December 2023

ରାଷ୍ଟ୍ରୀୟ ରାଜପୁତ କରଣୀ ସେନା ସଭାପତି ସୁଖଦେବ ସିଂହ ଗୋଗାମେଡିଙ୍କୁ ଗୁଳି କରି ହତ୍ୟା

ରାଷ୍ଟ୍ରୀୟ ରାଜପୁତ କରଣୀ ସେନା ସଭାପତି ସୁଖଦେବ ସିଂହ ଗୋଗାମେଡିଙ୍କୁ ଆଜି ରାଜସ୍ଥାନର ରାଜଧାନୀ ଜୟପୁରରେ ଗୁଳି କରି ହତ୍ୟା କରାଯାଇଛି। ଏହି ଗୁଳିମାଡ଼ ଘଟଣାରେ ତାଙ୍କର ଦୁଇ ଜଣ ସହଯୋଗୀ ଗୁରୁତର ଆହତ ହୋଇଛନ୍ତି। ଅପରାହ୍ନ ପ୍ରାୟ ୧.୪୫ ମିନିଟରେ…

ଜାହାଜରୁ ଜବତ କୋକେନର ହେବ ମାନ ନିରୂପଣ

ପାରାଦୀପ: ଗତ ଶୁକ୍ରବାର ପାରାଦୀପ ପୋର୍ଟରେ ଲାଗିଥିବା ଏମଭି ଦେବୀ ପାନାମା ଜାହାଜରୁ ଜବତ ହୋଇଥିବା କୋକେନର ହେବ ମାନ ନିରୂପଣ । ଏଥିପାଇଁ ଜାତୀୟ ଫରେନସିକ୍ ଲାବରୋଟୋରିକୁ ଏହି କୋକେନର ସାମ୍ପଲ ପଠାଯିବ । ଏନେଇ ସୂଚନା ଦେଇଛି କଷ୍ଟମସ୍…

କୋଲକାତା ଭାରତର ସବୁଠାରୁ ସୁରକ୍ଷିତ ସହର: ଏନସିଆରବି

ନୂଆଦିଲ୍ଲୀ: ନ୍ୟାସନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ଦ୍ୱାରା ସଦ୍ୟ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି ଯେ କୋଲକାତା କ୍ରମାଗତ ତୃତୀୟ ବର୍ଷ ପାଇଁ ଭାରତର ସବୁଠାରୁ ସୁରକ୍ଷିତ ସହର ଭାବେ ଉଭା ହୋଇଛି ଏବଂ ମହାନଗରଗୁଡ଼ିକ ମଧ୍ୟରେ ପ୍ରତି ଲକ୍ଷ…

ବାତ୍ୟା ପ୍ରଭାବରେ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବାତ୍ୟା ପ୍ରଭାବରେ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷା ହେବ । ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆଜି ଅଧିକ ରହିବ ପ୍ରଭାବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ…

ତେଲଙ୍ଗାନାର ୧୫ ଡାକ୍ତର ଏବେ ବିଧାୟକ

ଏଇ ଏଇ ସରିଛି ତେଲଙ୍ଗାନା ବିଧାନସଭା ନିର୍ବାଚନ। ଦୁଇ ଦୁଇ ଥର ଗାଦି ଅକ୍ତିଆର କରିଥିବା କେ. ଚନ୍ଦ୍ରଶେଖର ରାଓଙ୍କ ବିଆରଏସକୁ ଚକମା ଦେଇ ପ୍ରଥମ ଥର ସରକାର ଗଢିବାକୁ ଯାଉଛି କଂଗ୍ରେସ। ଡିସେମ୍ବର ୭ରେ ଶପଥ ଉତ୍ସବ ଥିବାବେଳେ ରେବନ୍ଥ…

ଓଡ଼ିଶା ଷ୍ଟାର୍ଟ-ଅପ୍ ଇକୋସିଷ୍ଟମ ଆକ୍ଲେଡସ୍ ୨୦୨୩: ଫ୍ରଣ୍ଟାୟର ମିଡିଆକୁ ବଡ ସଫଳତା

ଭୁବନେଶ୍ୱର: ଫ୍ରଣ୍ଟାୟର ମିଡିଆ କ୍ୱିଜୋଟିକାର(Quizzotica) ସପ୍ତମ ସଂସ୍କରଣରେ ଏହାର ଉଦ୍ୟୋଗୀ ମନୋଭାବ ପାଇଁ ସ୍ୱୀକୃତି ଲାଭ ପାଇଛି। କମ୍ପାନୀକୁ “ବୁଟସଷ୍ଟ୍ରାପେଡ ବିଜିନେସ୍” ବର୍ଗରେ ସମ୍ମାନଜନକ ଓଡ଼ିଶା ଷ୍ଟାର୍ଟଅପ୍ ଇକୋସିଷ୍ଟମ୍ ଆକୋଲେଡ୍ସ ୨୦୨୩ ମିଳିଛି। ଏଥିସହ ବିନା ବାହ୍ୟ ପାଣ୍ଠିରେ ଏକ ସଫଳ…

ଡିସେମ୍ବର ୭ରେ ତେଲେଙ୍ଗାନାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେବନ୍ତ ରେଡ୍ଡୀ

ହାଇଦ୍ରାବାଦ/ ନୂଆଦିଲ୍ଲୀ: କଂଗ୍ରେସ ନେତା ରେବନ୍ତ ରେଡ୍ଡୀ ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଡିସେମ୍ବର ୭ରେ ସେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର ସମ୍ଭାବନା ରହିଛି ଏବଂ ତାଙ୍କ ସହ କିଛି ମନ୍ତ୍ରୀ ମଧ୍ୟ ଶପଥ ନେବେ।…

ଯୁବତୀଙ୍କୁ ଦୁଷ୍କର୍ମ ମାମଲା: କଣ୍ଠଶିଳ୍ପୀ ସୌରିନ୍‌ ଭଟ୍ଟଙ୍କ ନାଁରେ ଏନ୍‌ବିଡବ୍ଲ୍ୟୁ ଜାରି

କଟକ : କଣ୍ଠଶିଳ୍ପୀ ସୌରିନ୍‌ ଭଟ୍ଟଙ୍କ ବଢ଼ିଲା ଅଡୁଆ। ଯୁବତୀଙ୍କୁ ଦୁଷ୍କର୍ମ ମାମଲାରେ ଫେରାର୍‌ ଥିବା କଣ୍ଠଶିଳ୍ପୀ ସୌରିନ୍‌ ଭଟ୍ଟଙ୍କ ନାଁରେ ଏନ୍‌ବିଡବ୍ଲ୍ୟୁ ଜାରି ହୋଇଛି । ଗତ ସପ୍ତାହରେ କୋର୍ଟ ଏହି ୱାରେଣ୍ଟ ଜାରି କରିଛନ୍ତି । ଅନ୍ୟପଟେ ଅଭିଯୁକ୍ତ…

ମୁଁ ମୁଖ୍ୟମନ୍ତ୍ରୀ ରେସ୍‌ରେ ନାହିଁ: ଶିବରାଜ ସିଂହ

କିଏ ହେବ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ? ଏନେଇ ସସ୍‌ପେନ୍ସ ଜାରି ରହିଛି। ମଧ୍ୟପ୍ରଦେଶରେ ବିଜେପିର ବଡ଼ ବିଜୟ ପରେ ମୁଖ୍ୟମନ୍ତ୍ରୀ ମୁହଁକୁ ନେଇ ଚର୍ଚ୍ଚା ଚାଲିଛି। ଏହାରି ଭିତରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଦେଇଛନ୍ତି ଏକ ବଡ଼ ବୟାନ। ମୁଁ…

ଓଡ଼ିଶାରେ ମହିଳାଙ୍କ ବିରୋଧରେ ଅପରାଧ କମୁଛି, ସାମଗ୍ରିକ ଭାବେ ବଢ଼ିଛି

ଭୁବନେଶ୍ୱର: ୨୦୨୨ ପାଇଁ ଓଡ଼ିଶାର ଅପରାଧ ପରିସଂଖ୍ୟାନ ଏକ ମିଶ୍ରିତ ଚିତ୍ର ଉପସ୍ଥାପନ କରିଛି। ମହିଳାଙ୍କ ବିରୋଧରେ ଅପରାଧ ହ୍ରାସ ପାଉଥିବା ବେଳେ ରାଜ୍ୟରେ ଅପରାଧ ବଢ଼ିବାରେ ଲାଗିଛି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନସିଆରବି) ରିପୋର୍ଟରେ ୨୦୨୧ ତୁଳନାରେ ମହିଳାଙ୍କ…