ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୫୦ କୋଟି ମଞ୍ଜୁର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପଟି ହେଉଛି– ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ।…

ରାଜ୍ୟସ୍ତରୀୟ ମହାନ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଅବସରରେ ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ମହାନ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ପାଳନ ଅବସରରେ ଆଜି ସକାଳେ ଏଜି ଛକସ୍ଥିତ ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ…

ଡିସେମ୍ବର ୨୬ରେ ପ୍ରତାପ ଜେନାଙ୍କ ପରବର୍ତ୍ତୀ ଶୁଣାଣି

ସାଲେପୁର : ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ହାଇକୋର୍ଟ ହସ୍ତକ୍ଷେପ କରିବା ପରେ ସାଲେପୁର ଜେଏମ୍‌ଏଫ୍‌ସି(ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ) ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଶୁଣାଣି ଘୁଞ୍ଚାଇ ଦେଇଛନ୍ତି। ଡିସେମ୍ବର ୨୬ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି…

ବିଧାନସଭା ଶୀତ ଅଧିବେଶନ ଲାଗି କଡ଼ା ସୁରକ୍ଷା

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଥିବା ବିଧାନସଭା ଶୀତ ଅଧିବେଶନ ଡିସେମ୍ବର ୩୦ ତାରିଖ ଯାଏ ଚାଲିବ। ଅଧିବେଶନ ସମୟରେ ବିଭିନ୍ନ ସଂଗଠନ, ରାଜନୈତିକ ଦଳ, ସଂସ୍ଥା ପକ୍ଷରୁ ପ୍ରତିବାଦ ସଭା, ଧାରଣା, ବିକ୍ଷୋଭ ପ୍ରଦର୍ଶନ ହେବାର ଆଶଙ୍କା ରହିଛି। ଅଧିବେଶନ ସମୟରେ…

ଉପବାଚସ୍ପତି ଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ସାଲୁଗା ପ୍ରଧାନ

ଭୁବନେଶ୍ବର: ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ହେଲେ ନୂଆ ଉପବାଚସ୍ପତି। ଉପବାଚସ୍ପତି ଭାବେ ସେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ଭାବେ ସାଲୁଗା ପ୍ରଧାନଙ୍କ ନାମ ପ୍ରସ୍ତାବ ରଖିଥିଲେ। ଏହାକୁ ବିଜେପିର ମୁଖ୍ୟ ସଚେତକ ମୋହନ ମାଝୀ…

ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ

ଭୁବନେଶ୍ବର: ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି, ପୂର୍ବତନ ଉପ ମନ୍ତ୍ରୀ ସରସ୍ବତୀ ପ୍ରଧାନ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଅଜୟ କୁମାର ଜେନା, ପୂର୍ବତନ…

୫ ବର୍ଷ ମଧ୍ୟରେ ୪୩୦ଟି ହାତୀଙ୍କ ମୃତ୍ୟୁ, ୨୩୫୨ ଅନ୍ୟାନ୍ୟ ବନ୍ୟଜନ୍ତୁଙ୍କର ଯାଇଛି ଜୀବନ

ଭୁବନେଶ୍ବର: ବିଗତ ୫ ବର୍ଷ ମଧ୍ୟରେ ୪୩୦ଟି ହାତୀ ମୃତ୍ୟୁବରଣ କରିଛନ୍ତି। ଏହାଛଡ଼ା ୪ଟି ମହାବଳ ବାଘ, ୩୧ଟି କଲରାପତରିଆ ବାଘଙ୍କର ମୃତ୍ୟୁ ହୋଇଥିବା ବେଳେ ୨୩୫୨ ଗୋଟି ଅନ୍ୟାନ୍ୟ ବନ୍ୟଜନ୍ତୁଙ୍କର ବି ଜୀବନ ଯାଇଛି। ସୁନ୍ଦରଗଡ଼ ବିଜେପି ବିଧାୟିକା କୁସୁମ…

ବୈଷୟିକ ଉନ୍ନତି ସମୟରେ ଆମେ ଆମର ପାରମ୍ପରିକ ମୂଲ୍ୟବୋଧକୁ ଭୁଲିବା ଉଚିତ ନୁହେଁ: ରାଷ୍ଟ୍ରପତି

ସମ୍ବଲପୁର: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ୧୫ତମ ବାର୍ଷିକ ସମାବର୍ତ୍ତନ ଉତ୍ସବକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ବୈଷୟିକ ଉନ୍ନତିକୁ ଗ୍ରହଣ କରିବା ସମୟରେ ଆମେ ଆମର ପାରମ୍ପରିକ ମୂଲ୍ୟବୋଧକୁ…

ଭଦ୍ରକ ପୁରୁଣାବଜାରରେ ବିପୁଳ ପରିମାଣର ଜର୍ଦ୍ଦା ଜବତ

ଭଦ୍ରକ: ଭଦ୍ରକ ସହରରେ ଦୀର୍ଘଦିନ ହେବେ ପୁରୁଣାବଜାର ଅଂଚଳ ନକଲି ଜର୍ଦାର ହବ ପାଲଟିଛି। ନକଲି ଜର୍ଦ୍ଦାକୁ ଯେତେଥର ପୁଲିସ ଜବତ କରୁଛି। ଅଧିକ ଲୋକ ଏଇ ବେଆଇନ କାର୍ଯ୍ୟରେ ସଂପୃକ୍ତ ରହିଛନ୍ତି। ଏହି ବେଆଇନ କାର୍ଯ୍ୟରେ କିନ୍ତୁ ମୂଳ ପ୍ରଚ୍ଛଦ…

ଦାମପାହାଡ଼ ରେଳ ଷ୍ଟେସନରୁ ୩ଟି ନୂଆ ଟ୍ରେନର ଶୁଭାରମ୍ଭ କଲେ ରାଷ୍ଟ୍ରପତି

ରାଇରଂଗପୁର/ଭୁବନେଶ୍ବର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (ନଭେମ୍ବର ୨୧, ୨୦୨୩ରେ) ବାଦାମପାହାଡ଼ ରେଳ ଷ୍ଟେସନରୁ ତିନୋଟି ନୂଆ ଟ୍ରେନ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ, ବାଦାମପାହାଡ଼- ରାଉରକେଲା ସାପ୍ତାହିକ ଏକ୍ସପ୍ରେସ୍;…