November 2023

ଆସନ୍ତା ୨୭ରେ ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି

ପାରାଦୀପ : ନଭେମ୍ବର ୨୭ ତାରିଖରେ ପାରାଦୀପରେ “ବୋଇତ ବନ୍ଦାଣ” ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ମୁର୍ମୁ। ପ୍ରସିଦ୍ଧ କଳିଙ୍ଗ ବାଲିଯାତ୍ରା କୁ ନେଇ ପାରାଦ୍ଵୀପ ବନ୍ଦର ଜୋରଦାର ପ୍ରସ୍ତୁତି ଚଳାଇଛି । ଆସନ୍ତା ୨୭ ତାରିଖ…

ପ୍ରେମିକାଙ୍କୁ ଦୁଷ୍କର୍ମ ପରେ ୧୧୧ ଥର ଛୁରୀ ଭୁଷି ହତ୍ୟା କରିଥିଲା, କିନ୍ତୁ ସବୁ କିଛି ମାଫ୍‌ କରିଦେଲେ ରାଷ୍ଟ୍ରପତି ପୁଟିନ

ପ୍ରେମିକା ବ୍ରେକ କରିବାରୁ ରାଗ ସମ୍ଭାଳି ପାରିଲେ ନାହିଁ। ଅତ୍ୟନ୍ତ ନିର୍ମମ ଭାବେ ପ୍ରେମିକାଙ୍କୁ ସାଢ଼େ ୩ ଘଣ୍ଟା ପିଟିବା ସହ ଦୁଷ୍କର୍ମ କଲା। ଶେଷରେ ତାଙ୍କୁ ୧୧୧ ଥର ଛୁରୀ ଭୁଷି ହତ୍ୟା କରିଥିଲା। ଏପରି ଲୋମହର୍ଷଣକାରୀ ଘଟଣା ଘଟାଇଥିବା…

ରାଜ୍ୟରେ ୧୫ ଡିଗ୍ରୀ ତଳେ ୫ ସହରର ରାତି ତାପମାତ୍ରା

ଭୁବନେଶ୍ବର : କମୁଛି ପାରଦ ବଢୁଛି ଶୀତ । ଦେଶର ମଧ୍ୟଭାଗରେ ଏକ ଗୁରୁଚାପ ବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ କିଛି ସ୍ଥାନରେ ପାରଦ ଖସିବାରେ ଲାଗିଛି। ଅନେକ ସ୍ଥାନରେ ତାପମାତ୍ରା ୧ରୁ ୨ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ…

ଆଇସଲ୍ୟାଣ୍ଡରେ ଜରୁରୀ ପରିସ୍ଥିତି ଘୋଷଣା, ୧୪ ଘଣ୍ଟାରେ ୮୦୦ ଭୂକମ୍ପ ଝଟକା

ଏକାଧିକ ଶକ୍ତିଶାଳୀ ଭୂକମ୍ପ ଝଟକା ପରେ ଆଇସଲ୍ୟାଣ୍ଡରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା। ୟୁରୋପୀୟ ଦେଶ ଆଇସଲ୍ୟାଣ୍ଡର ଦକ୍ଷିଣ-ପଶ୍ଚିମ ରେକଜାନେସ୍ ଉପଦ୍ୱୀପରେ ପାଖାପାଖି ୮୦୦ ଥର ଛୋଟ, ମଧ୍ୟମ ଏବଂ ଶକ୍ତିଶାଳୀ ଭୂକମ୍ପ ଝଟକା ଲାଗିଛି। ଫଳରେ ଆଗ୍ନେୟଗିରି ଉଦଗିରଣ ଆଶଙ୍କା କରି…

ପୁରୀରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଭି.କେ ପାଣ୍ଡିଆନ

ପୁରୀ : ପୁରୀରେ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ସକାଳୁ ପୁରୀ ଆସି ପ୍ରଥମେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ନିର୍ଦ୍ଧାରିତ…

ରାଜଧାନୀରେ ଖୋଲିଲା ସିନୋପସିସ୍‌ର ଚିପ୍‌‌ ଡିଜାଇନ୍‌‌ କେନ୍ଦ୍ର, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଇଲେକ୍ଟୋନିକ୍ସ ଡିଜାଇନ୍‌‌ ଏବଂ ଅଟୋମେସନ୍‌‌ (ଇଡିଏ) କ୍ଷେତ୍ରରେ ବିଶ୍ୱରେ ଆଧିପତ୍ୟ ବିସ୍ତା କରିଥିବା ସିନୋପସିସ୍‌‌ ଭୁବନେଶ୍ୱରରେ ଏକ ଡିଜାଇନ୍‌‌ ସେଣ୍ଟର ଖୋଲିଛି। ଆଜି ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବ ଭାରତରେ ସିନୋପସିସର ଏହା ପ୍ରଥମ ବୈଷୟିକ…

ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଅଧ୍ୟକ୍ଷ ଗିରଫ

ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍‌ପିଟାଲ୍‌ର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କୁ ଆଜି ଭିଜିଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟଠାରୁ ୧୧୩% ଅଧିକ ସମ୍ପତ୍ତି ଠୁଳ…

ଏବେ ପାଇଁ ଯୁଗ୍ମ-ଅଯୁଗ୍ମ ସୂତ୍ର ଲାଗୁ ହେବନାହିଁ: ସରକାରଙ୍କ ଉପରେ ସୁପ୍ରିମ୍‌କୋର୍ଟ ନିଷ୍ପତ୍ତି ଦାୟିତ୍ବ ଛାଡ଼ିବା ପରେ କହିଲେ ଦିଲ୍ଳୀ ପରିବେଶ ମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଳୀ‌ରେ ଆଗକୁ ଯୁଗ୍ମ-ଅଯୁଗ୍ମ ସୂତ୍ର ଲାଗୁ ହେବାକୁ ଥିବାବେଳେ ଏହାକୁ ଏବେ ମନା କରି ଦେଇଛନ୍ତି ପରିବେଶ ମନ୍ତ୍ରୀ ଗୋପାଳ ରାୟ। ଶୁକ୍ରବାର ଅପରାହ୍ନରେ ସୁପ୍ରିମକୋର୍ଟ ଏହାର କାର୍ଯ୍ୟକାରିତା ଉପରେ ନିଷ୍ପତ୍ତି ନେବାକୁ ଆମ୍ ଆଦମୀ ପାର୍ଟି (ଆପ୍‌) ସରାକରଙ୍କ…

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

ଆସୁଛି ଲଘୁଚାପ । ଆସନ୍ତା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଦକ୍ଷିଣ ପୂର୍ବ ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ପୂର୍ବାନୁମାନ…

ହିନ୍ଦୁ ସଂସ୍କୃତି ପାଇଁ ଭାରତରେ ଗଣତନ୍ତ୍ର ବଞ୍ଚିରହିଛି: ଜାଭେଦ ଅଖତର

ମୁମ୍ବାଇ: ଦୀପାବଳି ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୀତିକାର ଜାଭେଦ୍ ଅଖତର କହିଛନ୍ତି ଯେ ଯଦି ଭାରତରେ ଗଣତନ୍ତ୍ର ତିଷ୍ଠି ରହିଛି, ତେବେ ଏହା କେବଳ ହିନ୍ଦୁ ସଂସ୍କୃତି ଯୋଗୁଁ ସମ୍ଭବପର ହୋଇଛି। ଆମେ ଠିକ୍ ଏବଂ ଅନ୍ୟମାନେ ଭୁଲ୍ ବୋଲି…