ପ୍ରଳୟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ଡିଆରଡିଓ ପକ୍ଷରୁ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ପ୍ରଳୟ’ର ବ୍ୟବହାରିକ ପରୀକ୍ଷଣ ସଫଳ । ଧାମରା ଅବଦୁଲ କଲାମ ଦ୍ବୀପରୁ ସକାଳ ୯.୫୦ରେ ପ୍ରଳୟର ପରୀକ୍ଷଣ କରାଯାଇଛି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘ପ୍ରଳୟ’ର ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କ୍ଷମତା ରହିଛି ୧୫୦ରୁ…