December 2023

ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ!

ଭଞ୍ଜନଗର: ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ । ଭଞ୍ଜନଗର କୋଟିନଡା ଥାନା ଅର୍ନ୍ତଗତ ଭେଟନଇ ଗାଁର ଘଟଣା । ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ତେବେ ଏଯାଏ କାରଣ ଅସ୍ପଷ୍ଟ ରହିଛି…

ଉପ-ମୁଖ୍ୟମନ୍ତ୍ରୀ ଶିବକୁମାରଙ୍କ ପ୍ରସ୍ତାବକୁ ଗ୍ରହଣ କଲେନି ଅଭିନେତା ଶିବ ରାଜକୁମାର

ଆଗାମୀ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ କନ୍ନଡ ଫିଲ୍ମ ଅଭିନେତା ଶିବ ରାଜକୁମାରଙ୍କୁ ପ୍ରସ୍ତାବ ଦେଇଥିଲେ ବରିଷ୍ଠ କଂଗ୍ରେସ ନେତା ତଥା କର୍ଣ୍ଣାଟକାର ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର। କିନ୍ତୁ ଶିବ ରାଜକୁମାର ଏହି ପ୍ରସ୍ତାବକୁ ଗ୍ରହଣ କରି ନାହାନ୍ତି। ସେ…

ଭୁବନେଶ୍ୱର ଲିଙ୍ଗରାଜ ଥାନା ହାଟ ସାହିରେ ଏଟିଏମ ତାଡି ଲୁଟିନେଲେ ୧୫ଲକ୍ଷ ଟଙ୍କା

ଭୁବନେଶ୍ୱର : ଏଟିଏମ ତାଡି ଲୁଟିନେଲେ ୧୫ଲକ୍ଷ ଟଙ୍କା । ଭୁବନେଶ୍ୱର ଲିଙ୍ଗରାଜ ଥାନା ହାଟ ସାହିରେ SBI ଏଟିଏମ ତାଡି ଲୁଟ । ବିଳମ୍ବିତ ରାତିରେ ଗ୍ୟାସ କଟରରେ କାଟି ଲୁଟିନେଲେ ଲକ୍ଷାଧିକ ଟଙ୍କା । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା…

ଭାଙ୍ଗିଯିବ କର୍ଣ୍ଣାଟକାର କଂଗ୍ରେସ ସରକାର!

‘କର୍ଣ୍ଣାଟକାରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାରରେ ସବୁ କିଛି ଠିକ୍‌ଠାକ୍ ଚାଲି ନାହିଁ। ଖୁବ୍‌ଶୀଘ୍ର ଏହା ଭାଙ୍ଗିଯାଇପାରେ।’ ଜେଡି (ଏସ୍‌) ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ୱାମୀ ଏହି ଦାବି କରିଛନ୍ତି। ସେ କହିଛନ୍ତି, ଜଣେ ରାଷ୍ଟ୍ରମନ୍ତ୍ରୀ କଂଗ୍ରେସ…

ଜମିବାଡିକୁ କେନ୍ଦ୍ର କରି ଏସିଡ୍ ମାଡ, ବାପା ପୁଅ ଗୁରୁତର

ବ୍ରହ୍ମଗିରି : ଏସିଡ୍ ମାଡରେ ବାପା ପୁଅ ଗୁରୁତର । ବ୍ରହ୍ମଗିରି କୃଷ୍ଣପ୍ରସାଦ ବ୍ଳକ ଗୋମୁଣ୍ଡିଆ ଉଆସପଦର ଗାଁରେ ଅଭାବନୀୟ ଘଟଣା । ଜମିବାଡିକୁ କେନ୍ଦ୍ର କରି ଏସିଡ୍ ମାଡ ହୋଇଥିବା ଜଣାପଡିଛି । ଗୁରୁତର ଅବସ୍ଥାରେ ଉଭୟ ବାପା ପୁଅଙ୍କୁ…

ଏଥିକ୍ସ କମିଟି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହୁଆ

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଟିଏମସି ସାଂସଦ ମହୁଆ ମୈତ୍ର। ସଂସଦରୁ ବହିଷ୍କାର ହେବା ପରେ ଏଥିକ୍ସ କମିଟି ବିରୁଦ୍ଧରେ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ଏଥିକ୍ସ କମିଟି ତାଙ୍କ ବିରୁଦ୍ଧରେ ନେଇଥିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଚ କରିଛନ୍ତି ମହୁଆ। ଗତ ସପ୍ତାହରେ ସଂସଦରେ ପ୍ରଶ୍ନ ପଚାରିବାକୁ…

ଧାରଣାରେ ଏମ୍ସ ସଫେଇ କର୍ମଚାରୀ: ଡାକ୍ତରଖାନା ପରିସରରେ ବାଜିଲାନି ଝାଡୁ

ଭୁବନେଶ୍ୱର:ଭୁବନେଶ୍ୱର ଏମ୍ସରେ ଶ୍ରମିକ ଛଟେଇକୁ ନେଇ ପ୍ରତିବାଦ ତୀବ୍ର ରୂପ ଆଜି ନେଇଛି । ଶ୍ରମିକ ଛଟେଇ ଓ ମହିଳା କର୍ମଚାରୀଙ୍କୁ ଦୁର୍ବ୍ୟବହାର ପ୍ରତିବାଦରେ ଆଜି ଭୁବନେଶ୍ୱର ଏମ୍ସର ଶତାଧିକ ସଫେଇ କର୍ମଚାରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ସଫେଇ କର୍ମଚାରୀମାନେ ଏମ୍ସ…

ଜମ୍ମୁ-କଶ୍ମୀରରେ ହୋଇଛି କି ମାନବାଧିକାର ଉଲ୍ଲଙ୍ଘନ? ନିରପେକ୍ଷ ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ

ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ବୈଧ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ଉଚ୍ଛେଦ ବିରୋଧରେ ହୋଇଥିବା ଏକାଧିକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟର ୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ଠିକ ବୋଲି କହିଛନ୍ତି। ତେବେ ଜମ୍ମୁ-କଶ୍ମୀରକୁ ତୁରନ୍ତ…

ଜିନ୍ସ ଓ ଜ୍ୟାକେଟ ପିନ୍ଧା ସମ୍ଭ୍ରାନ୍ତ ଚୋର, ମୁହଁରେ ମାସ୍କ ପିନ୍ଧି ସରକାରୀ କ୍ଵାଟର୍ସରୁ କଲେ ଚୋରି

ଭୁବନେଶ୍ବର : ସାବଧାନ୍ ! ରାଜଧାନୀବାସୀ । ବୁଲୁଛନ୍ତି ଜିନ୍ସ ଓ ଜ୍ୟାକେଟ ପିନ୍ଧା ସମ୍ଭ୍ରାନ୍ତ ଚୋର । ମୁହଁରେ ମାସ୍କ ପିନ୍ଧି ଘରେ ନଥିବାବେଳେ କଳା କନା ବୁଲାଉଛନ୍ତି । ଏଭଳି କିଛି ଘଟଣା ଘଟିଛି ରାଜଧାନୀର ମଞ୍ଚେଶ୍ବର ରେଲଓ୍ବେ…

ଧାରା ୩୭୦ ଉଚ୍ଛେଦ ଉପରେ ସୁପ୍ରିମକୋର୍ଟଙ୍କ ରାୟ ଭାରତର ଏକତାକୁ ମଜବୁତ କରିଛି

ଧାରା ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ବୈଧ ବୋଲି ଘୋଷଣା କରିବା ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଖୁସିବ୍ୟକ୍ତ କରିବା ସହ ଜମ୍ମୁ କଶ୍ମୀର ଏବଂ ଲଦାଖରେ ଥିବା ଭାଇ ଓ ଭଉଣୀମାନଙ୍କ ପାଇଁ ଏହା ଆଶା, ପ୍ରଗତି…