ବିଧାନସଭାରେ ମହେଶ୍ଵରଙ୍କ ଶେଷ ଦର୍ଶନ, ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ଵର: ବିଧାନସଭା ପରିସରରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମରଶରୀର । ସମସ୍ତ ମନ୍ତ୍ରୀ ଓ ବିଧାୟକ ସେଠାରେ ମହେଶ୍ୱରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବିଧାନସଭାରେ ମହେଶ୍ବର ମହାନ୍ତିଙ୍କୁ ଗାର୍ଡ ଅପ୍ ଅନର୍ ଦିଆଗଲା। ପରେ ତାଙ୍କ…

ଫସଲ ବୀମାରେ ଠକେଇ, ୧୪ ଅଭିଯୁକ୍ତ ଗିରଫ

ଫସଲ ବୀମାରେ ଠକେଇ । ଜମିପଟ୍ଟା ଜାଲିଆତି କରି ଠକେଇ କରିଥିବା ୧୪ ଅଭିଯୁକ୍ତ ଗିରଫ କରିଛି ବଲାଙ୍ଗିର ସାଇବର ଥାନା ପୋଲିସ । ଅସଲି ଜମିରେ ନକଲି ଚାଷୀଙ୍କ ନାଁ ଦେଇ ଫସଲ ବୀମା ଆବେଦନ କରୁଥିଲେ । କୋଟି…

ଅଚାନକ ୱେଷ୍ଟ୍‌ ବ୍ୟାଙ୍କ ପହଞ୍ଚିଲେ ବ୍ଲିଙ୍କେନ: ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ

ୱେଷ୍ଟ୍‌ ବ୍ୟାଙ୍କ: ଆମେରିକାର ବିଦେଶ ମନ୍ତ୍ରୀ ଏଣ୍ଟୋନି ବ୍ଲିଙ୍କେନ ଆଜି ଅଚାନକ ଇସ୍ରାଏଲ ଅଧିକୃତ ୱେଷ୍ଟ୍‌ ବ୍ୟାଙ୍କ ଗସ୍ତ କରି ପାଲେଷ୍ଟାଇନ ରାଷ୍ଟ୍ରପତି ମହମୁଦ ଅବ୍ବାସଙ୍କୁ ଭେଟିଛନ୍ତି। ପାଲେଷ୍ଟାଇନକୁ ନେଇ ଆମେରିକାର ଆଭିମୁଖ୍ୟରେ ହଠାତ୍‌ ଏଭଳି ପରିବର୍ତ୍ତନ ସମସ୍ତଙ୍କୁ ବିସ୍ମିତ କରିଛି।…

କାନ୍ଦି ପକାଇଲେ କଂଗ୍ରେସ ବିଧାୟକ, କହିଲେ- ବିଜେପି କରୁଛି ଫେକ୍‌ MMS

ଛତିଶଗଡ଼ରେ ଆଜି ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି । କିନ୍ତୁ ଏହା ପୂର୍ବରୁ ରାଜ୍ୟରେ ବିଜେପି ଓ କଂଗ୍ରେସ ମଧ୍ୟରେ ଆରମ୍ଭ ହେଲାଣି ଆରୋପ ପ୍ରତ୍ୟାରୋପ । ନିର୍ବାଚନ ପୂର୍ବରୁ ଭିଲାଇ ବିଧାନସଭା ଆସନ ନିମନ୍ତେ କଂଗ୍ରେସ ପ୍ରାର୍ଥୀ ଦେବେନ୍ଦ୍ର ଯାଦବଙ୍କ…

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ

ପୁରୀ/ ଭୁବନେଶ୍ବର: ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ଥିବା ଶ୍ରୀ ମହାନ୍ତିଙ୍କର  ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଛି। ନଭେମ୍ବର ପହିଲାରୁ ଭୁବନେଶ୍ବରର କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିବା…

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ବେଶ, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହି ନୀତି ପାଇଁ ୩ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ…

ବିଜେପିର ୩୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା

ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ନିଜର ସମସ୍ତ ୩୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା କରିଛି । ବିଜେପି ରାଜ୍ୟ ସଭାପତି ଦାୟିତ୍ୱ ନେବା ପରେ ମନମୋହନ ସାମଲଙ୍କ ଅନୁମୋଦନରେ ଆଜି ଏହି ଜିଲ୍ଲା ସଭାପତି ତାଲିକା ଜାରି ହୋଇଛି…

ମୋବାଇଲ ଭ୍ୟାନରେ ବିକ୍ରି ହେବ ‘ଭାରତ ଅଟା’

ନୂଆଦିଲ୍ଲୀ : ଦେଶର ପ୍ରାୟ ୮୦ କୋଟି ହିତାଧିକାରୀଙ୍କୁ ଆସନ୍ତା ୫ ବର୍ଷ ପାଇଁ ମାଗଣା ଖାଦ୍ୟଶସ୍ୟ ଯୋଗାଣ ସଂପର୍କରେ ଘୋଷଣା କରିବାର ଦୁଇଦିନ ପରେ ମୋଦୀ ସରକାର ଆଉ ଏକ ବଡ଼ ଘୋଷଣା କରିଛନ୍ତି । ସରକାର ସାରା ଦେଶରେ…

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କୁ ହତ୍ୟା କରାଯାଇ ନାହିଁ, ପାଣିରେ ବୁଡି ମୃତ୍ୟୁ ଘଟିଛି

ରାଉରକେଲା:  ରାଉରକେଲା  ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁକୁ ନେଇ ସାମ୍ନାକୁ ଆସିଲା ବଡ ଖବର । ସୁସ୍ମିତା ମିଞ୍ଜଙ୍କୁ ହତ୍ୟା କରାଯାଇ ନାହିଁ । ପାଣିରେ ବୁଡି ତାଙ୍କର ମୃତ୍ୟୁ ଘଟିଛି । ପୋଲିସ ହାତରେ ଲାଗିଥିବା ଭିସେରା ରିପୋର୍ଟ…

ଦଳରୁ ବହିଷ୍କୃତ ହେଲେ କୋରାପୁଟ ବିଜେଡି ନେତା ରଘୁରାମ ମାଛ

ଭୁବନେଶ୍ୱର:ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ବିଜେଡି ନେତା ରଘୁରାମ ମାଛଙ୍କୁ ଦଳରୁ ବହିଷ୍କୃତ କରିଛନ୍ତି । ଏ ନେଇ ସୋମବାର ଜାରି ଏକ ବିଜ୍ଞପ୍ତିରେ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି । ରଘୁରାମ ମାଛ…