ଉତ୍ତରକାଶୀର ସିଲକ୍ୟାରା ସୁଡ଼ଙ୍ଗରୁ ବାହାରିଲେ ସମସ୍ତ ୪୧ ଶ୍ରମିକ

ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା । ଦେଶବାସୀଙ୍କ ପ୍ରାର୍ଥନା ଶୁଣିଛନ୍ତି ଭଗବାନ୍ । ଭଗବାନ ଓ ବିଜ୍ଞାନର କରାମତିରେ ଜିତିପାରିଛି ଜୀବନ । ଶେଷରେ ଅନ୍ଧାର ଗମ୍ଭୀରା ଟନେଲ ଭିତରୁ ବାହାରିଛନ୍ତି ଶ୍ରମିକମାନେ । ଦୀର୍ଘ ୧୭ ଦିନର ପରିଶ୍ରମ ପରେ…

ସମ୍ଭାବ୍ୟ ବାତ୍ୟା ‘ମିଚାଉଙ୍ଗ୍‌’: ମତ୍ସ୍ୟଜୀବୀଙ୍କୁ ଆସନ୍ତା ୧ ରୁ ସମୁଦ୍ର ଯିବାକୁ ମନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଉପରେ ଆଇଏମଡିର ପୂର୍ବାନୁମାନ ପରେ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) ଓଡିଶା ଉପକୂଳରେ ଥିବା ମତ୍ସ୍ୟଜୀବୀଙ୍କ ପାଇଁ ହାଇ ଆଲର୍ଟ ଜାରି କରିଛି। ଏସଆରସି କହିବା ଅନୁସାରେ ବାତ୍ୟା ମିଚାଉଙ୍ଗ୍‌ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ…

ଚୀନର ନୂଆ ଭାଇରସ, ଭୟଭୀତ ନହେବାକୁ ପରାମର୍ଶ

କୋଭିଡ୍ ପରେ ଏବେ ଚୀନର ଆଉ ଏକ ଭାଇରସ୍ ‘ଏଚ୯ଏନ୨’କୁ ନେଇ ଗଣମାଧ୍ୟମରେ ଆଶଙ୍କା ଲାଗି ରହିବାରୁ ମୁହଁ ଖୋଲିଛନ୍ତି ରାଜ୍ୟ ସରକାର। ଚୀନର ଏହି ଭାଇରସକୁ ନେଇ କୌଣସି ଭୟଭୀତ ହେବାର ନାହିଁ ବୋଲି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ…

ଗିରଫ ହେଲେ ବୈପାରୀଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀ

ଗିରଫ ହେଲେ ବୈପାରୀଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀ । ଦୁଇ ଦିନ ହେଲା ଥାନା ବାବୁଙ୍କ ଘରେ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ । ୩୭ ଲକ୍ଷ ୨୭ ହଜାର ନଗଦ ଟଙ୍କା ଜବତ ହୋଇଛି । ଗତକାଲିଠୁ ଆଇଆଇସି…

ଆଲୋଚନା ପରେ ଆନ୍ଦୋଳନରୁ ଓହରିଲେ ସନ୍‌ଲିସା

ଭୁବନେଶ୍ୱର: ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଦାବି ଯୁକ୍ତିଯୁକ୍ତ। ରାଜ୍ୟ ସରକାରଙ୍କ ସହ କଳାକାର, ନିର୍ଦ୍ଦେଶକ, ପ୍ରଯୋଜକ ଆଲୋଚନା କରିବା ବେଳେ ଦାବିକୁ ସ୍ବୀକାର କରିଛନ୍ତି ଶିଳ୍ପ ସଚିବ। ଏହାପରେ ମଙ୍ଗଳବାର ଫିଲ୍ମ ନିର୍ମାତା ସାନଲିସା ପଟେଲ ଅନିର୍ଦ୍ଦିଷ୍ଟ କାଳ ପାଇଁ ଯେଉଁ…

ସେତେ ଗୁରୁତର ରୋଗ ହୋଇନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମନି ଲଣ୍ଡ୍ରିଙ୍ଗ ମାମଲାରେ ଗିରଫ ହୋଇଥିବା ତାମିଲନାଡୁର ମନ୍ତ୍ରୀ ସେନ୍ଥିଲ ବାଲାଜୀଙ୍କୁ ଆଜି ଝଟକା ଲାଗିଛି | ବାସ୍ତବରେ ସୁପ୍ରିମକୋର୍ଟ ତାଙ୍କୁ ଜାମିନ ଦେବାକୁ ମନା କରି ଦେଇଛନ୍ତି। ଚିକିତ୍ସା ଆଧାରରେ ଜାମିନ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ମନା କରି…

ହାତ ପାଆନ୍ତାରେ ବ୍ୟାଙ୍କ ସେବା, ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହାତ ପାଆନ୍ତାରେ ବ୍ୟାଙ୍କ ସେବା । ଆମ ବ୍ୟାଙ୍କ ସେବାର ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ୭୫୦ CSP ପ୍ଲସ୍ ଶାଖାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୪ ହଜାର ୩ ଶହରୁ ଅଧିକ ବ୍ୟାଙ୍କ…

ଗୁପ୍ତଚର ଉପଗ୍ରହ ମାଧ୍ୟମରେ ହ୍ୱାଇଟ୍‌ ହାଉସ୍‌ ଉପରେ ନଜର ରଖିଛନ୍ତି କିମ୍

ନୂଆଦିଲ୍ଲୀ: ଉତ୍ତର କୋରିଆ ନିକଟରେ ଏକ ସାମରିକ ଗୁପ୍ତଚର ଉପଗ୍ରହକୁ କକ୍ଷପଥରେ ସ୍ଥାନିତ କରି ଏକ ନୂତନ ସଫଳତା ହାସଲ କରିଛି | ଉତ୍ତର କୋରିଆ ଦାବି କରିଛି ଯେ ଏହାର ପ୍ରଥମ ଗୁପ୍ତଚର ଉପଗ୍ରହ ମହାକାଶକୁ ଉତକ୍ଷେପଣ ପରଠାରୁ ହ୍ୱାଇଟ…

ପାରାଦୀପ ବନ୍ଦରର ବିକାଶରେ ବାଧକ ସାଜିଛନ୍ତି ରାଜ୍ୟ ସରକାର: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ପାରାଦୀପରେ ବୈଇତ ବନ୍ଦାଣ ଉତ୍ସବ ପାଳନ ହେବା ପରେ ପାରାଦୀପ ବନ୍ଦରର ବିକାଶରେ ରାଜ୍ୟ ସରକାର ବାଧା ସାଜିଛନ୍ତି ବୋଲି କହି ସମାଲୋଚନା କରିଛନ୍ତି କେନ୍ଦ୍ର ପର୍ଯ୍ୟଟନ ଓ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ରାଷ୍ଟ୍ରମନ୍ତ୍ରୀ…

୧୦ ଲକ୍ଷ ଟଙ୍କା ପାଇଁ ଅପହରଣ କରାଯାଇଥିଲା, କିନ୍ତୁ ପରିତ୍ୟକ୍ତ ପଡ଼ିଆରୁ ନାବାଳିକା ଉଦ୍ଧାର

କେରଳର ପୋୟାପ୍ପାଲୀରୁ ଅପହରଣ ହୋଇଥିବା ନାବାଳିକା ଶେଷରେ ଉଦ୍ଧାର ହୋଇଛି। ପ୍ରାୟ ୨୧ ଘଣ୍ଟା ତଳେ ୬ ବର୍ଷର ଝିଅକୁ କିଛି ଲୋକ ଅପହରଣ କରି ନେଇଥିଲେ। ଏଥିସହ ତାଙ୍କୁ ଛାଡ଼ିବା ପାଇଁ ପରିବାର ଲୋକଙ୍କୁ ୧୦ ଲକ୍ଷ ଟଙ୍କା ମଧ୍ୟ…