ବିଜେପିର ୩୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା

ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ନିଜର ସମସ୍ତ ୩୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା କରିଛି । ବିଜେପି ରାଜ୍ୟ ସଭାପତି ଦାୟିତ୍ୱ ନେବା ପରେ ମନମୋହନ ସାମଲଙ୍କ ଅନୁମୋଦନରେ ଆଜି ଏହି ଜିଲ୍ଲା ସଭାପତି ତାଲିକା ଜାରି ହୋଇଛି…

ମୋବାଇଲ ଭ୍ୟାନରେ ବିକ୍ରି ହେବ ‘ଭାରତ ଅଟା’

ନୂଆଦିଲ୍ଲୀ : ଦେଶର ପ୍ରାୟ ୮୦ କୋଟି ହିତାଧିକାରୀଙ୍କୁ ଆସନ୍ତା ୫ ବର୍ଷ ପାଇଁ ମାଗଣା ଖାଦ୍ୟଶସ୍ୟ ଯୋଗାଣ ସଂପର୍କରେ ଘୋଷଣା କରିବାର ଦୁଇଦିନ ପରେ ମୋଦୀ ସରକାର ଆଉ ଏକ ବଡ଼ ଘୋଷଣା କରିଛନ୍ତି । ସରକାର ସାରା ଦେଶରେ…

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କୁ ହତ୍ୟା କରାଯାଇ ନାହିଁ, ପାଣିରେ ବୁଡି ମୃତ୍ୟୁ ଘଟିଛି

ରାଉରକେଲା:  ରାଉରକେଲା  ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁକୁ ନେଇ ସାମ୍ନାକୁ ଆସିଲା ବଡ ଖବର । ସୁସ୍ମିତା ମିଞ୍ଜଙ୍କୁ ହତ୍ୟା କରାଯାଇ ନାହିଁ । ପାଣିରେ ବୁଡି ତାଙ୍କର ମୃତ୍ୟୁ ଘଟିଛି । ପୋଲିସ ହାତରେ ଲାଗିଥିବା ଭିସେରା ରିପୋର୍ଟ…

ଦଳରୁ ବହିଷ୍କୃତ ହେଲେ କୋରାପୁଟ ବିଜେଡି ନେତା ରଘୁରାମ ମାଛ

ଭୁବନେଶ୍ୱର:ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ବିଜେଡି ନେତା ରଘୁରାମ ମାଛଙ୍କୁ ଦଳରୁ ବହିଷ୍କୃତ କରିଛନ୍ତି । ଏ ନେଇ ସୋମବାର ଜାରି ଏକ ବିଜ୍ଞପ୍ତିରେ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି । ରଘୁରାମ ମାଛ…

ପଞ୍ଜାବର ଆପ୍‌ ବିଧାୟକ ଜସବନ୍ତ ସିଂହ ଗଜ୍ଜନ ମାଜରାଙ୍କୁ ଉଠାଇ ନେଲା ଇଡି

ଦିଲ୍ଲୀ ପରେ ଏବେ ପଞ୍ଜାବରେ ମଧ୍ୟ ଆମ୍‌ ଆଦମୀ ପାର୍ଟି ନେତାଙ୍କ ଅଡୁଆ ବଢ଼ିଛି। ପଞ୍ଜାବର ଆପ୍‌ ବିଧାୟକ ଜସବନ୍ତ ସିଂହ ଗଜ୍ଜନ ମାଜରାଙ୍କୁ ଉଠାଇ ନେଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏକ ପୁରୁଣା ବ୍ୟାଙ୍କ କେସ୍‌ ମାମଲାରେ ଇଡି ଆଜି ଏହି…

ଗାଁ ମାଟିରେ ସହିଦ ଯବାନଙ୍କୁ ଶେଷ ସଲାମ

ପୁରୀ:ଗାଁ ଶ୍ମଶାନରେ ଶେଷ ହୋଇଛି ବୀର ଯବାନ ପ୍ରତାପ ରଞ୍ଜନ ପରିଡାଙ୍କର ଶେଷ କୃତ୍ୟ । ପୁରୀ ଜିଲ୍ଲା ଗୋପ ବ୍ଲକ ମଲ୍ଲଗାଁରେ ତାଙ୍କର ଶେଷକୃ୍ତ୍ୟ ଏକ ଶୋକାକୂଳ ପରିବେଶରେ ରାଷ୍ଟ୍ରୀୟ ମର୍ଯ୍ୟଦାର ସହ ସମ୍ପନ୍ନ ହୋଇଛି । ବୀର ଯବାନଙ୍କ…

ଦିଲ୍ଲୀରେ ଭୂକମ୍ପ ଅନୁଭୂତ

ଦୋହଲିଲା ଦେଶର ରାଜଧାନୀ ଦିଲ୍ଲୀ। ଏନ୍‌ସିଆର୍‌ରେ ଆଜି ପୁଣି ଥରେ ଭୂମିକମ୍ପ ଝଟ୍‌କା ଅନୁଭୂତ ହୋଇଛି। ତେବେ ଏଥିରେ କ'ଣ ସବୁ କ୍ଷୟକ୍ଷତି ଘଟିଛି ସେ ନେଇ କିଛି ସୂଚନା ମିଳି ନାହିଁ। ୩୦ ସେକେଣ୍ଡ ମଧ୍ୟରେ ଦିଲ୍ଲୀରେ ଦୁଇ ଥର ଭୂମିକମ୍ପ…

କନ୍ଧମାଳ, ଅନୁଗୁଳ ଓ ଗଜପତି ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। …

ବାୟୁ ପ୍ରଦୂଷିତ ହେବା ପଛରେ ହରିୟାଣା ଦାୟୀ : କେଜ୍ରିୱାଲ

ଦିଲ୍ଲୀରେ ବଢ଼ି ଚାଲିଛି ପ୍ରଦୂଷଣ ମାତ୍ରା। ରାଜଧାନୀର ଅନେକ ଅଞ୍ଚଳରେ ବାୟୁର ଗୁଣବତ୍ତା ଅତି ନିମ୍ନମାନର ରହିଛି। ଏହାରି ଭିତରେ ପ୍ରଦୂଷଣକୁ ନେଇ ଆରମ୍ଭ ହୋଇଛି ରାଜନୀତି। ସୋଶାଲ ମିଡିଆ ଜରିଆରେ ପରସ୍ପର ଉପରେ ଦୋଷ ଲଦାଲଦି ହୋଇଛନ୍ତି ବିଜେପି ଓ…

ରାଜ୍ୟରେ ଅନୁଭୂତ ହେବ ଶୀତ, ଖସିବ ପାରଦ

ଭୁବନେଶ୍ୱର: ଛାଡିଯାଇଛି ବର୍ଷା । ଆକାଶ ଏବେ ମେଘ ମୁକ୍ତ । ରାଜ୍ୟରେ ଧିରେ ଧିରେ ଆରମ୍ଭ ହେଲାଣି ଶୀତ । ଦିନକ ପରେ ରାଜ୍ୟରେ ଶୀତ ସମ୍ଭାବନା । ତଳମୁହାଁ ହେବ ପାରଦ । ଏନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ…