ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଲୋକ ଉତ୍ସବ ପୂର୍ବରୁ ଦେଶକୁ ସମ୍ବୋଧିତ କରି ଦେଶକୁ ଖୁସି ଏବଂ ସମୃଦ୍ଧ ଦୀପାବଳି ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ନିମ୍ନ ବର୍ଗର ଲୋକଙ୍କୁ ସାହାଯ୍ୟ କରିବାକୁ ଏବଂ…
ନୂଆଦିଲ୍ଲୀ: ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଲୋକ ଉତ୍ସବ ପୂର୍ବରୁ ଦେଶକୁ ସମ୍ବୋଧିତ କରି ଦେଶକୁ ଖୁସି ଏବଂ ସମୃଦ୍ଧ ଦୀପାବଳି ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ନିମ୍ନ ବର୍ଗର ଲୋକଙ୍କୁ ସାହାଯ୍ୟ କରିବାକୁ ଏବଂ…
ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀପାବଳି ଶୁଭେଚ୍ଛା। ଆଲୋକର ପର୍ବ ଦୀପାବଳି ଅବସରରେ ରାଜ୍ୟର ସବୁ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିକାଶର ଆଲୋକ ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ବୋଲି ସେ ଟ୍ୱିଟ କରି କହିଛନ୍ତି। ସେହିପରି ଆଜିଠାରୁ ଧରାବତରଣ…
ହମାସର ଆଉ ଜଣେ ବରିଷ୍ଠ କମାଣ୍ଡରକୁ ନିପାତ କଲା ଇସ୍ରାଏଲ୍ ସେନା। ଗାଜା ଡାକ୍ତରଖାନାରେ ଏକ ହଜାରରୁ ଅଧିକ ଲୋକଙ୍କୁ ବନ୍ଦୀ କରି ରଖିଥିବା ହମାସ କମାଣ୍ଡରକୁ ସଫା କରିଛନ୍ତି ଇସ୍ରାଏଲ ସୈନ୍ୟବାହିନୀ। ଏନେଇ ଇସ୍ରାଏଲ ପ୍ରତିରକ୍ଷା ବାହିନୀ(ଆଇଡିଏଫ୍) ଟ୍ୱିଟ୍(ବର୍ତ୍ତମାନର ଏକ୍ସ୍)…
ପୁରୀ : ଆଜି ଆଲୋକର ପର୍ବ ଦୀପାବଳୀ । ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ସବୁଠି ଭକ୍ତମୟ ପରିବେଶ । ମାଆ କାଳୀଙ୍କ ଆବାହନ ଲାଗି ସବୁଠି ଚାଲିଛି ପ୍ରସ୍ତୁତି । ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘରଠୁ…
ଭୁବନେଶ୍ବର: ଚାକିରି କରାଇଦେବା ନାଁରେ ବଡ଼ଧରଣର ଠକେଇ ଅଭିଯୋଗ ଆସିଛି। ଜଣେ ପୂର୍ବତନ ମନ୍ତ୍ରୀଙ୍କ ସଂପର୍କୀୟ ବୋଲି ପରିଚୟ ଦେଇ ଅଭିଯୁକ୍ତମାନେ ଲକ୍ଷାଧିକ ଟଙ୍କା ଠକିଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କୁ କଟକ ସାଇବର ଥାନା ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା…
ଭୁବନେଶ୍ୱର: ସରକାରୀ ଯୋଜନାରେ ବିଜେଡି ଦଳୀୟ ଚିହ୍ନ ବ୍ୟବହାର କରାଯିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି। ଅକ୍ଟୋବର ୧୦ରୁ ମାସାଧିକ କାଳ ଦଳୀୟ ଚିହ୍ନ ଶଙ୍ଖକୁ ସରକାରୀ ଯୋଜନା ପ୍ରଚାର ପାଇଁ ବ୍ୟବହାର କରୁଛି ବିଜେଡି ସରକାର। ଏହାଦ୍ବାରା…
ବିଶ୍ୱକପର ଶେଷ ଗ୍ରୁପ ମ୍ୟାଚ୍ରେ ଗର୍ଜିଛି ଅଷ୍ଟ୍ରେଲୀୟ ବ୍ୟାଟର ମିଚେଲ ମାର୍ଶଙ୍କ ବ୍ୟାଟ। ମାର୍ଶଙ୍କ ୧୩୨ ବଲରେ ଅପରାଜିତ ୧୭୭ ରନ ବଳରେ ୮ ୱିକେଟରେ ବାଂଲାଦେଶକୁ ମାତ ଦେଇଛି ଅଷ୍ଟ୍ରେଲିଆ। ବିଜୟ ସହ ବିଶ୍ୱକପ ଅଭିଯାନ ଶେଷ କରିବାକୁ ବାଂଲାଦେଶ…
ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାରେ ପୁଣି ନକଲି ପ୍ରମାଣପତ୍ର ଦେଇ ଚାକିରି କରିଥିବା ଆଉ ଜଣେ ସ୍କୁଲ ଶିକ୍ଷକଙ୍କୁ ଗିରଫ କରାଯାଇଛି । ଗିରଫ ଶିକ୍ଷକ ହେଲେ ଭକ୍ତ କୁମାର ସେଠ । ସେ ବିଜ୍ଞାନ ଶିକ୍ଷକ ଭାବେ ଅଗଷ୍ଟ ୨୦୨୨ ମସିହାରେ…
ଭୁବନେଶ୍ବର : ପଶ୍ଚିମ ଓଡିଶାର କୋଣ ଅନୁକୋଣରେ ଥିବା ହସ୍ତତନ୍ତ ଶିଳ୍ପ ତଥା ବୁଣାକାରଙ୍କୁ ମିଳିବ ଜାତୀୟସ୍ତରରେ ବାଣିଜ୍ୟିକ ଲୋକପ୍ରିୟତା । ସ୍ଥାନୀୟ ଅର୍ଥନୀତି ତଥା ବଜାର ସୃଷ୍ଟିକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ନୂଆ ବର୍ଷରେ ବରଗଡ ଜିଲ୍ଲାରେ ଆୟୋଜିତ ହେବ…
ସୋର : ମୋବାଇଲ ଆଜିର ସମୟରେ ମୋବାଇଲ ଯୁବପୀଢିଙ୍କୁ ବିପଦଗାମୀ କରୁଛି । ଆଜି ମଧ୍ୟ ସେମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ସୋର ଥାନା ଅରଡା ଗାଁରେ । ଅନଲାଇନ୍ ଗେମ ଯୋଗୁଁ ଜଣେ ଛାତ୍ରର ଜୀବନ ଯାଇଛି…