December 2023

‘ମୁଣ୍ଡକୁ ଗୁଳି ମାରିବି’, ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ବିବେକ ରାମସ୍ଵାମୀଙ୍କୁ ମିଳିଲା ହତ୍ୟା ଧମକ

ୱାସିଂଟନ: ଭାରତୀୟ ମୂଳ ଆମେରିକୀୟ ବ୍ୟବସାୟୀ ବିବେକ ରାମସ୍ୱାମୀ ଆସନ୍ତା ବର୍ଷ ୨୦୨୪ରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ହୋଇଥିବାବେଳେ ଏବେ ତାଙ୍କୁ ହତ୍ୟା ଧମକ ଦିଆଯାଇଛି | ସେ ଅଭିଯୋଗ କରିଛନ୍ତି ଯେ ସୋମବାର (ଡିସେମ୍ବର ୧୧)…

କୁଳପତିଙ୍କୁ ହୃଦଘାତ ହେବାରୁ ବିଚାରପତିଙ୍କ କାର ଛଡାଇନେଲେ ଛାତ୍ର, ଏବେ ରୁଜୁ ହେଲା ମାମଲା

ଭୋପାଳ: ମଧ୍ୟପ୍ରଦେଶରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ବାସ୍ତବରେ ନିଜ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ଜୀବନ ବଞ୍ଚାଇବା ପାଇଁ ଚେଷ୍ଟା କରିବା ଏବେ କିଛି ଛାତ୍ରଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି | ଟ୍ରେନରେ ଯାତ୍ରା କରୁଥିବା ପି.କେ ବିଶ୍ୱବିଦ୍ୟାଳୟର କୁଳପତି…

ଓଡ଼ିଶାରୁ ଶହଶହ କୋଟି ଟଙ୍କା ମିଳିବା ଘଟଣା: ପୁଣି କଂଗ୍ରେସକୁ ଟାର୍ଗେଟ କଲେ ମୋଦି

ନୂଆଦିଲ୍ଲୀ : ଝାଡଖଣ୍ଡର କଂଗ୍ରେସ ସାଂସଦ ଧୀରଜ ସାହୁଙ୍କ ପରିବାରର ମାଲିକାନାରେ ଥିବା ମଦ କମ୍ପାନୀ ଉପରେ ଚଢ଼ଉ କରି ଆୟକର ବିଭାଗ ଓଡ଼ିଶାର ବିଭିନ୍ନ ସ୍ଥାନରୁ ୩୫୦ କୋଟିରୁ ଅଧିକ ଟଙ୍କା ଜବତ କରିବା ପରେ ହଇଚଇ ସୃଷ୍ଟି ହୋଇଛି।…

ଓମାର ଅବଦୁଲ୍ଲାଙ୍କ ଛାଡପତ୍ର ଆବେଦନ ଖାରଜ; କହିଲେ ବ୍ୟକ୍ତିଗତ ଓ ବୃତ୍ତିଗତ ଭାବେ ନିରାଶ

ଶ୍ରୀନଗର : ଜମ୍ମୁ କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାସନାଲ କନଫ୍ରେନ୍ସ ନେତା ଓମାର ଅବଦୁଲ୍ଲାଙ୍କୁ ଝଟକା। ଅବଦୁଲ୍ଲାଙ୍କ ଛାଡପତ୍ର ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ। ପତ୍ନୀଙ୍କ ବିରୋଧରେ ଆଣିଥିବା ଅଭିଯୋଗକୁ ପ୍ରମାଣ ନ କରିବାରୁ ତାଙ୍କ ଛାଡପତ୍ର ଆବେଦନ…

ଗୁଗଲ୍ ସର୍ଚ୍ଚ ହିଷ୍ଟ୍ରି; ସବୁଠୁ ଅଧିକା ଖୋଜା ହୋଇଥିବା କ୍ରିକେଟର୍ ବିରାଟ କୋହଲି

ନୂଆଦିଲ୍ଲୀ:ନିକଟରେ 25 ବର୍ଷର ସର୍ଚ୍ଚ ହିଷ୍ଟ୍ରି ପ୍ରକାଶ କରିଛି ‘ଗୁଗଲ୍’, ଯେଉଁଥିରେ ରେକର୍ଡ କରିଛନ୍ତି ବିରାଟ କୋହଲି। କୋହଲି ସବୁଠୁ ଅଧିକ ଖୋଜା ହୋଇଥିବା କ୍ରିକେଟର ବୋଲି ଜଣାପଡିଛି। ଗୁଗଲ୍ ପ୍ରକାଶ କରିଥିବା ରିପୋର୍ଟ ଅନୁସାରେ, 25 ବର୍ଷ ମଧ୍ୟରେ ବିରାଟ…

ଗଣତନ୍ତ୍ର ଦିବସରେ ଯୋଗ ଦେଇନପାରନ୍ତି ଆମେରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆସନ୍ତା ମାସ ଭାରତ ଆସିନପାରନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ଗଣତନ୍ତ୍ର ଦିବସରେ ବାଇଡେନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥାନ୍ତେ। କିନ୍ତୁ ସେ ଭାରତ ଗସ୍ତ କରିନପାରନ୍ତି ବୋଲି ସୂଚନା ମିଳୁଛି। ଏହା ପୂର୍ବରୁ ବାଇଡେନ 2024 ଗଣତନ୍ତ୍ର ଦିବସରେ…

ଏଣିକି ଜେଏନୟୁରେ ଧାରଣା ଦେଲେ ଦେବାକୁ ପଡିବ ୨୦ ହଜାର ଟଙ୍କାର ଜରିମାନା

ନୂଆଦିଲ୍ଲୀ: ଦେଶର ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ମଧ୍ୟରୁ ଜବାହର ଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) ଅନେକ ବିବାଦ କାରଣରୁ ଅନେକ ସମୟରେ ଆଲୋଚନାକୁ ଆସିଥାଏ | ଏହି ବିଶ୍ୱବିଦ୍ୟାଳୟରେ ଅନେକ ସମୟରେ ଛାତ୍ରଛାତ୍ରୀ ଆନ୍ଦୋଳନ ସହ ବିକ୍ଷୋଭ କରୁଥିବାର ମଧ୍ୟ ଦେଖିବାକୁ ମିଳିଥାଏ…

‘ନିଜ ନିଜ ବାପାଙ୍କ ପାଇଁ ଅଖିଳେଶ ଓ ତେଜସ୍ୱୀ କ୍ଷମତାରେ ବସିଛନ୍ତି’

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ୨୦୨୩ର ଫଳାଫଳ ଘୋଷଣା ହେବାର ଏକ ସପ୍ତାହ ପରେ, ଭାରତୀୟ ଜନତା ପାର୍ଟି (ବିଜେପି) ଶେଷରେ ମୋହନ ଯାଦବଙ୍କୁ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ରୂପେ ଘୋଷଣା କରିଛି | ଏହା ପରେ ବିଜେପି ସମାଜବାଦୀ ପାର୍ଟି (ଏସପି) ମୁଖ୍ୟ…

ଲୋକସଭାରୁ ବହିଷ୍କାର ହେବା ପରେ ସରକାରୀ ବଙ୍ଗଳା ଛାଡ଼ିବେ ମହୁଆ !

ନୂଆଦିଲ୍ଲୀ: ବଢ଼ିଲା ଟିଏମସି ସାଂସଦ ମହୁଆ ମୈତ୍ରଙ୍କ ସମସ୍ୟା। ଲୋକସଭାରୁ ବହିଷ୍କାର ହେବା ପରେ ଏବେ ସରକାରୀ ବାସଭବନ ଖାଲି କରିବାକୁ କହିଲେ ସଂସଦର ହାଉସିଂ କମିଟି। ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ରଙ୍କ ବିରୋଧରେ ’କ୍ୟାସ୍‌ ଫର୍‌ କ୍ୱେରି’ ଅଭିଯୋଗ…

ରାମ ମନ୍ଦିରର ପୂଜାରୀ ହେବେ ମୋହିତ ପାଣ୍ଡେ

ଅଯୋଧ୍ୟା: ଅଯୋଧ୍ୟା ରାମ ମନ୍ଦିରର ପୂଜାରୀ ପଦ ପାଇଁ ଗାଜିଆବାଦସ୍ଥିତ ଶ୍ରୀ ଦୁଧେଶ୍ବରନାଥ ମଠର ପୂର୍ବତନ ଛାତ୍ର ମୋହିତ ପାଣ୍ଡେଙ୍କୁ ବଛାଯାଇଛି। ୩୦୦୦ ପ୍ରାର୍ଥୀଙ୍କର ସାକ୍ଷାତ୍‌କାର ନିଆଯାଇ ସେମାନଙ୍କ ମଧ୍ୟରୁ ପ୍ରଥମେ ୫୦ ଜଣଙ୍କୁ ବଛାଯାଇଥିଲା। ସେହି ୫୦ ଜଣଙ୍କ ମଧ୍ୟରୁ…