ଟନେଲରେ ଫସିଥିବା ଶ୍ରମିକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ର
ଉତ୍ତରାଖଣ୍ଡର ଉତ୍ତରକାଶୀ ଟନେଲରେ ୪୧ ଜଣ ଶ୍ରମିକ ୧୬ ଦିନ ହେଲା ଫସି ରହିଛନ୍ତି। ସେମାନଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ପ୍ରୟାସ ଚାଲିଥିଲେ ମଧ୍ୟ ଏଯାଏ ସଫଳତା ମିଳିନାହିଁ। ପ୍ରତିଦିନ ଉଦ୍ଧାରକାରୀ ଟିମ ନୂଆ ନୂଆ ଚ୍ୟାଲେଞ୍ଜର ସମ୍ମୁଖୀନ ମଧ୍ୟ ହେଉଛନ୍ତି।…