କେତେ ଚାନ୍ଦା ଆଦାୟ କରିଛନ୍ତି ରାଜନୈତିକ ଦଳ? ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଳିତ ବର୍ଷ ସେପ୍ଟେମ୍ବର ୩୦ ସୁଦ୍ଧା କେତେ ଚାନ୍ଦା ଆଦାୟ କରିଛନ୍ତି ରାଜନୈତିକ ଦଳ। ନିର୍ବାଚନ କମିଶନ ଏହାର ସମସ୍ତ ତଥ୍ୟ ଦିଅନ୍ତୁ। ଇଲେକ୍ଟୋରାଲ ବଣ୍ଡ ସ୍କିମ ମାମଲାର ଶୁଣାଣି କରି ଏଭଳି କିଛି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଇଲେକ୍ଟୋରାଲ…