ଚାକିରି କରାଇଦେବା ନାଁରେ ଠକେଇ ଅଭିଯୋଗ, ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଚାକିରି କରାଇଦେବା ନାଁରେ ବଡ଼ଧରଣର ଠକେଇ ଅଭିଯୋଗ ଆସିଛି। ଜଣେ ପୂର୍ବତନ ମନ୍ତ୍ରୀଙ୍କ ସଂପର୍କୀୟ ବୋଲି ପରିଚୟ ଦେଇ ଅଭିଯୁକ୍ତମାନେ ଲକ୍ଷାଧିକ ଟଙ୍କା ଠ‌କିଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କୁ କଟକ ସାଇବର ଥାନା ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା…

ସରକାରୀ ଯୋଜନାରେ ଦଳୀୟ ଚିହ୍ନ ବ୍ୟବହାର କରାଯିବା ପ୍ରସଙ୍ଗ: ବର୍ଷିଲା ବିଜେପି, ଜବାବ୍ ରଖିଲା ବିଜେଡି

ଭୁବନେଶ୍ୱର: ସରକାରୀ ଯୋଜନାରେ ବିଜେଡି ଦଳୀୟ ଚିହ୍ନ ବ୍ୟବହାର କରାଯିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି। ଅକ୍ଟୋବର ୧୦ରୁ ମାସାଧିକ କାଳ ଦଳୀୟ ଚିହ୍ନ ଶଙ୍ଖକୁ ସରକାରୀ ଯୋଜନା ପ୍ରଚାର ପାଇଁ ବ୍ୟବହାର କରୁଛି ବିଜେଡି ସରକାର। ଏହାଦ୍ବାରା…

ମିଚେଲ ମାର୍ଶଙ୍କ ଅପରାଜିତ ୧୭୭, ହାରିଲା ବାଂଲାଦେଶ

ବିଶ୍ୱକପର ଶେଷ ଗ୍ରୁପ ମ୍ୟାଚ୍‌ରେ ଗର୍ଜିଛି ଅଷ୍ଟ୍ରେଲୀୟ ବ୍ୟାଟର ମିଚେଲ ମାର୍ଶଙ୍କ ବ୍ୟାଟ। ମାର୍ଶଙ୍କ ୧୩୨ ବଲରେ ଅପରାଜିତ ୧୭୭ ରନ ବଳରେ ୮ ୱିକେଟରେ ବାଂଲାଦେଶକୁ ମାତ ଦେଇଛି ଅଷ୍ଟ୍ରେଲିଆ। ବିଜୟ ସହ ବିଶ୍ୱକପ ଅଭିଯାନ ଶେଷ କରିବାକୁ ବାଂଲାଦେଶ ଆଶା…

ନକଲି ସାର୍ଟିଫିକେଟ ଦର୍ଶାଇ ଚାକିରି କରୁଥିବା ବିଜ୍ଞାନ ଶିକ୍ଷକ ଗିରଫ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାରେ ପୁଣି ନକଲି ପ୍ରମାଣପତ୍ର ଦେଇ ଚାକିରି କରିଥିବା ଆଉ ଜଣେ ସ୍କୁଲ ଶିକ୍ଷକଙ୍କୁ ଗିରଫ କରାଯାଇଛି । ଗିରଫ ଶିକ୍ଷକ ହେଲେ ଭକ୍ତ କୁମାର ସେଠ । ସେ ବିଜ୍ଞାନ ଶିକ୍ଷକ ଭାବେ ଅଗଷ୍ଟ ୨୦୨୨ ମସିହାରେ…

ବରଗଡ଼ ଜିଲ୍ଲାରେ ଆୟୋଜିତ ହେବ ଜାତୀୟସ୍ତରୀୟ ହସ୍ତତନ୍ତ ସମ୍ମିଳନୀ

ଭୁବନେଶ୍ବର : ପଶ୍ଚିମ ଓଡିଶାର କୋଣ ଅନୁକୋଣରେ ଥିବା ହସ୍ତତନ୍ତ ଶିଳ୍ପ ତଥା ବୁଣାକାରଙ୍କୁ ମିଳିବ ଜାତୀୟସ୍ତରରେ ବାଣିଜ୍ୟିକ ଲୋକପ୍ରିୟତା । ସ୍ଥାନୀୟ ଅର୍ଥନୀତି ତଥା ବଜାର ସୃଷ୍ଟିକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ନୂଆ ବର୍ଷରେ ବରଗଡ ଜିଲ୍ଲାରେ ଆୟୋଜିତ ହେବ ଜାତୀୟସ୍ତରୀୟ…

ଝୁଲନ୍ତା ଅବସ୍ଥାରେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ଉଦ୍ଧାର

ସୋର : ମୋବାଇଲ ଆଜିର ସମୟରେ ମୋବାଇଲ ଯୁବପୀଢିଙ୍କୁ ବିପଦଗାମୀ କରୁଛି । ଆଜି ମଧ୍ୟ ସେମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ସୋର ଥାନା ଅରଡା ଗାଁରେ । ଅନଲାଇନ୍ ଗେମ ଯୋଗୁଁ ଜଣେ ଛାତ୍ରର ଜୀବନ ଯାଇଛି…

ମୁଖ୍ୟମନ୍ତ୍ରୀଙ୍କ ଭିଜନକୁ କାର୍ଯ୍ୟକାରୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ପାଣ୍ଡିଆନ ସାର : ପ୍ରଣବ ପ୍ରକାଶ ଦାସ

ନବୀନ ଓଡ଼ିଶା ଓ ଫାଇଭ-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଡିସାଇପଲ । ଯାହା ଜଣେ ପୁଅ କରିପାରିବ ନାହିଁ,ତାହା ଜଣେ ଡିସାଇପଲ କରିପାରିବ। ଏହା କହିଛନ୍ତି ଯାଜପୁର ବିଧାୟକ ତଥା ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ…

ଏଣିକି ଜାତୀୟ ରାଜପଥରେ ଯିବାବେଳେ ମିଳିବ ପର୍ଯ୍ୟାପ୍ତ ପରିମାଣର ଇଣ୍ଟରନେଟ

ନୂଆଦିଲ୍ଲୀ: ଏଣିକି ଜାତୀୟ ରାଜପଥରେ ଆପଣ ଯାଉଥିଲେ ଅସୀମିତ ସ୍ପିଡ଼ ଇଣ୍ଟରନେଟ ପାଇପାରିବେ | କଥାଟି ଶୁଣିବାକୁ ଅଜବ ଲାଗୁଥିଲେ ବି ଏକଥା ଏକଦମ ସତ | ନ୍ୟାସନାଲ ହାଇୱେ ଅଥରିଟି ଅଫ୍ ଇଣ୍ଡିଆ ବା ଏନଏଚଆଇ ଦେଶରେ ୧୦୦୦୦ କିଲୋମିଟର…

ଯାତ୍ରୀବାହୀ ବସରେ ବାଣ ନେଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ: ଡେପୁଟି ଫାୟାର ଅଫିସର

ଭୁବନେଶ୍ୱର: କୋଲକାତାରୁ ଓଡ଼ିଶା ଆସୁଥିବା ବସରେ ଗତ ରାତିରେ ଘଟିଥିବା ଅଗ୍ନିକାଣ୍ଡ ଘଟଣା ପରେ ଚେତିଛନ୍ତି ଓଡ଼ିଶାର ଅଗ୍ନିଶମ ବିଭାଗ ଓ ପରିବହନ ବିଭାଗ । ଯାତ୍ରୀବାହୀ ବସରେ ବାଣ ନେଉଥିଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ଖାଲି ବସରେ ନୁହେଁ…

ମଧ୍ୟପ୍ରଦେଶ ନିର୍ବାଚନ ପାଇଁ ବିଜେପି ଜାରି କଲା ଘୋଷଣାପତ୍ର

ଭୋପାଳ : ଆସନ୍ତା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ନଭେମ୍ବର ୧୧ତାରିଖରେ ନିଜର ଇସ୍ତାହାର ଜାରି କରିଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କୁଶାଭାଉ ଠାକରେ ଅଡିଟୋରିୟମରେ ‘ମୋଦିଙ୍କ ଗ୍ୟାରେଣ୍ଟି, ବିଜେପିର ଭରସା’ ଶୀର୍ଷକ…