December 2023

ଜମିବାଡ଼ି ବିବାଦକୁ ନେଇ ସାନ ଭାଇ ଆକ୍ରମଣରେ ବଡ ଭାଇର ମୃତ୍ୟୁ

ଯାଜପୁର: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ସାନ ଭାଇ ଆକ୍ରମଣରେ ବଡ ଭାଇର ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ବରି ରାମଚନ୍ଦ୍ରପୁର ଥାନା ବାଲିବିଲି ଗାଁରେ । ମୃତକ ହେଲେ ମନୋଜ କବି । ଏହି ଘଟଣାରେ…

ତୁରନ୍ତ ଜମ୍ମୁ କଶ୍ମୀରକୁ ରାଜ୍ୟ ପାହ୍ୟ ଦିଅ: ସୁପ୍ରିମକୋର୍ଟ

ଜମ୍ମୁ କଶ୍ମୀରକୁ ତୁରନ୍ତ ରାଜ୍ୟ ମାନ୍ୟତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଧାରା ୩୭୦ ଉଚ୍ଛେଦ ଉପରେ ଐତିହାସିକ ରାୟ ପ୍ରକାଶ କରି ସର୍ବୋଚ୍ଚ ଅଦାଲତ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ୨୦୨୪ ସେପ୍ଟେମ୍ବର ମାସ ସୁଦ୍ଧା ଜାମ୍ମୁ କାଶ୍ମୀରରେ…

ଦାଦନ ଖଟିବାକୁ ଯାଇ ଦୁଇ ଭାଈ ମୃତ

ରାୟଗଡା: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ସି-ଫୁଡ୍ ପ୍ରୋସେସିଂ ପ୍ଲାଣ୍ଟରୁ କାମ ସାରି ଘରକୁ ଫେରିବା ବେଳେ ଦୁଇ ନାବାଳକ ଭାଇ ଗଙ୍ଗାଧର ମାଝୀ ଓ ମହେଶ୍ୱର ମାଝୀଙ୍କ ମୃତ୍ୟୁ ପରେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକର ମାକପଦର ଗାଁରେ ଶୋକର ଛାୟା ଖେଳିଯାଇଛି।…

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ଧାରା ୩୭୦ ଉଚ୍ଛେଦ ନିଷ୍ପତ୍ତି ବୈଧ

ଧାରା ୩୭୦ ଉଚ୍ଛେଦ ଉପରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କଲେ ସୁପ୍ରିମକୋର୍ଟ। ଜମ୍ମୁ କଶ୍ମୀରରୁ ଏହି ଧାରା ଉଚ୍ଛେଦ କରି କୌଣସି ଭୁଲ୍ କରିନାହାନ୍ତି କେନ୍ଦ୍ର ସରକାର। ଧାରା ଉଚ୍ଛେଦ ସମ୍ପୂର୍ଣ୍ଣ ରୂପେ ବୈଧ ଓ ଆଇନ ସମ୍ମତ କହିଲେ ସୁପ୍ରିମକୋର୍ଟ…

ଜି.ଉଦୟଗିରି ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର: ଖସୁଛି ପାରଦ , ବଢୁଛି ଶୀତ । ପାରଦ ଯେତିକି ତଳମୁହାଁ ହେଉଛି , ଶୀତ ସେତିକି ବଢିବାରେ ଲାଗିଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ସୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ କମିଛି…

ଭିଣ୍ଟେଜ କାର୍ ପ୍ରଦର୍ଶନୀରେ ଠେଲାପେଲା, ଗାଳି ଗୁଲଜ ସହ ପୋଲିସକୁ ଧକ୍କା ମାରିଲେ ଦୁଇ ମହିଳା

ଭୁବନେଶ୍ବର : ଭୁବନେଶ୍ବର ବରମୁଣ୍ଡା ପଡିଆରେ ଅନୁଷ୍ଠିତ ହୋଇଯାଇଛି ଭିଣ୍ଟେଜ କାର୍ ମେଳା ଓଡିଶା କନକର୍ସ ଡି ଏଲିଗାନସ-୨୦୨୩ । ଆଜି ଏହାର ଦ୍ବିତୀୟ ଦିନ ଥିବାବେଳେ ଏଠାରେ ଜନ ସାଧାରଣ ପ୍ରବେଶ ନିଷେଧ ରହିଛି । କିନ୍ତୁ ବହୁ ଲୋକ…

ଛତିଶଗଡ଼ରେ ରହିବେ ୨ ଜଣ ଉପ ମୁଖ୍ୟମନ୍ତ୍ରୀ, ରମଣ ସିଂହ ହେବେ ବାଚସ୍ପତି

ରେଜଲ୍ଟ ବାହାରିବାର ପ୍ରାୟ ସପ୍ତାହ ଧରି କସରତ କରିବା ପରେ ବିଜେପି ଶେଷରେ ବିଷ୍ଣୁଦେଓ ସାଏଙ୍କୁ ମୁଖ୍ୟମନ୍ତ୍ରୀ କରିଛି। ଆଦିବାସୀ ନେତା ବିଷ୍ଣୁଦେଓ ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ନେତା ନିର୍ବାଚିତ ହେବା ପରେ ସେ ରାଜ୍ୟପାଳ…

ଡିସେମ୍ବର ୧୭ ରେ ବିଜେବି ଫ୍ରେଣ୍ଡସର ବନ୍ଧୁ ମିଳନ

ଭୁବନେଶ୍ୱର: ଡିସେମ୍ବର ୧୭ ତାରିଖରେ ଆୟୋଜିତ ହେବାକୁ ଯାଉଛି ବିଜେବି କଲେଜ ପୁରାତନ ଛାତ୍ର ସଂଘ ‘ବିଜେବି ଫ୍ରେଣ୍ଡସ’ ର ବନ୍ଧୁ ମିଳନ । ଏନେଇ ଆଜି (ରବିବାର) ବିଜେବି ଫ୍ରେଣ୍ଡସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଉତ୍ସବ…

ହସ୍ପିଟାଲରେ ଥିବା କେସିଆରଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ

ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଆରଏସ୍‌ ମୁଖ୍ୟ କେସିଆରଙ୍କୁ ଭେଟିଛନ୍ତି। କେସିଆର ବର୍ତ୍ତମାନ ହାଇଦ୍ରାବାଦର ଗୋଟିଏ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ରେବନ୍ଥ ଆଜି ସେଠାରେ ପହଞ୍ଚିଥିଲେ।…

ମହିଳା ନିର୍ଯାତନାରେ ବିଜେପି ଶାସିତ ରାଜ୍ୟ ଆଗରେ: ବିଜେଡି

ଭୁବନେଶ୍ୱର: ମହିଳା ନିର୍ଯାତନା ନେଇ କେନ୍ଦ୍ରମନ୍ତ୍ରୀ ରଖିଥିବା ମନ୍ତବ୍ଯର ଜାବାବ ଦେଲା ବିଜେଡି। ପ୍ରେସମିଟ୍ କରି ବିଜେପି ଉପରେ ବର୍ଷିଲେ ବିଜେଡି ମୁଖପାତ୍ର ଡକ୍ଟର ଲେନିନ ମହାନ୍ତି। ଅର୍ଦ୍ଧସତ୍ୟ କହି ଓଡ଼ିଶାକୁ ଅପମାନିତ କରୁଛନ୍ତି କେନ୍ଦ୍ରମନ୍ତ୍ରୀ। ମହିଳା ନିର୍ଯାତନାରେ ବିଜେପି ଶାସିତ…