ସାମିରିକ ଶକ୍ତି ବୃଦ୍ଧି କରିବା ଲକ୍ଷରେ ଚାଇନା, ବିଦେଶରେ ବଢାଇ ତାଲିଛି ବନ୍ଦର ନେଟ୍‌ୱର୍କ

ନୂଆଦିଲ୍ଲୀ: ଚୀନ୍ ନିଜର ଅର୍ଥନୈତିକ ଶକ୍ତି ବୃଦ୍ଧି ତଥା ନିଜର ବିସ୍ତାର କ୍ଷମତାକୁ ବ୍ୟାପକ କରିବା ପାଇଁ ବିଭିନ୍ନ ଦେଶରେ ବାଣିଜି୍ୟକ ବନ୍ଦରର ଏକ ବିଶାଳ ନେଟ୍‌ଓ୍ବର୍କ ଦ୍ରୁତ ଗତିରେ ନିର୍ମାଣ କରିଚାଲିଛି। ସମ୍ପ୍ରତି ରିପୋର୍ଟ ଅନୁଯାୟୀ ନୌସେନାର ଉପସ୍ଥିତି ଏହାର ପ୍ରମାଣ।…

ବାଲିଯାତ୍ରା ଦୁର୍ନୀତି: ୨ ବର୍ଷରେ ପଡ଼ିଆ ଖାଇଲାଣି ୫ କୋଟିର ମୋରମ!

କଟକ: କଟକର ଐତିହାସିକ ବାଲିଯାତ୍ରାର କଳେବର ଓ ଆକର୍ଷଣ ଯେତିକି ବଢୁଛି, ଭିତ୍ତିଭୂମି ପ୍ରସ୍ତୁତି ଆଳରେ ହେଉଥିବା ଆଖିଖୋସା ଖର୍ଚ୍ଚ ବଡ଼ ଦୁର୍ନୀତିକୁ ହାୱା ଦେଉଛି। ୨୦୨୨ରେ ହୋଇଥିବା ଖର୍ଚ୍ଚକୁ ନେଇ ସନ୍ଦେହ ଆଉ ତଥ୍ୟ ପ୍ରମାଣ ମିଳିବା ପରେ ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସଭା ଡ୍ୟୁଟିରେ ଯାଉଥିବାବେଳେ ୫ ପୋଲିସ କର୍ମୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ରାଜସ୍ଥାନର ନାଗୌର ଜିଲ୍ଲା କଣୁତା ଗାଁରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୫ ଜଣ ପୋଲିସ କର୍ମୀଙ୍କ ମୃତ୍ୟୁ ହୋଇଛି । ସମସ୍ତେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସଭା ପାଇଁ ଡ୍ୟୁଟିରେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଛି…

ଡାହାଣୀ ସନ୍ଦେହରେ ମହିଳାଙ୍କୁ ପିଟି ପିଟି ହତ୍ୟା

ଯୁଗ ଆସି କେଉଁଠି ପହଞ୍ଚିଲାଣି । କିନ୍ତୁ ଏବେ ବି କିଛି ଲୋକଙ୍କ ମନରେ ଭରି ରହିଛି ଅନ୍ଧବିଶ୍ୱାସର ମାୟାଜାଲ । ଆଉ ଏହି ଅନ୍ଧବିଶ୍ୱାଶର କୁପ୍ରଭାବରେ ହନ୍ତସନ୍ତ ହେଉଛନ୍ତି କିଛି ନୀରିହ ଜନ ସାଧାରଣ । ଲୋକମାନେ ଯେତେ ଆଧୁନିକତା…

ପଞ୍ଜାବରେ ନଡା ଜାଳି ୬୩୭ ମାମଲା ରୁଜୁ

ଚଣ୍ଡିଗଡ: ସାଙ୍ଘାତିକ ସ୍ଥିତିରେ ଦିଲ୍ଲୀ-ଏନସିଆର ଅଞ୍ଚଳର ବାୟୂ ପ୍ରଦୂଷଣ ମାତ୍ରା । ଏହି କାରଣରୁ ନିଃଶ୍ବାସ ନେବାରେ ବହୁ ଅସୁବିଧା ଭୋଗୁଛନ୍ତି ଦିଲ୍ଲୀବାସୀ । ଏଥିପାଇଁ ଘରୁ ବାହାରିବା ଏବେ ମୁସ୍କିଲ ହୋଇପଡିଛି ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳବାସୀଙ୍କ ପାଇଁ…

ପ୍ରେମିକାକୁ ଦେଖିବା ପରେ ସ୍ୱାମୀ ଆଉ ଭଲ ଲାଗିଲାନି, ବୟଫ୍ରେଣ୍ଡ ସହ ମିଶି କଲା ନିର୍ମମ ହତ୍ୟା

ରାୟଗଡା  : ସ୍ୱାମୀଠୁ ଭଲ ଲାଗିଲା ପ୍ରେମିକ । ରହିପାରିଲାନି ପ୍ରେମିକକୁ ଛାଡି । ଶୟନେ ସପନେ ଜାଗରଣେ ଖାଲି ଦେଖା ଯାଉଥିଲା ପ୍ରେମିକର ମୁହଁ । ପ୍ରେମିକାକୁ ଦେଖିବା ପରେ ସ୍ୱାମୀ ଆଉ ଭଲ ଲାଗିଲାନି । ବୟଫ୍ରେଣ୍ଡ ସହ ଫେରାର…

ଆରବିଆଇର ପୂର୍ବତନ ଗଭର୍ଣ୍ଣର ଏସ. ଭେଙ୍କଟରମନନଙ୍କ ପରଲୋକ

ନୂଆଦିଲ୍ଲୀ: ପରଲୋକରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ପୂର୍ବତନ ଗଭର୍ଣ୍ଣର ଏସ. ଭେଙ୍କଟରମନନ । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ସେ ୧୯୯୦-୧୯୯୨ ମଧ୍ୟରେ ଆରବିଆଇ ଗଭର୍ଣ୍ଣର ଦାୟିତ୍ୱରେ ରହିଥିଲେ । ଏସ. ଭେଙ୍କଟରମନନ ଭାରତୀୟ…

ପୋଲରୁ ୨୦ ଫୁଟ୍ ତଳକୁ ଖସିପଡ଼ିଲା କାର୍, ୩ ଆହତ

ବଣାଇ : ସୁନ୍ଦରଗଡ଼ ଜିଲ୍ଲା ବଣାଇର ମହୁଲପଦା ଥାନାର ଫୁଲଝର ନଗରିଆ ପୋଲ ତଳକୁ ପ୍ରାୟ ୨୦ ଫୁଟ ତଳକୁ ଖସିଲା କାର । ଫଳରେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନେ…

କଡା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ପଡିଆ ଭିତରେ ପଶିଲେ ପାଲେଷ୍ଟାଇନ ସମର୍ଥକ

ଅହମଦାବାଦ: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଲଢେଇ ଜାରି ରହିଛି | ଏହି ଯୁଦ୍ଧରେ ଏପର୍ଯ୍ୟନ୍ତ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି ଏବଂ ଏହି ଧାରା ଜାରି ରହିଛି। କିଛି ଲୋକ ଇସ୍ରାଏଲକୁ ସମର୍ଥନ କରୁଥିବାବେଳେ ଆଉ କିଛି ପାଲେଷ୍ଟାଇନକୁ…

୩୨ ଜଣ ଆସୋସିଏଟ ପ୍ରଫେସରଙ୍କୁ ପଦନ୍ନୋତି ଦେଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର: ଓଡ଼ିଶା ସରକାର ବିଭିନ୍ନ କଲେଜରୁ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଆସୋସିଏଟ ପ୍ରଫେସରଙ୍କ ତାଲିକା ପ୍ରକାଶ କରିଛନ୍ତି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ୩୨ ଜଣ ଆସୋସିଏଟ ପ୍ରଫେସରଙ୍କୁ ପଦନ୍ନୋତି କରିଛି। ଏନେଇ ଗତକାଲି ଉଚ୍ଚଶିକ୍ଷା ବିଭାଗରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହି…