲା ବୃଦ୍ଧି ଏବଂ ଶିଶୁମାନଙ୍କଠାରେ ଶ୍ୱାସକ୍ରିୟାଜନିତ ରୋଗ ବ୍ୟାପିବା ଆରମ୍ଭ ହୋଇଛି। ଏନେଇ ସତର୍କ ହୋଇଛନ୍ତି ଭାରତ ସରକାର। ପୂର୍ବରୁ ରାମ ମନୋହର ଲୋହିଆ ହସ୍ପିଟାଲର ନିର୍ଦ୍ଦେଶକ ଡାକ୍ତର ଅଜୟ ଶୁକ୍ଳା ଲୋକମାନଙ୍କୁ ସତର୍କ ରହିବା…

୨୬/୧୧ ଆକ୍ରମଣକୁ ପୂରିଲା ୧୫ ବର୍ଷ, ଆତଙ୍କବାଦୀଙ୍କ ଗୁଳିରେ ଯାଇଥିଲା ୧୬୬ ଜୀବନ

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣକୁ ପୂରିଛି ୧୫ ବର୍ଷ। ଆଜି ଏହି ଅବସରରେ ମନ କି ବାତ୍‌ କାର୍ଯ୍ୟକ୍ରମରେ ୨୬/୧୧ ମୁମ୍ବାଇ ଆକ୍ରମଣକୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆକ୍ରମଣରେ ସହିଦଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ୧୫ ବର୍ଷ…

ମେକ୍ସିକୋ ଉପସାଗରରେ ନଷ୍ଟ ହୋଇଗଲା ୪୦ ଲକ୍ଷ ଲିଟର ତେଲ! ୮ ବିଲିୟନର କ୍ଷତି ସହିଲା ଆମେରିକା

ମେକ୍ସିକୋ ଉପସାଗରରେ ଆମେରିକାର ୪୦ ଲକ୍ଷ ଲିଟରରୁ ଅଧିକ ତେଲ ନଷ୍ଟ ହୋଇଯାଇଛି। ଏହି କାରଣରୁ କୋଟି କୋଟି ଟଙ୍କାର କ୍ଷତି ସହିଛି ଆମେରିକା। ଲୁଇସିୟାନାର ଦକ୍ଷିଣ-ପୂର୍ବ ଉପକୂଳରେ ଥିବା ଏକ ପାଇପ୍‌ଲାଇନରୁ ତେଲ ଲିକ୍ ହୋଇଛି। ଏବେ ଏହି ପାଇପ୍‌ଲାଇନକୁ…

ଦଳର ପ୍ରତିଷ୍ଠା ଦିବସରେ ମନୀଷ ପ୍ରଥମ ଥର ପାଇଁ ଆମ ସହ ନାହାଁନ୍ତି: ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଆଜି ଆମ୍ ଆଦମୀ ପାର୍ଟିର ପ୍ରତିଷ୍ଠା ଦିବସ। ଏନେଇ ଆପ୍ ଏକ କାର୍ଯ୍ୟକ୍ରମର ଆୟୋଜନ କରିଥିବା ବେ‌ଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ ବଡ଼ ବିବୃତି ଦେଇଛନ୍ତି। ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ମନେ ପକାଇ ସେ…