November 2023

ଗାଜା ହସ୍ପିଟାଲରେ ଗୁପ୍ତ ସୁଡଙ୍ଗ ଠାବ କଲେ ଇସ୍ରାଏଲ ସେନା

ଗାଜା ସହରରେ ଆତଙ୍କବାଦୀଙ୍କ ଗୁପ୍ତ ସୁଡଙ୍ଗ ଠାବ କଲେ ଇସ୍ରାଏଲ ସେନା। ସହରର ସବୁଠୁ ବଡ ହସ୍ପିଟାଲ କୁହାଯାଉଥିବା ଅଲ୍ ସିଫା କ୍ୟାମ୍ପସ୍ ପରିସରରେ ଏହି ସୁଡଙ୍ଗ ରହିଛି। ସ୍ୱତନ୍ତ୍ର ଅପରେସନ୍ ସମୟରେ ଇସ୍ରାଏଲ୍ ପ୍ରତିରକ୍ଷା ବାହିନୀ(ଆଇଡିଏଫ୍) ସୁଡଙ୍ଗକୁ ଠାବ କରିଛନ୍ତି।…

ରାଜ୍ୟରେ ଆସନ୍ତା ଦୁଇ ଦିନ ବର୍ଷା ସମ୍ଭାବନା, ରାତି ତାପମାତ୍ରା ୧୧ ଡିଗ୍ରୀକୁ ଖସିଲା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଦୁଇ ଦିନ ବର୍ଷା ସମ୍ଭାବନା ରହିଛି । ଏଥିସହିତ ପୁଣି ରାଜ୍ୟକୁ ଫେରିଛି ଶୀତ । ଜି ଉଦୟଗିରିରେ ଗତ ୨୪ ଘଣ୍ଟା ମଧ୍ୟରେ ରାତ୍ରିକାଳୀନ ତାପମାତ୍ର ୧୧ ଡିଗ୍ରୀ ସେଲ୍ସିୟସକୁ ଖସିଥିବା ନେଇ ପାଣିପାଗ ବିଭାଗ…

ଚନ୍ଦ୍ରବାବୁ ନାଇଡୁଙ୍କୁ ବଡ଼ ଆଶ୍ୱସ୍ତି, ନିୟମିତ ଜାମିନ୍‌ ପ୍ରଦାନ କଲେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟ

ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କୁ ମିଳିଲା ଜାମିନ୍‌। ଦକ୍ଷତା ବିକାଶ ଦୁର୍ନୀତି ମାମଲାରେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟ ଚନ୍ଦ୍ରବାବୁ ନାଇଡୁଙ୍କୁ ନିୟମିତ ଜାମିନ ପ୍ରଦାନ କରିଛନ୍ତି। ରିପୋର୍ଟ ମୁତାବକ, ନାଇଡୁ ନଭେମ୍ବର ୨୮ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନରେ…

ଐତିହ୍ୟକୁ ନଷ୍ଟ ନକରି ପ୍ରକଳ୍ପ କରାଯାଉ : ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ

ପୁରୀ : ପରିକ୍ରମା ପ୍ରକଳ୍ପ , ଚାରିଦ୍ବାର ଖୋଲିବା , ଭିଡ ମଧ୍ୟରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପ୍ରସଙ୍ଗରେ କ୍ଷୋଭ ପ୍ରକାଶ କରିଛନ୍ତି ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ । ପ୍ରତିଦିନ ପୁରୀକୁ ଦେଶର କୋଣ ଅନୁକୋଣରୁ ଭକ୍ତମାନେ ଆସୁଛନ୍ତି ।…

ଛଟ୍‌ ପୂଜା ସାରି ଫେରୁଥିବା ବେଳେ ଗୁଳିମାଡ଼, ୨ ମୃତ

ବିହାର: ପ୍ରେମ ସମ୍ପର୍କକୁ ନେଇ ବିହାରର ଲଖିସରାୟ ଜିଲ୍ଲାରେ ଗୁଳିକାଣ୍ଡ। ଏଠାରେ ଛଟ୍‌ ପୂଜା ସାରି ଫେରୁଥିବା ବେଳେ ଏକ ପରିବାର ଉପରକୁ ଗୁଳିମାଡ଼ ହୋଇଛି। ଏଥିରେ ପରିବାରର ୬ ସଦସ୍ୟଙ୍କ ଦେହରେ ଗୁଳି ବାଜିଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କର…

ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ

ଭୁବନେଶ୍ୱର: ଜି.ଉଦୟଗିରିରୁ ଦୁଇ ଦୁଇ ଥରର ବିଧାୟକ ହୋଇଥିବା ସାଲୁଗା ପ୍ରଧାନ ହୋଇପାରନ୍ତି ଓଡ଼ିଶା ବିଧାନସଭାର ପରବର୍ତ୍ତୀ ଉପବାଚସ୍ପତି । ଶ୍ରୀ ପ୍ରଧାନ ଆଜି ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି । ସାଲୁଗାଙ୍କୁ ଉପବାଚସ୍ପତି ପ୍ରାର୍ଥୀ କରି ବିଜେଡି ଖେଳିଛି ଆଦିବାସୀ…

ଉତ୍ତରକାଶୀରେ ଫସିରହିଥିବା ୪୧ ଜଣ ଶ୍ରମିକଙ୍କ ଉଦ୍ଧାର ପାଇଁ ଯିବ ରୋବର୍ଟ!

ବିତିଗଲାଣି ୯ ଦିନ । ତଥାପି ସରୁନି ଉଦ୍ଧାର କାର୍ଯ୍ୟ । ଉତ୍ତରକାଶୀର ଟନେଲ ଭିତରେ ଫସି ରହିଥିବା ୪୧ ଜଣ ଶ୍ରମିକଙ୍କ ପାଇଁ ଆଜି ନବମ ଦିନ । ସେହି ଦିନଠାରୁ ଶ୍ରମିକମାନଙ୍କୁ ବଞ୍ଚାଇବା ପାଇଁ ଉଦ୍ଧାର କାର୍ଯ୍ୟ ଚାଲିଛି,…

କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ ପ୍ରବଳ ଗହଳି : ଲମ୍ବା ଲାଇନରେ ଛିଡା ହୋଇ ଅଚେତ୍ ହେଲେ ଭକ୍ତ

ପୁରୀ: ଚାଲିଛି ଧର୍ମମାସ କାର୍ତ୍ତିକ । ଆଉ ଆଜି ହେଉଛି କାର୍ତ୍ତିକ ମାସର ଶେଷ ସୋମବାର । ପୁରୀ ଶ୍ରୀମନ୍ଦିରରେ ଦର୍ଶନ କରିବାକୁ ଭକ୍ତଙ୍କର ପ୍ରବଳ ଗହଳି ପରିଲକ୍ଷିତ ହୋଇଛି । ସକାଳୁ ସକାଳୁ ଲମ୍ବା ଲାଇନରେ ଛିଡା ହୋଇ ମହାପ୍ରଭୂଙ୍କୁ…

ନଡ଼ା ଜାଳିବାକୁ ମନା କରାଯିବା ସତ୍ତ୍ୱେ ବି ଜଳିଲା ନଡ଼ା, ବର୍ଷିଲେ NGT

ଦିନକୁ ଦିନ ବଢ଼ି ଚାଲିଛି ପ୍ରଦୂଷଣ। ଦିଲ୍ଲୀ ଏନ୍‌ସିଆର୍‌ ସମେତ ଉତ୍ତର ଭାରତର ଅନେକ ସହରକୁ ବିଷାକ୍ତ ବାୟୁ ଢ଼ାଙ୍କି ରହିଛି। ନଡା ଜାଳିବା ଯୋଗୁ ଏହି ପ୍ରଦୂଷଣ ବଢ଼ୁଥିବା କୁହାଯାଉଛି। ତେଣୁ ସରକାର ଏହି ନଡ଼ା ଜାଳିବା ଉପରେ ବ୍ୟାନ୍‌…

ଭାରତର ପରାଜୟକୁ ସହ୍ୟ କରିନପାରି ଜୀବନ ହାରିଲେ ଯୁବକ

ଯାଜପୁର : କ୍ରିକେଟ ଖେଳ ନିଶା ହେଲା କାଳ। ଭାରତର ପରାଜୟ କୁ ସହ୍ୟ ନ କରି ପାରି ଜୀବନ ହାରିଲେ ୨୩ବର୍ଷୀୟ ଯୁବକ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଜରୀ ପଞ୍ଚାୟତ କୁଳସାହି…