ବିଧାନସଭା ଶୀତ ଅଧିବେଶନ ଲାଗି କଡ଼ା ସୁରକ୍ଷା
ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଥିବା ବିଧାନସଭା ଶୀତ ଅଧିବେଶନ ଡିସେମ୍ବର ୩୦ ତାରିଖ ଯାଏ ଚାଲିବ। ଅଧିବେଶନ ସମୟରେ ବିଭିନ୍ନ ସଂଗଠନ, ରାଜନୈତିକ ଦଳ, ସଂସ୍ଥା ପକ୍ଷରୁ ପ୍ରତିବାଦ ସଭା, ଧାରଣା, ବିକ୍ଷୋଭ ପ୍ରଦର୍ଶନ ହେବାର ଆଶଙ୍କା ରହିଛି। ଅଧିବେଶନ ସମୟରେ…
