November 19, 2023

ଅଷ୍ଟ୍ରେଲିଆ ବିଶ୍ବ ଚାମ୍ପିଅନ, ୬ ଓ୍ବିକେଟରେ ହାରିଲା ଭାରତ

ଅହମଦାବାଦ : ଅହମଦାବାଦ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଚାଲିଥିବା ଆଇସିସି ବିଶ୍ବକପ ଫାଇନାଲରେ ଭାରତକୁ ୬ ଓ୍ବିକେଟରେ ପରାସ୍ତ କରି ବିଶ୍ବ ଚାମ୍ପିଅନ ହୋଇଛି ଅଷ୍ଟ୍ରେଲିଆ । ବ୍ୟାଟିଂ, ବୋଲିଂ ଓ ଫିଲଡିଂ ସବୁ ବିଭାଗରେ ଭାରତଠାରୁ ଉନ୍ନତ ଖେଳି ୬ଷ୍ଠ…

ବୁଣାକାରଙ୍କୁ ମିଳିବ ୧.୩୦ ଲକ୍ଷ ଟଙ୍କାର ଅନୁଦାନ, ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଲା ମହାସଂଘ

ଭୁବନେଶ୍ୱର : ରାଜ୍ୟର ବୁଣାକାର ଏବଂ ଆନୁଷଙ୍ଗିକ କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କର ବଡ଼ ସମସ୍ୟା ଦୂର କରିଛନ୍ତି ରାଜ୍ୟ ସରକାର। ଇନ୍ଦିରା ଆବାସ ଯୋଜନା/ବିଜୁ ପକ୍କା ଘର/ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ବୁଣାକାରଙ୍କୁ ନିଜ ବାସଗୃହ ପାଖରେ କର୍ମସ୍ଥଳ ଅବା ତନ୍ତଶାଳା…

ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ

ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ହିଂଜିଳି ଥାନା ନରେନ୍ଦ୍ରପୁର ପଞ୍ଚାୟତର କୀର୍ତ୍ତିପୁର ଗାଁରେ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗାଁର ନରସୁ ପଲାଇଙ୍କ ଦୁଇ ନାତୁଣୀ ରୋଶନୀ ରାଉତ (୭) ଓ ସନ୍ଧ୍ୟା ରାଉତ…

ରାୟଗଡ଼ାରେ ଡିସେମ୍ବର ୨୦ରୁ ଧାନ ମଣ୍ଡି ଆରମ୍ଭ

ରାୟଗଡା: ରାୟଗଡାସ୍ଥିତ ଡିଆରଡିଏ ସଭାଗୃହରେ ଚଳିତ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ତଥା ଆଇନ…

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଉଦଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ଵର; ଆସନ୍ତାକାଲି ଓଡିଶା ଆସୁଛନ୍ତି ମହାମହିମ । ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି । ଏହି ଅବସରରରେ ସେ ନିଜ ଜିଲ୍ଲାରେ କୁଳିଅଣା ଠାରେ ଏକ ନୂତନ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଉଦଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ମାନ୍ୟବର…

ପାକିସ୍ତାନକୁ ସୈନ୍ୟ ସହାୟତା ତୁରନ୍ତ ବନ୍ଦ କରାଯାଉ, ଆମେରିକା ସାଂସଦଙ୍କ ଅପିଲ୍‌

ନୂଆଦିଲ୍ଲୀ: ପାକିସ୍ତାନକୁ ତୁରନ୍ତି ସୈନ୍ୟ ସହାୟତା ବନ୍ଦ କରାଯାଉ। ଏଭଳି କିଛି ଅପିଲ୍ କରି ବିଦେଶ ମନ୍ତ୍ରୀ ଆଣ୍ଟୋନୀ ବ୍ଲିଙ୍କନ୍‌ଙ୍କୁ ଚିଠି ଲେଖିଛନ୍ତି ଆମେରିକାର ୧୧ ସାଂସଦ। ସେମାନେ ପାକିସ୍ତାନର କାରନାମା ଏବଂ ରାଜନୀତିକ ଭବିଷ୍ୟତକୁ ନେଇ ଆଶଙ୍କା କରି ଏଭଳି…

ଓଡ଼ିଶା ଜଳବିଜ୍ଞାନ ତଥ୍ୟ କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ଜଳସମ୍ପଦ ବିଭାଗରେ ଓଡ଼ିଶା ଜଳବିଜ୍ଞାନ ତଥ୍ୟ କେନ୍ଦ୍ର(ହାଇଡ୍ରୋଲୋଜିକାଲ୍‌ ଡାଟା ସେଣ୍ଟର୍‌)ର ଉଦ୍‌ଘାଟନ କରିଛନ୍ତି। ଏହି କେନ୍ଦ୍ରରେ ଜଳସଂପଦର ସୁପରିଚାଳନା ପାଇଁ ପାଣିପାଗଜନିତ ତଥ୍ୟର ବୈଜ୍ଞାନିକ ବିଶ୍ଳେଷଣ କରାଯିବ। ବର୍ଷା, ନଦୀ ଜଳ ଓ…

ମନ୍ଦିରରେ ଫାଟିଲା ହିଲିୟମ ବେଲୁନ, ୨୫ ନାବାଳିକା ଆହତ

ଗୁଜରାଟର ମେହସାଣା ଜିଲ୍ଲାର ଏକ ଗାଁରେ ଧାର୍ମିକ କାର୍ଯ୍ୟକ୍ରମ ସମୟରେ ମନ୍ଦିରରେ ବେଲୁନ୍‌ ଫୁଟିବା ଅଘଟଣ ଯୋଗୁଁ ୨୫ ନାବାଳିକା ପୋଡିଯାଇଛନ୍ତି । କାର୍ଯ୍ୟକ୍ରମରେ ଲାଗିଥିବା ହିଲିୟମ ବେଲୁନ ଫୁଟିବା ଯୋଗୁଁ ୧୦ରୁ ୧୫ ବର୍ଷର ନାବାଳିକା ୨୫ ଜଣ ଆହତ…

ଆସନ୍ତା ୨ ଦିନ ଭିତରେ ପୁଣି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା

ଭୁବନେଶ୍ୱର: ଆସନ୍ତାକାଲିଠୁ ବଦଳିବ ରାଜ୍ୟର ପାଣିପାଗ। ୨ ଦିନ ଭିତରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ପଶ୍ଚିମ-ଝଡ ଏବଂ ପୂର୍ବାଳୀ ତରଙ୍ଗାୟିତ ବାୟୁ ପ୍ରବାହ ପ୍ରଭାବରେ ଆସନ୍ତା ଦୁଇ…

ଜାବାଲିଆ ରିଲିଫ୍‌ ଶିବିରରେ ବୋମାମାଡ଼, ୫୦ ମୃତ

ଗାଜା: ଇସ୍ରାଏଲ-ହମାସ୍‌ ଯୁଦ୍ଧ ଦିନକୁ ଦିନ ତୀବ୍ର ହେଉଥିବା ବେଳେ ଯୁଦ୍ଧବିରତି ପାଇଁ ବିଭିନ୍ନ ରାଷ୍ଟ୍ର ଓ ଜାତିସଂଘର ପ୍ରସ୍ତାବକୁ ଇସ୍ରାଏଲ ପ୍ରତ୍ୟାଖ୍ୟାନ କରିଚାଲିଛି। ଇସ୍ରାଏଲ ଆଜି ପୁଣି ଉତ୍ତରା ଗାଜାରେ ଜାତିସଂଘ ପରିଚାଳିତ ଜାବାଲିଆ ରିଲିଫ୍‌ ଶିବିର ଉପରେ ବୋମାମାଡ଼…