ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା, ରିକ୍ଟର ସ୍କେଲରେ ୬.୯ ତୀବ୍ରତା ରେକର୍ଡ

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା । ରିକ୍ଟର ସ୍କେଲରେ ୬.୯ ତୀବ୍ରତା ରେକର୍ଡ । ବର୍ତ୍ତମାନ ଯାଏଁ କୌଣସି କ୍ଷୟକ୍ଷତିରେ ସୂଚନା ନାହିଁ । ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ମୁତାବକ, ଇଣ୍ଡୋନେସିଆରେ ୬.୯ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି।…

ଲାଇନଚ୍ୟୁତ ହେଲା ଝାରସୁଗୁଡା- ସମ୍ବଲପୁର ମେମୁ ପାସେଞ୍ଜର

ସମ୍ବଲପୁର: ପୁଣି ରେଳ ଦୁର୍ଘଟଣା । ମେମୁ ଟ୍ରେନ୍‌ ଲାଇନଚ୍ୟୁତ। ଝାରସୁଗୁଡ଼ାରୁ ସମ୍ବଲପୁର ଆସୁଥିବା ବେଳେ ମେମୁ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ଟି ସରଲା ନିକଟରେ ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ଗାଈକୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି। ଟ୍ରେନର ଗୋଟିଏ…

ନଭେମ୍ବର ୯ରୁ ୧୮ ସ୍କୁଲ ବନ୍ଦ କଲେ ଦିଲ୍ଲୀ ସରକାର

ଘୋଷଣା ହେଲା ଆଗୁଆ ଶୀତ ଛୁଟି। ନଭେମ୍ବର ୯ରୁ ୧୮ ସ୍କୁଲ ବନ୍ଦ କଲେ ସରକାର। ବଢ଼ୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏଭଳି କିଛି ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର। ଅର୍ଥାତ ପିଲାଙ୍କୁ ଏବେ ଶୀତ ଦିନର ୧୦ ଦିନିଆ ଛୁଟି…

ସୁନ୍ଦରଗଡ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି…

ସାଂସଦ ମହୁଆ ମୈତ୍ରଙ୍କ ବିରୋଧରେ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକପାଳ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ରଙ୍କ ବିରୋଧରେ ଆସିଥିବା ଦୁର୍ନୀତି ଅଭିଯୋଗର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା କରିବାକୁ ଲୋକପାଳ ନିର୍ଦ୍ଦେଶ ଦେଇଛନ୍ତି। ଏ ସଂପର୍କରେ ବିଜେପି ସାଂସଦ ଦୁବେ ଏକ୍ସ ମାଧ୍ୟମରେ ଏକ ପୋଷ୍ଟ କରି ଲେଖିଛନ୍ତି…

ବଢିଲା ଜିତୁ ପଟ୍ଟନାୟକଙ୍କ ଅଡୁଆ,ବେଆଇନ ଖଣି କାରବାର ମାମଲାରେ ପ୍ରସିକ୍ୟୁସନ ଅଭିଯୋଗ ଦାୟର କଲା ଇଡି

ବଢିଲା ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଅଡୁଆ। ବେଆଇନ ଖଣି କାରବାର ମାମଲାରେ ଜିତେନ୍ଦ୍ର ପଟ୍ଟନାୟକ ଓ ମେସର୍ସ ବିଡି ପଟ୍ଟନାୟକଙ୍କ ବିରୋଧରେ ପ୍ରସିକ୍ୟୁସନ ଅଭିଯୋଗ ଦାୟର କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ପିଏମଏଲଏ ଅଧିନରେ ଇଡି ପକ୍ଷରୁ ଭୁବନେଶ୍ବରର ସ୍ବତନ୍ତ୍ର ପିଏମଏଲଏ…

ବିବାଦୀୟ ଟିପ୍ପଣୀ ପାଇଁ ବନ୍ଧା ହେଲେ କଂଗ୍ରେସ ବିଧାୟକ

ଆସାମର କଂଗ୍ରେସ ବିଧାୟକ ଅଫତାବ ଉଦ୍ଦିନ ମୋଲ୍ଲାଙ୍କୁ ଆଜି ସକାଳୁ ସକାଳୁ ଗିରଫ କରିଛି ପୁଲିସ୍‌। ସେ ହିନ୍ଦୁ ସଂପ୍ରଦାୟ ଓ ପୂଜକଙ୍କ ବିରୋଧରେ ବିବାଦୀୟ ଟିପ୍ପଣୀ କରିଥିଲେ। ଏଥିପାଇଁ ତାଙ୍କ ନାଁରେ ପୁଲିସ୍‌ ମାମଲା ରୁଜୁ କରିଥିଲା।  ଏହାକୁ ଆଧାର କରି…

ଜଗମୋହନ ମରାମତି ମାମଲା: ASIର ସତ୍ୟପାଠ ଅଗ୍ରାହ୍ୟ

କଟକ: ଶ୍ରୀମନ୍ଦିର ଜଗମୋହନ ମରାମତି ମାମଲା । ଏଏସଆଇ ତଥ୍ୟକୁ ନେଇ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ । ସତ୍ୟପାଠ ଅସମ୍ପୂର୍ଣ୍ଣ ଦର୍ଶାଇ ଅଗ୍ରାହ୍ୟ କଲେ ହାଇକୋର୍ଟ । ସତ୍ୟପାଠ ଅଗ୍ରାହ୍ୟ ପରେ ଫେରାଇନେଲେ ASI କର୍ତ୍ତୃପକ୍ଷ । ସେହିପରି ବିସ୍ତୃତ…

ଆଉ କେତେ ତଳକୁ ଖସିବ; ନୀତୀଶଙ୍କ ବୟାନକୁ ନେଇ ଏଭଳି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଜନସଂଖ୍ୟା ନିୟନ୍ତ୍ରଣ କରିବା ଲାଗି ନାରୀଶିକ୍ଷା ଉପରେ ଗୁରୁତ୍ବାରୋପ କରି ମଙ୍ଗଳବାର ଦିନ ବିଧାନସଭାରେ କହିବା ବେଳେ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଖୁବ୍‌ ଅରୁଚିକର କଥା କହିପକାଇଥିଲେ। ସଙ୍ଗମ ସମୟରେ ଜଣେ ଶିକ୍ଷିତା ନାରୀ କିଭଳି ପୁରୁଷକୁ ପ୍ରତିରୋଧ…

ଉପବାଚସ୍ପତି ପଦରୁ ରଜନୀକାନ୍ତଙ୍କ ଇସ୍ତଫା

ଭୁବନେଶ୍ୱର : ଉପ ବାଚସ୍ପତି ପଦରୁ ଇସ୍ତଫା ଦେଲେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ । ୨୪ ନିର୍ବାଚନ ପାଇଁ ବିଜେଡିରେ ବଡ଼ ଦାୟିତ୍ବ ମିଳିବା ନେଇ ଚର୍ଚ୍ଚା ଜୋର ଧରିଛି । ରଜନୀକାନ୍ତ ସିଂ ଚାରି ଚାରିଥରର ବିଧାୟକ ହୋଇଛନ୍ତି…