୧.୪ ଲକ୍ଷ କୋଟିର ଡିଫେନ୍ସ ଡିଲ୍ ଉପରେ ବାଜିବ ମୋହର; ଆହୁରି ସଶକ୍ତ ହେବ ସେନା
ନୂଆଦିଲ୍ଲୀ: ପ୍ରତିରକ୍ଷା କ୍ଷେତ୍ରରେ ଭାରତର ଶକ୍ତି ବଢ଼ିବ । କେନ୍ଦ୍ର ସରକାର ଖୁବ୍ ଶୀଘ୍ର ୩ଟି ବଡ଼ ସ୍ବଦେଶୀ ପ୍ରକଳ୍ପକୁ ପ୍ରାରମ୍ଭିକ ମଞ୍ଜୁରୀ ପ୍ରଦାନ କରିବାକୁ ଯାଉଛନ୍ତି । ଏଥିପାଇଁ ମୋଟ୍ ୧.୪ ଲକ୍ଷ କୋଟି ଟଙ୍କା ବ୍ୟୟ ହେବ ।…
