ଇତିହାସ‌ରେ ପ୍ରଥମ: ଆଣ୍ଟାର୍କଟିକାର ବରଫ ରନ୍‌ୱେ ଉପରେ ଓହ୍ଲାଇଲା ବୋଇଙ୍ଗ୍‌ ୭୮୭ ବିମାନ

ଆଣ୍ଟାର୍କଟିକା: ବୁଧବାର ଅପରାହ୍ଣ ୨ଟାରେ ଆଣ୍ଟାର୍କଟିକାର ବରଫ ରନ୍‌ୱେ ଉପରେ ଏକ ବୋଇଙ୍ଗ୍‌ ୭୮୭ ବିମାନ ସ୍ମରଣୀୟ ଅବତରଣ କରିଥିବା କଥା ‘ସିଏନ୍‌ଏନ୍‌’ ରିପୋର୍ଟ କରିଛି। ଏହି ତୁଷାରାଚ୍ଛନ୍ନ ମହାଦେଶରେ ବୋଇଙ୍ଗ୍‌ ଯାତ୍ରୀବାହୀ ବିମାନ ଅବତରଣ କରାଇବାରେ ପ୍ରଥମ ହୋଇଥିବାର ମାନ୍ୟତା…

ବିଶ୍ବକପର ଫାଇନାଲ ମ୍ୟାଚ୍ ଦେଖିବା ପାଇଁ ଅହମଦାବାଦ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆସନ୍ତାକାଲି ଅହମଦାବାଦରେ ‘ଆଇସିସି ବିଶ୍ବକପ୍‌ ୨୦୨୩’ର ଫାଇନାଲ୍‌ ମ୍ୟାଚ ଖେଳାଯିବ। ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ। ଏହି ରୋମାଞ୍ଚକର ମ୍ୟାଚ୍ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅହମଦାବାଦ ଯିବେ ବୋଲି ଜଣାପଡ଼ିଛି। ଗୁଜରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ…

ତେଜିଲା ସପା-କଂଗ୍ରେସ ବିବାଦ: ଇଣ୍ଡିଆ ମେଣ୍ଟର ଏହି ନିଷ୍ପତ୍ତିକୁ ମାନିବ ନାହିଁ ସମାଜବାଦୀ ପାର୍ଟି

ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ବଡ ଏବଂ ଛୋଟ ବିରୋଧୀ ଦଳ ଏକାଠି ହୋଇ ଏନଡିଏ ସହଯୋଗୀ ଦଳକୁ ପରାସ୍ତ କରିବାକୁ ଇଣ୍ଡିଆ ମେଣ୍ଟ ଗଠନ କରିଥିଲେ। ବର୍ତ୍ତମାନ ଲୋକସଭା ନିର୍ବାଚନର ମାତ୍ର ୬ ମାସ ପୂର୍ବରୁ ଏକଜୁଟ…

‘ଡିପ୍‌ଫେକ୍‌’ ଭିଡିଓକୁ ନେଇ କେନ୍ଦ୍ର ସରକାରଙ୍କ ତତ୍ପରତା

ନୂଆଦିଲ୍ଳୀ: ସାଉଥ୍‌ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଓ ପରେ ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌, କାଜୋଲଙ୍କର ‘ଡିପ୍‌ଫେକ୍‌’ ଭିଡିଓ ‌ସୋସିଆଲ୍‌ ମିଡିଆ ପ୍ଲାଟ୍‌ଫର୍ମରେ ଭାଇରାଲ୍‌ ହେବା ପରେ ଏହାକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ଏହି ପ୍ରସଂଗକୁ ନେଇ ଏବେ…

TCS ଅଫିସକୁ ମିଳିଲା ବୋମା ଧମକ, ବନ୍ଧା ହେଲେ ପୂର୍ବତନ କର୍ମଚାରୀ

ନୂଆଦିଲ୍ଲୀ : କମ୍ପାନୀ ଚାକିରିରୁ ଛଟେଇ କରି ଦେଇଥିବା ବେଳେ ପୁଣି ଥରେସୁଯୋଗ ଦେବାକୁ ମନା କରିଦେଲା। ଏଥିରେ ଉତ୍ତ୍ୟକ୍ତ ହୋଇଗଲେ ମହିଳା କର୍ମଚାରୀ। ଆଉ ପାନେ ଦେବାକୁ ରଚିଲେ ପ୍ଲାନ୍‌। ଏପରିକି ଅନ୍ୟ ଏକ ନମ୍ବରରୁ ଫୋନ୍‌ କରି କମ୍ପାନୀରେ…

୪୦ ଶ୍ରମିକଙ୍କ ମଧ୍ୟରୁ ବିଗିଡ଼ିଲା ଦୁଇ ଜଣଙ୍କ ଅବସ୍ଥା, ଚିନ୍ତାରେ ପରିବାର

ଉତ୍ତରକାଶୀ : ଟନେଲ ତଳେ ଫଶିଛି ଜୀବନ। ଉତ୍ତରାଖଣ୍ଡର ଉତ୍ତରକାଶୀରେ ଦୀର୍ଘ ୭ ଦିନ ହେବ ୪୦ ଜଣ ଶ୍ରମିକ ସୁଡ଼ଙ୍ଗ ତଳେ ଫଶି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଦିନ ରାତି ଏକ କରିସାରିଲେଣି ଏନ୍‌ଡିଆର୍‌ଏଫ୍‌ ଓ ଏସ୍‌ଡିଆର୍‌ଏଫ୍‌…

ପ୍ରଚାର ବେଳେ ଚେତାଶୂନ୍ୟ ହେଲେ ମୁଖ୍ୟମନ୍ତ୍ରୀଙ୍କ ଝିଅ

ହାଇଦ୍ରାବାଦ : ପ୍ରଚାର ବେଳେ ଚେତାଶୂନ୍ୟ ହେଲେ ମୁଖ୍ୟମନ୍ତ୍ରୀଙ୍କ ଝିଅ। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଝିଅ କେ. କବିତା ପ୍ରଚାର ମୈଦାନରେ ଚେତାଶୂନ୍ୟ ହୋଇ ପଡିଛନ୍ତି। ତାଙ୍କୁ ତରନ୍ତୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଗକୁ ତେଲେଙ୍ଗନା ବିଧାନସଭା ନିର୍ବାଚନ।…

ୟେମେନରେ ଭାରତୀୟ ନର୍ସଙ୍କ ଫାଶୀ ଦଣ୍ଡାଦେଶ କାଏମ, ଖାରଜ ହେଲା ଆବେଦନ

ନୂଆଦିଲ୍ଲୀ : ୟେମେନ ଜେଲ୍‌ରେ ଗତ ୬ ବର୍ଷ ହେଲା ବନ୍ଦୀ ଥିବା ଭାରତୀୟ ନର୍ସ ନିମିଷା ପ୍ରିୟାଙ୍କ ପାଇଁ ଅଡ଼ୁଅ ବଢ଼ିବାରେ ଲାଗିଛି। ସେଠାକାର ସୁପ୍ରିମକୋର୍ଟ ତାଙ୍କ ମୃତ୍ୟୁ ଦଣ୍ଡାଦେଶ କୋହଳ ପାଇଁ ହୋଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି।…

ସଭାବେଳେ ବିଜେପି ନେତାଙ୍କୁ କାମୁଡ଼ିଲା ମହୁମାଛି, ଦରି ଘୋଡାଇ ହୋଇ ବସିଲେ ବିଧାୟକ

ଜୟପୁର: ରାଜସ୍ଥାନ ବିଧାନସଭା ନିର୍ବାଚନକୁ ଆଉ ମାତ୍ର କିଛି ଦିନ ବାକି ଅଛି। ୨୫ ନଭେମ୍ବରରେ ମତଦାନ ହେବାକୁ ଯାଉଛି। ଏହାପୂର୍ବରୁ, ପ୍ରାର୍ଥୀମାନେ କ୍ରମାଗତ ଭାବରେ ଜନସମ୍ପର୍କ କରି ଭୋଟରଙ୍କୁ ନିଜ ଆଡକୁ ଆଣିବାକୁ ଚେଷ୍ଟା କରୁଛନ୍ତି | ତାରକା ପ୍ରଚାରକମାନେ…

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ବିନା ବିଚାରରେ ହତ୍ୟା କରାଯାଉ, କଂଗ୍ରେସ ସାଂସଦଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ: ପାଲେଷ୍ଟାଇନ ପ୍ରତି ନିଜ ସମର୍ଥନ ଜଣାଇବାକୁ ଯାଇ ଇସ୍ରାଏଲ ବିରୋଧରେ ବିବାଦୀୟ ବୟାନ ଦେଇଛନ୍ତି କେରଳର କଂଗ୍ରେସ ସାଂସଦ ରାଜମୋହନ ଉନ୍ନୀଥନ । କେରଳର କାସରାଗୋଡଠାରେ ଏକ ରାଲିକୁ ସମ୍ବୋଧନ କରିବା ବେଳେ ସେ କହିଛନ୍ତି ଯେ ଇସ୍ରାଏଲର ପ୍ରଧାନମନ୍ତ୍ରୀ…