ଚଳଚଞ୍ଚଳ ଧବଳେଶ୍ୱର ପୀଠ, ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି ବାବା
କଟକ : ଆଜି ପହିଲି ପଞ୍ଚୁକ, ଆସନ୍ତା ଶନିବାର ବଡ଼ ଓଷା। ପଞ୍ଚକ ପାଇଁବେଶ୍ ଚଳଚଞ୍ଚଳ ହୋଇଉଠିଛି ଧବଳେଶ୍ୱର ପୀଠ । ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ୱାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇଥିଲା। ଏହାପରେ…
କଟକ : ଆଜି ପହିଲି ପଞ୍ଚୁକ, ଆସନ୍ତା ଶନିବାର ବଡ଼ ଓଷା। ପଞ୍ଚକ ପାଇଁବେଶ୍ ଚଳଚଞ୍ଚଳ ହୋଇଉଠିଛି ଧବଳେଶ୍ୱର ପୀଠ । ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ୱାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇଥିଲା। ଏହାପରେ…
ରାୟଗଡ଼ା: ରାୟଗଡା ସହରରେ ଥିବା ଏକ ଘରୋଇ ସ୍କୁଲରେ ଆଜି ଅଘଟଣ ଘଟିଛି। ବାରିଝୋଲା ନିକଟସ୍ଥ ଶ୍ରୀ ଚୈତନ୍ୟ ଟେକ୍ନୋ ସ୍କୁଲରେ ଶିକ୍ଷାଦାନ ଚାଲିଥିବା ସମୟରେ ହଠାତ୍ ପ୍ରଥମ ମହଲାରୁ ତଳକୁ ଖସି ପଡ଼ି ଦଶମ ଶ୍ରେଣୀର ଜଣେ ଛାତ୍ରୀ ଗୁରୁତର…
ଭୁବନେଶ୍ୱର : ରାଜ୍ୟର ୭୯୯୮ ପଞ୍ଚାୟତରେ ୮୦୯୯ ହାଇସ୍କୁଲ ରହିଛି। ତେବେ ୪୨୬ ପଞ୍ଚାୟତରେ କୌଣସି ହାଇସ୍କୁଲ ନାହିଁ। ସେହି ପଞ୍ଚାୟତର ପିଲାମାନେ ନିକଟସ୍ଥ ପଞ୍ଚାୟତରେ ଥିବା ହାଇସ୍କୁଲରେ ପଢୁଛନ୍ତି। ବିଜେଡି ସଭ୍ୟ ଭୂପିନ୍ଦର ସିଂଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ…
କଟକ : ତାଳଦଣ୍ଡା କେନାଲରେ ପାଣି ନ ଥିବାରୁ ବିଦ୍ୟାଧରପୁରର ପ୍ରସିଦ୍ଧ ବଡ଼କାଳୀ, ସାନକାଳୀ ଓ ଦକ୍ଷିଣକାଳୀ ମୂର୍ତ୍ତି ବିସର୍ଜନ ପୂର୍ବରୁ ଘାଟକୂଳରେ ରଖାଯାଇଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ୨ ଘଣ୍ଟାର ଅପେକ୍ଷା ପରେ ତାଳଦଣ୍ଡା କେନାଲରେ…
କଟକ,୨୩ା୧୧: କଳା, ସଂସ୍କୃତି, ଐତିହ୍ୟ, ବାଣିଜ୍ୟର ଗନ୍ତାଘର ହେଉଛି କଟକ ବାଲିଯାତ୍ରା। ଦୀର୍ଘବର୍ଷ ଧରି ଚାଲି ଆସୁଥିବା ଏହି ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ନ ମିଳିବାରୁ ମେୟର ସୁବାସ ସିଂହ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଏନେଇ ଆୟୋଜିତ ଏକ…
ଭୁବନେଶ୍ବର : ଅଶାନ୍ତ ହୋଇ ଉଠିଛି ବିଜେବି କଲେଜ । ତାତିଛନ୍ତି ଛାତ୍ରଛାତ୍ରୀ। ପୁଲିସ୍ର ଦବଙ୍ଗଗିରିକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛନ୍ତି ଶତାଧିକ ଛାତ୍ରଛାତ୍ରୀ। ଫଳରେ ବିଜେବି କଲେଜ ସମ୍ମୁଖରେ ଆଜି ଉତ୍ତ୍ୟକ୍ତ ଛାତ୍ରଛାତ୍ରୀଙ୍କ ଗର୍ଜନ ଶୁଣିବାକୁ ମିଳିଛି। ଏହି ଉତ୍ତେଜନାର…
ପୁରୀ: ଆଜି ଖାଦ୍ୟ ଶସ୍ୟ ଉତ୍ପାଦନରେ ଓଡ଼ିଶା ଏକ ବଳକା ରାଜ୍ୟ। ଓଡ଼ିଶା ଆଜି ୧୨ଟି ରାଜ୍ୟକୁ ୨୪ ଲକ୍ଷ ଟନ୍ ଚାଉଳ ଯୋଗାଉଛି। ଏହା ଚାଷୀମାନଙ୍କ ନିଷ୍ଠା ଓ ପରିଶ୍ରମର ଫଳ ବୋଲି କହିଛନ୍ତି କୃଷି, ମତ୍ସ୍ୟ ଓ ପ୍ରାଣୀ…
ଭୁବନେଶ୍ୱର: ରାଜ୍ୟରେ ନିର୍ମାଣଧୀନ ବୃହତ ଓ ମଧ୍ୟମ ଜଳସେଚନ ପ୍ରକଳ୍ପର ସ୍ଥିତିକୁ ବିଧାନସଭାରେ ଆସିଲା ସାଙ୍ଘାତିକ ଉତ୍ତର । ଲୋୟର ସୁକେତଲ ପ୍ରକଳ୍ପ ୧୯୯୭ ମସିହା ଆରମ୍ଭ ହୋଇଥିବାବେଳେ ପ୍ରକଳ୍ପ ଲାଗି ବ୍ୟୟ ବରାଦ ଥିଲା ୨୧୭ କୋଟି । ବର୍ତ୍ତମାନ…
ଭୁବନେଶ୍ୱର: ସରକାରୀ ଖାତାରେ ଦାଦନ ସଂଖ୍ୟା ୪୦ ହଜାର ୮୮ । ବିଧାନସଭାରେ ଉତ୍ତର ରଖି ଏହି ତଥ୍ୟ ଦେଇଛନ୍ତି ଶ୍ରମ ମନ୍ତ୍ରୀ। ରାଜ୍ୟରୁ ୪୦ ହଜାର ୮୮ ଜଣ ଶ୍ରମିକ ଅନ୍ୟ ରାଜ୍ୟରେ କାମ କରିବାକୁ ଯାଉଛନ୍ତି। ଲାଇସେନ୍ସ ପ୍ରାପ୍ତ…
ଭୁବନେଶ୍ବର: ରାଜ୍ୟରେ ଆଦିବାସୀମାନେ ବଞ୍ଚିତ ଆଉ ଅବହେଳିତ ଅବସ୍ଥାରେ ଅଛନ୍ତି। ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଗୁରୁବାର ଏହା କହିଛନ୍ତି। ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବା ସମୟରେ ୧୯୮୦ ମସିହା ପୂର୍ବରୁ ସବୁ ଆଦିବାସୀ ଗାଁଗୁଡ଼ିକ ରାଜସ୍ବ ଗ୍ରାମରେ ପରିଣତ…