November 2023

ଅପରାଧିକ ମାମଲାର ଯାଞ୍ଚ କରିପାରିବନି ସଂସଦୀୟ କମିଟି

ଅପରାଧିକ ମାମଲାର ଯାଞ୍ଚ କରିପାରିବନି ସଂସଦୀୟ ପ୍ୟାନେଲ। ଏଭଳି କିଛି ଦାବି କରି ଏଥିକ୍ସ କମିଟି ନିକଟକୁ ଚିଠି ପଠାଇଛନ୍ତି ତ୍ରୁଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରା। କ୍ୟାସ୍‌ ଫର୍‌ କ୍ୱେରୀ ମାମଲାରେ ଫଶିଥିବା ତ୍ରୁଣମୂଳ ସାଂସଦ ମହୁଆ ମୋଇତ୍ରାଙ୍କୁ ନେଇ…

୧କୋଟିରୁ ଅଧିକ ମୁଲ୍ୟର ବ୍ରାଉନସୁଗାର ଜବତ

କଟକ: ଦିନକୁ ଦିନ ରାଜ୍ୟରେ ଅବାଧ ବ୍ରାଉନ ସୁଗାର ବ୍ୟବସାୟ ବଢ଼ିଚାଲିଛି। ପୋଲିସ ଓ ଅବକାରୀ ବିଭାଗ ପ୍ରତିଦିନ ଜିଲ୍ଲାର କେଉଁଠୁ ନା କେଉଁଠୁ ଅଳ୍ପ ବହୁତ ବ୍ରାଉନ ସୁଗାର ଜବତ କରୁଥିବା ବେଳେ ଆଜି ଏସଟିଏଫକୁ ମିଳିଛି ବଡ ସଫଳତା…

ଭାରତୀୟ ବାୟୁସେନାରୁ ବିଦାୟ ନେଲା ‘MiG-21’

୬୦ ବର୍ଷ ପରେ ଭାରତୀୟ ବାୟୁସେନାରୁ ବିଦାୟ ନେଇଛି ‘MiG-21’। ପାକିସ୍ତାନକୁ ଧରାଶାୟୀ କରିଥିବା ମିଗ୍-21 ବିସନ୍ ଯୁଦ୍ଧ ବିମାନକୁ ବାୟୁସେନାରୁ ଦିଆଯାଇଛି ଅବସର। ରାଜସ୍ଥାନର ବାଡ଼ମେରସ୍ଥିତ ଉତରଲାଇ ଏୟାରବେସରୁ ଏହା ନିଜର ଶେଷ ଉଡ଼ାଣ ଭରିଛି। ପାକିସ୍ତାନକୁ ଧୂଳି ଚଟାଇଥିବା…

ଦୁଇ ପିଲାଙ୍କୁ ମାଡ ମାରି ଲହୁଲୁହାଣ କରିଥିବା ସାବତ ମା’ ସହ ବାପା ଗିରଫ

ଆଠଗଡ଼: ଦୁଇ ପୁଅଝିଅଙ୍କୁ ମାଡ ଲହୁଲୁହାଣ କରିଥିବା ସାବତ ମା’ ଓ ବାପାଙ୍କୁ ଗିରଫ କରିଛି ପୋଲିସ । କୁନି କୁନି ୨ ପୁଅ ଝିଅଙ୍କ ବାନ୍ଧି ମାଡି ମାରିଥିଲେ । ଲହୁଲୁହାଣ କରିଥିଲେ । ଏହି ଖବର ମିଡିଆ ସାମ୍ନାକୁ…

ଟ୍ରାକରୁ ଖସିଲା ସୋହେଲ୍ ଦେବ୍ ଏକ୍ସପ୍ରେସ୍

ପୁଣି ଟ୍ରାକରୁ ଖସିଲା ଟ୍ରେନ୍ । ଉତ୍ତରପ୍ରଦେଶ ପ୍ରୟାଗରାଜରେ ରେଳ ଧାରଣାରୁ ଖସିଛି ସୋହେଲ୍ ଦେବ୍ ଏକ୍ସପ୍ରେସ୍ । ଗାଜିପୁରରୁ ଆନନ୍ଦବିହାର ଅଭିମୁଖେ ଯାଉଥିବା ସୋହେଲ୍ ଦେବ ଏକ୍ସପ୍ରେସ୍ ଗତକାଲି ରାତିରେ ପ୍ରୟାଗରାଜ ଷ୍ଟେସନରୁ ଛାଡ଼ିବା ପରେ ଅଘଟଣ ଘଟିଛିା ତେବେ…

୧୦ତାରିଖ ପର୍ଯ୍ୟନ୍ତ ବଢିଲା ରାଜ୍ୟ ହସ୍ତଶିଳ୍ପ ପୁରସ୍କାର-୨୦୨୨ ପାଇଁ ଆବେଦନ ତାରିଖ

ଭୁବନେଶ୍ଵର: ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ଅଧ୍ୟକ୍ଷ ଏବଂ କାରିଗର ମାନଙ୍କ ଅନୁରୋଧ କ୍ରମେ ବଢିଲା ରାଜ୍ୟ ହସ୍ତଶିଳ୍ପ ପୁରସ୍କାର-୨୦୨୨ ପାଇଁ ଆବେଦନ ତାରିଖ । ହସ୍ତଶିଳ୍ପ କୃତିର ପ୍ରସ୍ତୁତି ନିମନ୍ତେ ପର୍ଯ୍ୟାପ୍ତ ସମୟର ଆବଶ୍ୟକତାକୁ…

ଶରଣାର୍ଥୀ ଶିବିରରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍

ଇସ୍ରାଏଲ୍ ଏବଂ ହମାସ ମଧ୍ୟରେ ଗତ ୨୫ ଦିନ ଧରି ଯୁଦ୍ଧ ଚାଲିଛି। ଗାଜା ଉପରେ ଇସ୍ରାଏଲର ଆକ୍ରମଣ ଜାରି ରହିଛି। ଗାଜାରେ ଏ ପର୍ଯ୍ୟନ୍ତ ୮୫୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇସାରିଲାଣି। ଏହାରି ଭିତରେ ଇସ୍ରାଏଲ୍ ସେନା ମଙ୍ଗଳବାର ଉତ୍ତର…

୨ ହଜାର ଟଙ୍କା ବଦଳାଇବା ପାଇଁ ଧାଡ଼ିରେ ଶ୍ରମିକ, ମୂଲିଆ: ଇଓଡବ୍ଲ୍ୟୁ ପରେ ଇଡିର ତନାଘନା

ଭୁବନେଶ୍ୱର: ଲମ୍ବାଧାଡିରେ ମୂଲିଆ ଆଉ ଶ୍ରମିକ । ହାତରେ ଟଙ୍କା ବିଡା । ଘଣ୍ଟାଘଣ୍ଟା ଧରି ଛିଡା ହୋଇଛନ୍ତି ଆରବିଆଇ ସମ୍ମୁଖରେ । ଆଜି ନୁହେଁ ଗତ କିଛି ଦିନ ହେବ ଧାଡି ଲଗାଇଛନ୍ତି ଟଙ୍କା ବଦଳେଇବା ପାଇଁ । ୨…

କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ପିଛା ଦାମ ୧୦୧.୫୦ ଟଙ୍କା ବଢ଼ିଲା

ଦୀପାବଳି ପୂର୍ବରୁ ଗ୍ୟାସ୍‌ ଉପଭୋକ୍ତାଙ୍କୁ ଲାଗିଛି ଝଟକା। ନଭେମ୍ବର ଆରମ୍ଭରୁ ଉପରମୁହାଁ ହୋଇଛି ଗ୍ୟାସ୍‌ ଦର । ଆଜିଠୁ ମହଙ୍ଗା ହେଲା କମର୍ସିଆଲ ଗ୍ୟାସ୍‌ ଦର। ନଭେମ୍ବର ପହିଲାରୁ ୧୯ କେଜି ବିଶିଷ୍ଟ କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ପିଛା ଦାମ ୧୦୧.୫୦…

ମନୋଜ ମିଶ୍ରଙ୍କୁ ବାସନ୍ଦ ପ୍ରତିବାଦ, ଝାରସୁଗୁଡାରେ ଅନୁଭବ ଏବଂ ଅରିନ୍ଦମଙ୍କ କୁଶପୁତ୍ତଳିକା ଦାହ

ଝାରସୁଗୁଡ଼ା: ଥମୁନି କଳାକାର କଳି। ପଶ୍ଚିମ ଓଡ଼ିଶାର ଅନ୍ୟତମ ଜିଲ୍ଲା ଝାରସୁଗୁଡାରେ ଆଜି ଅଭିନେତା ମନୋଜ ମିଶ୍ରଙ୍କୁ ବାସନ୍ଦ ପ୍ରତିବାଦରେ ଗାନ୍ଧୀ ମୂର୍ତ୍ତି ତଳେ ଅଭିନେତା ଅନୁଭବ ମହାନ୍ତି ଓ ଅରିନ୍ଦମ ରାୟଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି। ନିକଟରେ ସମ୍ବଲପୁରର ପ୍ରେକ୍ଷାଳୟରୁ…