ଔଷଧ ଫ୍ୟାକ୍ଟ୍ରିରେ ସିରିଜ ବିସ୍ଫୋରଣ, ୭ ମୃତ
ମୁମ୍ବାଇ : ଔଷଧ ଫ୍ୟାକ୍ଟ୍ରିରେ ସିରିଜ ବିସ୍ଫୋରଣ। ହୁତୁହୁତୁ ହୋଇ ଜଳି ଉଳି ଉଠିଲା କାରଖାନା। ମହାରାଷ୍ଟ୍ରର ରାୟଗଡ଼ ଜିଲ୍ଲାରେ ଥିବା ଏକ ଔଷଧ ଫ୍ୟାକ୍ଟ୍ରିରେ ସିରିଜ ବିସ୍ଫୋରଣ ହୋଇଛି। ଫଳରେ ସେଠାରେ ନିଆଁ ଲାଗିଯିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିବା…
ମୁମ୍ବାଇ : ଔଷଧ ଫ୍ୟାକ୍ଟ୍ରିରେ ସିରିଜ ବିସ୍ଫୋରଣ। ହୁତୁହୁତୁ ହୋଇ ଜଳି ଉଳି ଉଠିଲା କାରଖାନା। ମହାରାଷ୍ଟ୍ରର ରାୟଗଡ଼ ଜିଲ୍ଲାରେ ଥିବା ଏକ ଔଷଧ ଫ୍ୟାକ୍ଟ୍ରିରେ ସିରିଜ ବିସ୍ଫୋରଣ ହୋଇଛି। ଫଳରେ ସେଠାରେ ନିଆଁ ଲାଗିଯିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିବା…
ନୂଆଦିଲ୍ଲୀ : ଧରାପଡିଲା ଦେଶର ସବୁଠୁ ଧନୀ ଓ ବିଶିଷ୍ଟ ଉଦ୍ୟୋଗପତି ମୁକେଶ ଅମ୍ବାନିଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି। ଏହି ମାମଲାରେ ତେଲେଙ୍ଗାନାରୁ ଜଣେ ୧୯ ବର୍ଷୀୟ ଯୁବକକୁ ପୁଲିସ ଗିରଫ କରିଛି। ପୁଲିସ ଏହି ଯୁବକଙ୍କୁ କୋର୍ଟ ହାଜର…
ଗାଜା : ଥମୁନି ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ। ତୁହାକୁ ତୁହା ଗାଜା ଷ୍ଟ୍ରିପ ଉପରେ ଆକ୍ରମଣ କରି ଚାଲିଛି ଇସ୍ରାଏଲ। ହମାସ ଆତଙ୍କୀଙ୍କ ଠିକଣା ଉପରେ ଏୟାରଷ୍ଟ୍ରାଇକ୍ କରିବା ସହ ସ୍ଥଳଭାଗରୁ ମଧ୍ୟ ଆକ୍ରମଣ କରୁଛି ଇସ୍ରାଏଲ। ଗୋଟିଏ…
ନୂଆଦିଲ୍ଲୀ : ଆଉ ସପ୍ତାହେ ପରେ ପଡ଼ୁଛି ଆଲୋକର ପର୍ବ ଦୀପାବଳି। ସେଥିପାଇଁ ବିଭିନ୍ନ କଂପାନୀ ସେମାନଙ୍କ କର୍ମଚାରୀଙ୍କୁ ବୋନସ ଓ ଉପହାର ଆଦି ପ୍ରଦାନ କରୁଛନ୍ତି। ଉପହାରରେ କିଏ ଗିଫ୍ଟ ଭାଉଚର ଦେଉଛି ତ ଆଉ କିଏ ମିଠା ବା…
ରାୟପୁର : ପୁଣି ବଢ଼ିବ କେନ୍ଦ୍ରର ମାଗଣା ରାସନ ଯୋଜନା ଅବଧି। ଆହୁରି ପାଞ୍ଚ ବର୍ଷ ଯାଏଁ ମାଗଣାରେ ରାସନ ଯୋଗାଇବେ କେନ୍ଦ୍ର ସରକାର। ଏନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଯୋଜନାରେ ଦେଶର ୮୦ କୋଟି ଗରିବ…
ଲକ୍ଷ୍ନୌ: ପାକିସ୍ତାନରୁ ଭାରତ ଆସିଥିବା ସୀମା ହାଇଦର ୟୁଟ୍ୟୁବରୁ ପ୍ରଥମ ପାରିଶ୍ରମିକ ପାଇଛନ୍ତି। ପ୍ରଥମଥର ଏହି ପାରିଶ୍ରମିକ ଟଙ୍କା ପାଇବା ପରେ ସୀମା ବହୁତ ଖୁସି ହୋଇଯାଇଛନ୍ତି। ଏହି ଘଟଣାକୁ ନେଇ ସୀମା ୟୁଟ୍ୟୁବ ପରିବାରକୁ ନିଜର ଦୁଃଖ ବଖାଣିଛନ୍ତି। ସୀମା…
ନୂଆଦିଲ୍ଲୀ: ଏଇ ନିକଟରେ ୫ଟି ରାଜ୍ୟରେ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ସରକାର ୨୯ତମ ପର୍ଯ୍ୟାୟ ଇଲେକ୍ଟୋରାଲ ବଣ୍ଡ ଜାରି କରିବାକୁ ମଞ୍ଜୁରି ଦେଇଛନ୍ତି। ଫଳରେ ଆସନ୍ତା ନଭେମ୍ବର ୬ ତାରିଖରେ ୨୯ତମ ପର୍ଯ୍ୟାୟ ଇଲେକ୍ଟୋରାଲ ବଣ୍ଡ ବିକ୍ରି…
ରାୟପୁର: ଛତିଶଗଡ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ରାଜ୍ୟର ବସ୍ତର ଜିଲ୍ଲାର ଜଗଦଲପୁରରେ ଏକ ରାଲି କରିଥିଲେ। ଏଠାରେ ବିଜେପି ଉପରେ ଆକ୍ରମଣ କରି ରାହୁଲ କହିଛନ୍ତି ଯେ ବିଜେପି ନେତାମାନେ ଆଦିବାସୀଙ୍କୁ ବନବାସୀ…
ନୂଆଦିଲ୍ଲୀ: ମହାଦେବ ବେଟିଂ ଆପ୍ ଦୁର୍ନୀତିକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କୁ ଟାର୍ଗେଟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଏହି ମାମଲାରେ ଅଭିଯୁକ୍ତଙ୍କ ସହ ତାଙ୍କର କ’ଣ ସମ୍ପର୍କ ରହିଛି ତାହା କଂଗ୍ରେସ ନେତା ସ୍ପଷ୍ଟ କରନ୍ତୁ।…
ଲଣ୍ଡନ: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)ର ସୁରକ୍ଷା ଉପରେ ବ୍ରିଟେନରେ ଚାଲିଥିବା ଏକ ସମ୍ମିଳନୀରେ ଯୋଗ ଦେବା ଅବସରରେ ଟେସ୍ଲା ଏବଂ ସ୍ପେସଏକ୍ସ ସିଇଓ ଏଲନ ମସ୍କ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହିତ ବିଶେଷ ଆଲୋଚନା କରିଛନ୍ତି। ଏହି ସମୟରେ ଉଭୟଙ୍କ…