ଦୀପାବଳିରେ ବାଣ ଫୁଟାଇବାରୁ ପୁଣି ବିଷାକ୍ତ ହେଲା ଦିଲ୍ଳୀ ବାୟୁ

ନୂଆଦିଲ୍ଲୀ: ବାରଣ ସତ୍ତ୍ବେ ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ବାଣ ଫୁଟାଇ ଦିଲ୍ଳୀର ପରିବଶେକୁ ପୁଣି ଥରେ ବିଷାକ୍ତ କରି ଦେଇଛନ୍ତି ସହରବାସୀ। ଗତକାଲି ଦୀପାବଳି ପାଳନ ପରେ ପୁଣି ଥରେ ରାଜଧାନୀ ଦିଲ୍ଲୀର ବାୟୁ ଅବସ୍ଥା ବିଗିଡ଼ି ଯାଇଛି। ଗତକାଲି ଦୀପାବଳି…

ଭୁଶୁଡ଼ି ପଡ଼ିଲା ନିର୍ମାଣଧୀନ ଟନେଲ, ପାଇପ୍‌ ଯୋଗେ ଶ୍ରମିକଙ୍କୁ ଦିଆଯାଉଛି ଅକ୍ସିଜେନ ଓ ଖାଦ୍ୟ

ହଠାତ ଭୁଶୁଡ଼ି ପଡ଼ିଲା ନିର୍ମାଣଧୀନ ଟନେଲର ଏକ ଅଂଶ । ଚାହୁଁ ଚାହୁଁ ଟନେଲରେ ଫସି ଗଲେ ୪୦ ଶ୍ରମିକ । କେମିତି ବାହାରିବେ କଣ କରିବେ କିଛି ବୁଝି ହେଲାନି । ଖବର ମିଳିବା ପରେ ଉଦ୍ଧାରକାରୀ ଦଳ ଉଦ୍ଧାର…

ଦୀପାବଳିରେ ଅଘଟଣ: କ୍ୟାପିଟାଲ୍ ହସ୍ପିଟାଲରେ ଶତାଧିକ ଆହତଙ୍କ ଚିକିତ୍ସା

ଭୁବନେଶ୍ୱର : ଦୀପାବଳିରେ ଅଘଟଣ । ରାଜ୍ୟର ବିଭିନ୍ନ ସ୍ଥାନରେ ବାଣ ପଡ଼ି ଶତାଧିକ ଆହତ ହୋଇଛନ୍ତି । ରାଜଧାନୀର ବିଭିନ୍ନ ସ୍ଥାନରେ ବାଣ ବିସ୍ଫୋରଣରେ ଶତାଧିକ ଆହତ ହୋଇଛନ୍ତି। କ୍ୟାପିଟାଲ ହସ୍ପିଟାଲରେ ପ୍ରାୟ ୧୦୦ରୁ ଅଧିକ ଚିକିତ୍ସିତ ହୋଇଛନ୍ତି । କାହାର…

ଆଜି “ମହାକାଳୀ” ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଦ୍ରକାଳୀ

ଭଦ୍ରକ : କାଳୀପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ସହର । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠିଛି ଚଳଚଞ୍ଚଳ । ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ । କିନ୍ତୁ ଏହି ପୀଠରେ…

କାଳୀ ପୂଜା ପାଇଁ ଚଳଚଞ୍ଚଳ କଟକ, ଶ୍ରଦ୍ଧାଳୁଙ୍କ ଭିଡ

କଟକ: କାଳୀ ପୂଜା ପାଇଁ ଚଳଚଞ୍ଚଳ କଟକ । ସହରର ପ୍ରମୁଖ କାଳୀ ମନ୍ଦିର ଗୁଡ଼ିକରେ ସକାଳୁ  ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଛି। ମାଳିକା ପ୍ରସିଦ୍ଧ କାଳିଆ ଵୁଦା ଶ୍ୟାମାକାଳୀ, ଖାନନଗର ଦକ୍ଷିଣ କାଳି ଓ କାଳିଗଳିର କାଳୀ ମନ୍ଦିରରେ ହଜାର…

ଭୁବନେଶ୍ୱର ତମାଣ୍ଡୋରେ ଜଳିଗଲା ୫ ବସ୍

ଭୁବନେଶ୍ୱର ତମାଣ୍ଡୋରେ ଘଟିଛି ଅଘଟଣ। ଦୀପାବଳି ଅବସରରେ ରାଜଧାନୀ ଭୁବନେଶ୍ୱରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ତମାଣ୍ଡୋ ଥାନା ପାତ୍ରପଡ଼ା ଛକରେ ଥିବା ଗୋଟିଏ ଗ୍ୟାରେଜରେ ନିଆଁ ଲାଗି ୫ଟି ବସ୍‌ ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡ ଯୋଗୁ ଗ୍ୟାରେଜରେ ଥିବା ଅନେକ ଟଙ୍କାର ସମ୍ପତ୍ତି ମଧ୍ୟ…

ନିର୍ବାଚନ ସମୟରେ ବିଧାୟକଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ହାଇଦ୍ରାବାଦ: ତେଲେଙ୍ଗାନାରେ ନିର୍ବାଚନ ପ୍ରଚାର ସମୟରେ ବିଆରଏସ ବିଧାୟକଙ୍କ ଉପରେ ଆକ୍ରମଣ କରାଯାଇଥିବାର ଖବର ସାମ୍ନାକୁ ଆସିଛି | ଏହି ଆକ୍ରମଣରେ ବିଆରଏସ ବିଧାୟକ ଗୁରୁତର ଆହତ ହୋଇଛନ୍ତି। ଖବର ଅନୁଯାୟୀ, ବିଆରଏସ ବିଧାୟକ ଗୁଭାଲା ବାଲାରାଜୁ ଆଛମ୍ପେଟ ବିଧାନସଭା ଆସନରୁ…

ମା’ ବୁଢୀ ଠାକୁରାଣୀ ମନ୍ଦିର ପୂଜକ ହତ୍ୟା ମାମଲା, ୭ ଗିରଫ

କୋରାପୁଟ: କୋରାପୁଟ ମା ବୁଢୀ ଠାକୁରାଣୀ ମନ୍ଦିର ପୂଜକ ରମେଶ ତ୍ରିପାଠୀ ହତ୍ୟା ମାମଲା । ୨ ଯୁବତୀଙ୍କ ସହ ମୋଟ ୭ଜଣଙ୍କୁ ଗିରଫ କରିଲା ପୋଲିସ । ଲୁଟ ଉଦ୍ଦେଶ୍ୟରେ ପୂଜକଙ୍କୁ ହତ୍ୟା କରାଯାଇଥିବା ସୂଚନା ଦେଇଛି ପୋଲିସ ।…

ଯେଉଁଠି ଭାରତୀୟ ସେନା ଅଛି, ସେ ସ୍ଥାନ କୌଣସି ମନ୍ଦିରଠୁ କମ୍ ନୁହେଁ : ପ୍ରଧାନମନ୍ତ୍ରୀ ମୋଦି

ପୂର୍ବ ପରି ଏଥର ବି ଯବାନଙ୍କ ସହ ଦୀପାବଳି ମନାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥର ହିମାଚଳ ପ୍ରଦେଶର ଲେପଚା ସୀମାନ୍ତରେ ଦୀପାବଳି ପାଳନ କରିଛନ୍ତି ପ୍ରଧାନମନ୍ତ୍ରୀ। ଯବାନମାନଙ୍କୁ ମିଠା ଖୁଆଇ ସେମାନଙ୍କ ପରାକ୍ରମ ଓ ଦେଶ ସେବାକୁ ସାଧୁବାଦ ଜଣାଇବା ସହ ଉତ୍ସାହିତ…

ଦୀପାବଳି ପାଇଁ କ୍ୟାପିଟାଲ ହସ୍ପିଟାଲରେ ସ୍ବତନ୍ତ୍ର ବ୍ୟବସ୍ଥା, ୧୫ ଡାକ୍ତରଙ୍କ ଛୁଟି ବାତିଲ

ଭୁବନେଶ୍ୱର: ଆଲୋକର ପର୍ବ ଦୀପାବଳିକୁ ନେଇ ଚାରିଆଡ଼େ ଉତ୍ସବର ମାହୋଲ। ତେବେ ଦୀପାବଳି ପାଇଁ କ୍ୟାପିଟାଲ ହସ୍ପିଟାଲରେ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା। ଯେକୌଣସି ପରିସ୍ଥିତି ମୁକାବିଲା ନେଇ କରାଯାଇଛି ପ୍ରସ୍ତୁତ। ବାଣଫୁଟା ଜନିତ ଦୁର୍ଘଟଣା ମୁକାବିଲା ପାଇଁ ହସ୍ପିଟାଲରେ ସ୍ୱତନ୍ତ୍ର ପ୍ରସ୍ତୁତ କରାଯାଇଛି।…