ପେଟ ଚିରି ୧୦ ବର୍ଷିୟ ବାଳକକୁ ମାରି ପକାଇଲେ ମାଙ୍କଡ଼ପଲ
ଗାନ୍ଧୀନଗର: ମଙ୍ଗଳବାର ଦିନ ଗୁଜରାଟର ଗାନ୍ଧୀନଗର ଅନ୍ତର୍ଗତ ସାଲ୍କି ଗାଁ’ରେ ପଲେ ମାଙ୍କଡ଼ ଜଣେ ୧୦ ବର୍ଷିୟ ବାଳକର ପେଟ ଚିରି ଅନ୍ତଃବୁଜୁଳା ବାହାର କରି ପକାଇବାରୁ ତା’ର ମୃତ୍ୟୁ ଘଟିଥିବା କଥା ପୁଲିସ କହିଛି। ବନ ଅଧିକାରୀମାନେ କହିଛନ୍ତି ଯେ,…
ଗାନ୍ଧୀନଗର: ମଙ୍ଗଳବାର ଦିନ ଗୁଜରାଟର ଗାନ୍ଧୀନଗର ଅନ୍ତର୍ଗତ ସାଲ୍କି ଗାଁ’ରେ ପଲେ ମାଙ୍କଡ଼ ଜଣେ ୧୦ ବର୍ଷିୟ ବାଳକର ପେଟ ଚିରି ଅନ୍ତଃବୁଜୁଳା ବାହାର କରି ପକାଇବାରୁ ତା’ର ମୃତ୍ୟୁ ଘଟିଥିବା କଥା ପୁଲିସ କହିଛି। ବନ ଅଧିକାରୀମାନେ କହିଛନ୍ତି ଯେ,…
ଭୁବନେଶ୍ବର: ପୁଣି କୋଶଲ ରାଜ୍ୟ କଥା ଦୋହରାଇଲେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର। ଅଲଗା ରାଜ୍ୟ ପାଇଁ ସରକାର ଦାୟୀ ରହିବେ ବୋଲି କହିଛନ୍ତି ନରସିଂହ। ବଲାଙ୍ଗିର ଲୋଇସିଂହା ଷ୍ଟାଡିୟମରେ ଏକ ଫୁଟବଲ ମ୍ୟାଚର ଉଦଘାଟନ ଅବସରରେ ଏଭଳି କହିଛନ୍ତି କଂଗ୍ରେସ…
କାର୍ ଭିତରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ। ଏହାକୁ ନେଇ ଚାରିଆଡେ ଆତଙ୍କ ଖେଳିଯାଇଛି। ଏହି ମୃତଦେହଟି ଜଣେ ପୁରୁଷଙ୍କର। ପୁଲିସ ଓ ଫରେନ୍ସିକ୍ ଟିମ୍ ଘଟଣାର ତଦନ୍ତ ଜାରି ରଖିଛି। ମୃତଦେହ ଚିହ୍ନଟ ଉଦ୍ୟମ ଜାରି ରହିଛି। ଦିଲ୍ଲୀ…
ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ଶିଶୁ ସାହିତ୍ୟିକ, ପ୍ରାବନ୍ଧିକ ତଥା ଓଡ଼ିଆ ଭାଷା ତତ୍ତ୍ୱବିଦ ଡ଼. ଶୁଭେନ୍ଦ୍ର ମୋହନ ଶ୍ରୀଚନ୍ଦନ ସିଂହ । ମଙ୍ଗଳବାର ନଭେମ୍ବର ୧୪ ତାରିଖରେ ମହାରାଷ୍ଟ୍ରର ନାଗପୁରଠାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ…
ଫୁଡ କୋର୍ଟରେ ହେଲା ରକ୍ତାକ୍ତ ସଂଘର୍ଷ। ଏକ ଷ୍ଟଲ୍ର କର୍ମଚାରୀଙ୍କ ଉପରକୁ ମିଳିତ ଭାବେ ମରଣାନ୍ତକ ଆକ୍ରମଣ କଲେ ଅନ୍ୟ ଏକ ଷ୍ଟଲର କର୍ମଚାରୀ। ଏଥିରେ କର୍ମଚାରୀଜଣକ ରକ୍ତାକ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାଯାଇଛି। ଏପରି ଏକ ଘଟଣା ଚେନ୍ନାଇରେ…
ଗଜପତି: ନିଅଣ୍ଟିଆ ବର୍ଷାରେ ଉଜୁଡି ଗଲା ଧାନ ଫସଲ । ବାଟ ପାଇଲେନି ଚାଷୀ । ଶେଷରେ ଧାନ ଫସଲରେ ନିଆଁ ଲଗେଇଦେଲେ ଚାଷୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ମୋହନା ବ୍ଲକ ସାନ ଖଣି ଅଞ୍ଚଳରେ।…
ବିତି ସାରିଲାଣି ୭୦ ଘଣ୍ଟା। ଲଗାତର ଭାବେ ଉଦ୍ଧାର କାର୍ଯ୍ୟ ଚାଲିଥିଲେ ବି ଟନେଲ ଭିତରେ ଫସିଥିବା ୪୦ ଶ୍ରମିକଙ୍କୁ ଏଯାଏ ବାହାର କରିବା ସମ୍ଭବପର ହୋଇ ପାରିନି। ଏପରି ସ୍ଥିତିରେ ଟେନସନ ବଢ଼ାଇଛି ଲ୍ୟାଣ୍ଡସଲାଇଡ । ଉଦ୍ଧାର କାର୍ଯ୍ୟ ବେଳେ…
ଭୁବନେଶ୍ବର: ସରକାରଙ୍କ ୫ଟି ପରେ ଏବେ ୫ସି ଯୋଜନା। ମୋ ସ୍କୁଲ ଅଭିଯାନର ୫ସି ହେଉଛି ଏକ ଅଂଶବିଶେଷ ହୋଇଥିବା ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ସଚିବ ଅଶ୍ବଥୀ. ଏସ। ଏହା କୌଣସି ନୂଆ ସ୍କିମ୍ ହୋଇନଥିବା ବେଳେ…
ଥମୁନି ଯୁଦ୍ଧ। ଇସ୍ରାଏଲ୍ ଓ ହମାସ ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଏହାରି ଭିତରେ ପୁଣି ଥରେ ଗାଜାର ସବୁଠାରୁ ବଡ଼ ହସ୍ପିଟାଲ ଉପରେ ଏୟାରଷ୍ଟ୍ରାଇକ୍ କରିଛି ଇସ୍ରାଏଲ। ଅଲ୍-ଶିଫା ହସ୍ପିଟାଲ ଭିତରେ ହମାସ ଆତଙ୍କୀଙ୍କ ଆଡ୍ଡାସ୍ଥଳ ଥିବା ଦାବି କରି…
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଅଙ୍ଗନବାଡୀ କର୍ମୀଙ୍କୁ ଚେତାବନୀ ଦେଇଛି। ବୁଧବାର ଭୁବନେଶ୍ୱରରେ ଏକ ବିକ୍ଷୋଭ ସମାବେଶ ଆରମ୍ଭ କରିବା ପୂର୍ବରୁ ଅଙ୍ଗନବାଡି କର୍ମୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ସରକାର। ଜରୁରୀ ସେବାରେ କୌଣସି ପ୍ରକାର…