November 2023

ସମଗ୍ର ବିଶ୍ବରେ ଥିବା ହମାସ୍‌ ଆତଙ୍କବାଦୀଙ୍କ ସନ୍ଧାନ ନେବାକୁ ଗୁଇନ୍ଦା ଏଜେନ୍‌ସି ‘ମୋସାଦ୍‌’କୁ ଆଦେଶ ଦେଲେ ନେତାନ୍ୟାହୁ

ତେଲ୍‌ ଆଭିଭ୍‌: ସମଗ୍ର ବିଶ୍ବରେ ଥିବା ହମାସ୍‌ ଆତଙ୍କବାଦୀଙ୍କ ସନ୍ଧାନ ନେଇ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଦେଶର ଗୁଇନ୍ଦା ଏଜେନ୍‌ସି ‘ମୋସାଦ୍‌’କୁ ଇସ୍ରାଏଲ୍‌ର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଆଦେଶ ଦେଇଛନ୍ତି। ଗୋଟାଏ ସାମ୍ବାଦିକ ସମ୍ମିଳନୀରେ ବକ୍ତବ୍ୟ ଦେବା…

‘ଡିପ୍‌ଫେକ୍‌’ ମୁକାବିଲା ପାଇଁ ଖୁବ୍‌ ଶୀଘ୍ର ଆସିବ ନିୟମାବଳି

ନୂଆଦିଲ୍ଲୀ: ‘ଡିପ୍‌ଫେକ୍‌’ଜନିତ ସମସ୍ୟାର ମୁକାବିଲା କରିବା ଲାଗି ଖୁବ୍‌ ଶୀଘ୍ର ପ୍ରଚଳିତ ଆଇନକୁ ସଂଶୋଧନ କରାଯିବ କିଂବା ନୂଆ ଆଇନ କରାଯିବ ବୋଲି ଆଜି କେନ୍ଦ୍ର ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି। ସେ କହିଛନ୍ତି, ‘ଡିପ୍‌ଫେକ୍‌’ ଭିଡିଓର ସ୍ରଷ୍ଟା…

‘ଆଇଆର୍‌ସିଟିସି’ ୱେବ୍‌ସାଇଟ୍‌ ଡାଉନ୍‌: ଇ-ଟିକେଟ୍‌ ବୁକିଙ୍ଗ୍‌ ସାମୟିକ ଭାବେ ପ୍ରଭାବିତ

ନୂଆଦିଲ୍ଲୀ: ବୈଷୟିକ ସମସ୍ୟା କାରଣରୁ ଆଜି ‘ଇଣ୍ଡିଆନ୍‌ ରେଲ୍‌ୱେଜ୍‌ କ୍ୟାଟରିଙ୍ଗ୍‌ ଆଣ୍ଡ୍‌ ଟୁରିଜିମ୍‌’ର ଇ-ଟିକେଟ୍‌ ବୁକିଙ୍ଗ୍‌ ବ୍ୟବସ୍ଥା ସାମୟିକ ଭାବେ ପ୍ରଭାବିତ ହୋଇଥିବା କଥା କମ୍ପାନି କହିଛି। ଏ ସଂକ୍ରାନ୍ତରେ ‘ଏକ୍ସ୍‌’ କରି ‘ଆଇଆର୍‌ସିଟିସି’ କହିଛି, ସମସ୍ୟା ସୁଧାରିବା ପାଇଁ ବୈଷୟିକ…

ମହୁଆଙ୍କ ଲାଗି ମୁହଁ ଖୋଲିଲେ ମମତା

କୋଲକାତା : ଟିଏମ୍‌ସି ସାଂସଦ ମହୁଆ ମୋଇତ୍ରାଙ୍କୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ବୟାନ ଦେଇଛନ୍ତି। ଲାଞ୍ଚ ନେଇ ପ୍ରଶ୍ନ ପଚାରିବା ମାମଲାରେ ଅଭିଯୁକ୍ତ ଥିବା ଟିଏମ୍‌ସି ସାଂସଦ ମହୁଆଙ୍କୁ ଲୋକସଭାରୁ ବହିଷ୍କୃତ କରିବା ପାଇଁ ଯୋଜନା…

ରଜୌରୀ ଏନକାଉଣ୍ଟର: ଆଉ ଜଣେ ଯବାନ ସହିଦ, ସଂଖ୍ୟା ୫ରେ ପହଞ୍ଚିଲା

ଶ୍ରୀନଗର : ଜମ୍ମୁ-କଶ୍ମୀରର ରଜୌରୀରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ବୁଧବାର ଠାରୁ ଗୁଳିବିନିମୟ ଜାରି ରହିଛି। ଏନକାଉଣ୍ଟର ଚାଲିଥିବା ବେଳେ ଆଉ ଜଣେ ଯବାନ ଆଜି ସହିଦ ହୋଇଛନ୍ତି। ଫଳରେ ସହିଦଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ବୁଧବାର ଆତଙ୍କୀଙ୍କ…

ଜାନୁଆରି ୧୫ରୁ ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ବରଗଡ଼: ଆସନ୍ତା ଜାନୁଆରି ୧୫ ତାରିଖରୁ ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆୟୋଜନ ହେବ। ଏଥି ସକାଶେ ବୁଧବାର ପ୍ରଥମ ପ୍ରସ୍ତୁତି ବୈଠକ ବସିଛି। ଧନୁଯାତ୍ରା ମହୋତ୍ସବ ସମିତିର ଏହି ସାଧାରଣ ପରିଷଦ ବୈଠକ ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ହୋଇଛି। ତେବେ…

ଆସନ୍ତା କାଲିଠୁ ପଞ୍ଚୁକ ବ୍ରତ, ଶ୍ରୀକ୍ଷେତ୍ରରେ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀ : କାଲିଠୁ ପବିତ୍ର ପଞ୍ଚୁକ। ଏଥିପାଇଁ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼। ଗହଳିକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସହ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ…

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ଵ

ଭୁବନେଶ୍ବର: ମିଶନ ଶକ୍ତି ବିଭାଗର ସଚିବ ସୁଜାତା ରାଉତ କାର୍ତ୍ତିର୍କେୟନଙ୍କୁ ଆଜି ରାଜ୍ୟ ସରକାର ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି । ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଅଫିସର ଶ୍ରୀମତୀ କାର୍ତ୍ତିକେୟନ ଓଡ଼ିଆ ଭାଷା, ସାହିତ୍ୟ ଓ…

ମେଡିକାଲ ପାଇଖାନାରୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା: ମେଡ଼ିକାଲ ପାଇଖାନାରୁ ମିଳିଲା ନବଜାତ ଶିଶୁ କନ୍ୟାର ମୃତଦେହ । ଏପରି ଅଭିଯୋଗ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ । ଏନେଇ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ…

ଗୁରୁବାର ସୁଦ୍ଧା ଟନେଲରୁ ବାହାରିବେ ୪୧ ଶ୍ରମିକ

ଦୀର୍ଘ ୧୧ ଦିନ ହେବ ସୁଡ଼ଙ୍ଗ ତଳେ ଫସି ରହିଛନ୍ତି ୪୧ ଶ୍ରମିକ। ଉତ୍ତରାଖଣ୍ଡର ଉତ୍ତରକାଶୀରେ ଟନେଲ ଭିତରୁ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଲାଗିପଡିଛି ପୂରା ପ୍ରଶାସନ। ଶ୍ରମିକଙ୍କ ମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜୋରଦାର କରାଯାଇଛି।…