କ୍ଷମା ମାଗିବା ସହିତ ‘ଜନସଂଖ୍ୟା ନିୟନ୍ତ୍ରଣ ଟିପ୍ପଣୀ’ ପ୍ରତ୍ୟାହାର କଲେ ନୀତୀଶ କୁମାର

ପାଟନା: କ୍ଷମାପ୍ରାର୍ଥନା କରିବା ସହିତ ଜନସଂଖ୍ୟା ନିୟନ୍ତ୍ରଣ ବିଷୟରେ ଦେଇଥିବା ଟିପ୍ପଣୀକୁ ଆଜି ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପ୍ରତ୍ୟାହାର କରି ନେଇଥିବା କଥା ନିଉଜ୍‌ ଏଜେନ୍‌ସି ‘ଏଏନ୍‌ଆଇ’ ରିପୋର୍ଟ କରିଛି। ଆଜି ‘ବିଜେପି’ ବିଧାୟକମାନେ ନୀତୀଶଙ୍କୁ ବିଧାନସଭା ମଧ୍ୟକୁ ନ ଛାଡ଼ିବାରୁ…

ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ

ଭୁବନେଶ୍ୱର : ଘରୁ ମିଳିଲା ବିଡ଼ା ବିଡ଼ା ନୋଟ୍। ଜବତ ହୋଇଛି ୨ ଲକ୍ଷ ୧୬ ହଜାର ଟଙ୍କା ନଗଦ କ୍ୟାସ । ୬୫ ଲକ୍ଷର EPF ରେ ଜମା ରାଶି ରହିଛି। ୨ଟି ବାଇକ ଓ କାର ମଧ୍ୟ ଜବତ କରିଛି…

କେଦାରନାଥରେ ସାଂସଦ ବରୁଣ ଗାନ୍ଧୀଙ୍କୁ ଭେଟିଲେ ରାହୁଲ୍‌ ଗାନ୍ଧୀ

ନୂଆଦିଲ୍ଲୀ: ମଙ୍ଗଳବାର ଦିନ କେଦାରନାଥ ମନ୍ଦିରରେ କଂଗ୍ରେସ ନେତା ରାହୁଲ୍‌ ଗାନ୍ଧୀ ଓ ତାଙ୍କ ଦାଦାପୁଅ ଭାଇ ତଥା ‘ବ‌ିଜେପି’ ସାଂସଦ ବରୁଣ ଗାନ୍ଧୀଙ୍କ ମଧ୍ୟରେ ସ୍ବଳ୍ପ ସମୟ ପାଇଁ କଥାବାର୍ତ୍ତା ହୋଇଥିବା କଥା ବିଶେଷସୂତ୍ରରୁ ଜଣାପଡ଼ିଛି। ଦୁହେଁ ପ୍ରାର୍ଥନା କରିବା…

କଳହାଣ୍ଡିରେ ମହିଳାଙ୍କୁ ମାରି ଖାଇଲା ଭାଲୁ

ଧର୍ମଗଡ : ପ୍ରଥମେ ବାଘ , ଆଉ ତା ପରେ ହାତୀ ଆଉ ଏବେ ଭାଲୁ ଆତଙ୍କ ଦେଖାଦେଇଛି  । ବନ୍ୟ ଜନ୍ତୁ ଗୁଡିକ ଖାଦ୍ୟ ଅନ୍ବେଶଣରେ ଏବେ ଗାଁ ମୁହାଁ ହେଉଛନ୍ତି । ଫଳରେ ବିଭିନ୍ନ ସ୍ଥାନରେ ବ୍ୟାପକ ଧନଜୀବନ…

ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କୁ ହତ୍ୟା ଉଦ୍ୟମ

ଇସ୍ରାଏଲ ଓ ପାଲେଷ୍ଟାଇନ ଯୁଦ୍ଧ ମଧ୍ୟରେ ସାମନାକୁ ଆସିଛି ଏକ ଚାଞ୍ଚଲ୍ୟକର ଭିଡିଓ । ପାଲେଷ୍ଟାଇନ୍‌ ରାଷ୍ଟ୍ରପତି ମହମ୍ମଦ ଅବସଙ୍କୁ ଗତକାଲି ହତ୍ୟା ଉଦ୍ୟମ ହୋଇଥିବା ସୂଚନା ମିଳିଛି। ତେବେ ଏହି ଆକ୍ରମଣରୁ ମହମୁଦ ଆବ୍ବାସ ବର୍ତ୍ତି ଯାଇଥିବା ବେଳେ ତାଙ୍କର…

ସରିଲା ଢେଙ୍କାନାଳର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା

ଢେଙ୍କାନାଳ: ସରିଲା ଢେଙ୍କାନାଳ ଜଗଲକ୍ଷ୍ମୀ ପୂଜା। ଆଜି ମେଲାଣି ନେବେ ମା ଲକ୍ଷ୍ମୀ । ୧୧ଦିନର ପୂଜା ପରେ ଆଜି ମେଲାଣି ନେବେ ମାଆ । ୩୮ଟି ପୂଜା ମଣ୍ଡପରେ ପୂଜା ପାଉଥିଲେ ମାଆ । ଚାନ୍ଦି ମେଢ ସାଙ୍ଗକୁ ସୁନା…

ଇସ୍ରାଏଲ ରାତିକରେ ୪୫୦ ଟାର୍ଗେଟ୍‌ ଧ୍ବଂସ

ତେଲ ଅଭିଭ: ଇସ୍ରାଏଲ-ହମାସ ଯୁଦ୍ଧକୁ ମଙ୍ଗଳବାର ଏକ ମାସ ପୂରିଥିବା ବେଳେ ଲଢ଼େଇ ଥମିବାର ନାଁ ଧରୁନାହିଁ। ଇସ୍ରାଏଲ ସେନା ସୋମବାର ଉତ୍ତର ଗାଜାରେ ହମାସ ଆତଙ୍କବାଦୀଙ୍କ ଉପରେ ଆକ୍ରମଣ ଜାରି ରହିଛି। ଇସ୍ରାଏଲ ସେନା ରବିବାର ବିଳମ୍ବିତ ରାତିରେ ଘୋଷଣା…

ପୂର୍ବ ଶତ୍ରୁତାକୁ ନେଇ ତିର୍ତ୍ତୋଲରେ ବିଭତ୍ସ ହତ୍ୟା

ପୁରୀ: ପୂର୍ବ ଶତ୍ରୁତାକୁ ନେଇ ତିର୍ତ୍ତୋଲରେ ବିଭତ୍ସ ହତ୍ୟା । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ସାଇଲୋ ପଞ୍ଚାୟତ ହିତରଣ ଗାଁରେ ଦୁଇ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ଯୁବକ । ଘଟଣାସ୍ଥଳରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ…

ପଞ୍ଚଭୂତରେ ବିଲୀନ ହେଲେ ମହେଶ୍ବର ମହାନ୍ତି

ପୁରୀ/ଭୁବନେଶ୍ଵର: ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ତାଙ୍କର ଅନ୍ତିମ ସତ୍କାର କରାଯାଇଛି। ଶୋକାକୂଳ ପରିବେଶ ମଧ୍ୟରେ ଅନ୍ତିମ ସଂତ୍କାର କରାଯାଇଛି। ମରଶରୀରରେ ବଡ଼ପୁଅ ସୁନୀଲ ମହାନ୍ତି ମୁଖାଗ୍ନି ଦେଇଛନ୍ତି। କର୍ମଭୂମିରୁ…

ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ, ୬ ନକ୍ସଲ ମୃତ

ରାୟପୁର : ଛତିଶଗଡ଼ରେ ମଙ୍ଗଳବାରଦିନ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି । ଗୋଟିଏ ପଟେ ଲୋକମାନେ ଉତ୍ସାହର ସହ ଭୋଟ ଦେଉଥିବାବେଳେ ଅନ୍ୟପଟେ ସୁକମା ଓ କୋଙ୍କର ଜଙ୍ଗଲରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଭୟଙ୍କର ଗୁଳିବିନିମୟ ଚାଲିଛି ।…