IFS ସ୍ତରରେ ଅଦଳବଦଳ: ସୁଶାନ୍ତ ନନ୍ଦ ହେଲେ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ

ଭୁବନେଶ୍ୱର: ଆଇଏଫଏସ୍‌ ସ୍ତରରେ ଅଦଳବଦଳ। IFS ସୁଶାନ୍ତ ନନ୍ଦଙ୍କୁ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଦାୟିତ୍ବ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କଲେ ରାଜ୍ୟ ସରକାର। ଆଇଏଫଏସ୍ ସୁଶାନ୍ତ ନନ୍ଦଙ୍କୁ ଆଜି ମୁଖ୍ୟ ବନ ସଂରକ୍ଷକ-ବନ୍ୟପ୍ରାଣୀ (ପିସିସିଏଫ-ୱାଇଲଡ୍ ଲାଇଫ) ଏବଂ ମୁଖ୍ୟ ବନ୍ୟପ୍ରାଣୀ…

ଘର ଭିତରେ ଅଜଣା ଯୁବକର ଛୁରାମାଡ଼ରେ ନାବାଳକ ମୃତ

ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ଦିନ ଦ୍ୱିପ୍ରହର ହେଉ କିମ୍ବା ବିଳମ୍ବିତ ରାତି ହେଉ, ଅପରାଧୀମାନେ ଆତଙ୍କ ଖେଳାଇ ଚାଲିଛନ୍ତି। ଲୁଟ୍, ଛିନତାଇ, ଆକ୍ରମଣ, ହତ୍ୟା ଭଳି ଘଟଣା ଘଟାଇବାରେ ଅପରାଧୀମାନେ ପଛଘୁଞ୍ଚା ଦେଉନାହାନ୍ତି। ଅପରାଧକୁ ନେଇ ଆଜି ଏକ ଚାଞ୍ଚଲ୍ୟକର…

Jet Airwaysର ୫୩୮ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି

ବ୍ୟାଙ୍କ ଋଣ ଠକେଇ ମାମଲାରେ ଜେଟ୍‌ ଏୟାରୱେଜର ପ୍ରତିଷ୍ଠାତା ନରେଶ ଗୋୟଲ ଏବଂ ଅନ୍ୟ ୫ ଜଣଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଇଡି ଏହି ମାମଲାରେ ୫୩୮ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ଆଟାଚ୍‌…

ପିଆଜ ଦରରେ ଲାଗିଛି ନିଆଁ, ସରକାର ଶୀତଳ ଭଣ୍ଡାରରେ- କଂଗ୍ରେସ

ଭୁବନେଶ୍ୱର: ହୁହୁ ବଢୁଛି ପିଆଜ ଦର । ଗତ ଦୁଇ ସପ୍ତାହରୁ ଅଧିକ ହେବ ରାଜ୍ୟରେ ପିଆଜ ଦାମ କିଲୋ ପିଛା ୬୦ଟଙ୍କାରୁ ଅଧିକ ଦରରେ ବିକ୍ରି ହେଉଛି । ପିଆଜର ଖୁଚୁରା ଦାମ ଦୁଇ ସପ୍ତାହ ପୂର୍ବରୁ କିଲୋ ପିଛା…

ଅପରାଧିକ ମାମଲାର ଯାଞ୍ଚ କରିପାରିବନି ସଂସଦୀୟ କମିଟି

ଅପରାଧିକ ମାମଲାର ଯାଞ୍ଚ କରିପାରିବନି ସଂସଦୀୟ ପ୍ୟାନେଲ। ଏଭଳି କିଛି ଦାବି କରି ଏଥିକ୍ସ କମିଟି ନିକଟକୁ ଚିଠି ପଠାଇଛନ୍ତି ତ୍ରୁଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରା। କ୍ୟାସ୍‌ ଫର୍‌ କ୍ୱେରୀ ମାମଲାରେ ଫଶିଥିବା ତ୍ରୁଣମୂଳ ସାଂସଦ ମହୁଆ ମୋଇତ୍ରାଙ୍କୁ ନେଇ…

୧କୋଟିରୁ ଅଧିକ ମୁଲ୍ୟର ବ୍ରାଉନସୁଗାର ଜବତ

କଟକ: ଦିନକୁ ଦିନ ରାଜ୍ୟରେ ଅବାଧ ବ୍ରାଉନ ସୁଗାର ବ୍ୟବସାୟ ବଢ଼ିଚାଲିଛି। ପୋଲିସ ଓ ଅବକାରୀ ବିଭାଗ ପ୍ରତିଦିନ ଜିଲ୍ଲାର କେଉଁଠୁ ନା କେଉଁଠୁ ଅଳ୍ପ ବହୁତ ବ୍ରାଉନ ସୁଗାର ଜବତ କରୁଥିବା ବେଳେ ଆଜି ଏସଟିଏଫକୁ ମିଳିଛି ବଡ ସଫଳତା…

ଭାରତୀୟ ବାୟୁସେନାରୁ ବିଦାୟ ନେଲା ‘MiG-21’

୬୦ ବର୍ଷ ପରେ ଭାରତୀୟ ବାୟୁସେନାରୁ ବିଦାୟ ନେଇଛି ‘MiG-21’। ପାକିସ୍ତାନକୁ ଧରାଶାୟୀ କରିଥିବା ମିଗ୍-21 ବିସନ୍ ଯୁଦ୍ଧ ବିମାନକୁ ବାୟୁସେନାରୁ ଦିଆଯାଇଛି ଅବସର। ରାଜସ୍ଥାନର ବାଡ଼ମେରସ୍ଥିତ ଉତରଲାଇ ଏୟାରବେସରୁ ଏହା ନିଜର ଶେଷ ଉଡ଼ାଣ ଭରିଛି। ପାକିସ୍ତାନକୁ ଧୂଳି ଚଟାଇଥିବା…

ଦୁଇ ପିଲାଙ୍କୁ ମାଡ ମାରି ଲହୁଲୁହାଣ କରିଥିବା ସାବତ ମା’ ସହ ବାପା ଗିରଫ

ଆଠଗଡ଼: ଦୁଇ ପୁଅଝିଅଙ୍କୁ ମାଡ ଲହୁଲୁହାଣ କରିଥିବା ସାବତ ମା’ ଓ ବାପାଙ୍କୁ ଗିରଫ କରିଛି ପୋଲିସ । କୁନି କୁନି ୨ ପୁଅ ଝିଅଙ୍କ ବାନ୍ଧି ମାଡି ମାରିଥିଲେ । ଲହୁଲୁହାଣ କରିଥିଲେ । ଏହି ଖବର ମିଡିଆ ସାମ୍ନାକୁ…

ଟ୍ରାକରୁ ଖସିଲା ସୋହେଲ୍ ଦେବ୍ ଏକ୍ସପ୍ରେସ୍

ପୁଣି ଟ୍ରାକରୁ ଖସିଲା ଟ୍ରେନ୍ । ଉତ୍ତରପ୍ରଦେଶ ପ୍ରୟାଗରାଜରେ ରେଳ ଧାରଣାରୁ ଖସିଛି ସୋହେଲ୍ ଦେବ୍ ଏକ୍ସପ୍ରେସ୍ । ଗାଜିପୁରରୁ ଆନନ୍ଦବିହାର ଅଭିମୁଖେ ଯାଉଥିବା ସୋହେଲ୍ ଦେବ ଏକ୍ସପ୍ରେସ୍ ଗତକାଲି ରାତିରେ ପ୍ରୟାଗରାଜ ଷ୍ଟେସନରୁ ଛାଡ଼ିବା ପରେ ଅଘଟଣ ଘଟିଛିା ତେବେ…

୧୦ତାରିଖ ପର୍ଯ୍ୟନ୍ତ ବଢିଲା ରାଜ୍ୟ ହସ୍ତଶିଳ୍ପ ପୁରସ୍କାର-୨୦୨୨ ପାଇଁ ଆବେଦନ ତାରିଖ

ଭୁବନେଶ୍ଵର: ଓଡିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ଅଧ୍ୟକ୍ଷ ଏବଂ କାରିଗର ମାନଙ୍କ ଅନୁରୋଧ କ୍ରମେ ବଢିଲା ରାଜ୍ୟ ହସ୍ତଶିଳ୍ପ ପୁରସ୍କାର-୨୦୨୨ ପାଇଁ ଆବେଦନ ତାରିଖ । ହସ୍ତଶିଳ୍ପ କୃତିର ପ୍ରସ୍ତୁତି ନିମନ୍ତେ ପର୍ଯ୍ୟାପ୍ତ ସମୟର ଆବଶ୍ୟକତାକୁ…