December 2023

ଇଣ୍ଡିଆ ମେଣ୍ଟ: ମମତାଙ୍କୁ ଟାର୍ଗେଟ କଲେ କଂଗ୍ରେସ ନେତା ଅଧୀର ରଞ୍ଜନ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ରେ ବିଜେପିର ବଡ଼ ବିଜୟ ପରେ ଗତକାଲି କଂଗ୍ରେସ ପକ୍ଷରୁ ଡିସେମ୍ବର ୬ ତାରିଖ ବୁଧବାର ନୂଆଦିଲ୍ଲୀରେ ଇଣ୍ଡିଆ ମେଣ୍ଟର ପରବର୍ତ୍ତୀ ବୈଠକ ଡକାଯାଇଥିଲା । ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖଡଗେ କଂଗ୍ରେସ, ଡିଏମ୍‌କେ ଓ…

ପ୍ରେମିକା ଘର ଭିତରୁ ପ୍ରେମିକର ମୃତଦେହ ଉଦ୍ଧାର

ଭୁବନେଶ୍ବର : ପ୍ରେମିକା ଘର ଭିତରୁ ପ୍ରେମିକର ମୃତଦେହ ଉଦ୍ଧାର । ଭୁବନେଶ୍ବର ଶିଶୁପାଳଗଡ଼ ଇନ୍ଦିରା କଲୋନୀରେ ଏହି ଘଟଣା ଘଟିଛି । ମୃତକ ହେଲେ ପପୁନି ସ୍ୱାଇଁ । ତାଙ୍କ ଘର ପୁରୀ ଜିଲ୍ଲା ନିମାପଡା ଅଞ୍ଚଳରେ । ସେ…

ଓ୍ୱାଘା ବର୍ଡର ଡେଇଁ ପାକିସ୍ତାନରୁ ଆସିଲା କନିଆଁ, ଭାରତରେ ହେବ ନିକାହା

ମିଳିଲା ଗ୍ରୀନ୍‌ ସିଗ୍‌ନାଲ। ଓ୍ୱାଘା ବର୍ଡର ଡେଇଁ ଆସିଲା କନିଆଁ। ଭାରତର ବରକୁ କରିବ ବିବାହ। ଭାରତରେ ରୀତିନୀତି ଅନୁସାରେ ହେବ ନିକାହା। ଏଥିପାଇଁ ଏବେ ଭାରତ ସରକାର ପାକିସ୍ତାନର କନିଆଁକୁ ଅନୁମତି ଦେଇଛନ୍ତି। ପାକିସ୍ତାନ କରାଚିର ଜାଭରିୟା ଖାନମ। ଭାତରର…

‘ମିଗଜୋମ୍’ ପାଇଁ ବିମାନ ସେବା ପ୍ରଭାବିତ: ଭୁବନେଶ୍ୱରରୁ ଚେନ୍ନାଇ ଯାଉଥିବା ଦୁଇଟି ବିମାନ ବାତିଲ

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ମିଗଜୋମ୍’ ଆକାଶ ମାର୍ଗରେ ବିମାନ ସେବାକୁ ପ୍ରଭାବିତ କରିଦେଇଛି। ଯାହାଫଳରେ ସୋମବାର ଭୁବନେଶ୍ୱରରୁ ଚେନ୍ନାଇ ଯାଉଥିବା ଦୁଇଟି ବିମାନକୁ ବାତିଲ କରିବାକୁ ପଡ଼ିଛି। ପ୍ରବଳ ବର୍ଷା ଯୋଗୁଁ ଚେନ୍ନାଇ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ରାତି ୧୧ଟା ଯାଏଁ…

ଇଣ୍ଡିଆ ମେଣ୍ଟ ବୈଠକରେ ଯୋଗ ଦେବେ ନାହିଁ ନୀତୀଶ କୁମାର

ପାଟନା: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ପରେ ଇଣ୍ଡିଆ ମେଣ୍ଟରେ ରାଜନୈତିକ ଅସ୍ଥିରତା ଜାରି ରହିଛି। କୁହାଯାଉଛି ଯେ ଇଣ୍ଡିଆ ମେଣ୍ଟର ଆଗାମୀ ବୈଠକକୁ ନେଇ ଅଖିଳେଶ, ମମତା କ୍ଷୁବ୍ଧ ଥିବାବେଳେ ଏବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ନାରାଜ…

ଆଜି ପ୍ରଥମାଷ୍ଟମୀ : ଏଣ୍ଡୁରୀ ପିଠାରେ ମହକୁଛି ଘର

ଭୁବନେଶ୍ୱର : ଆଜି ପ୍ରଥମାଷ୍ଟମୀ । ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହା ପ୍ରକୃତରେ ଜ୍ୟେଷ୍ଠ ସନ୍ତାନର ସମ୍ବର୍ଦ୍ଧନା। ଏହା ଓଡ଼ିଶାର ଏକ ପାରମ୍ପରିକ ପର୍ବ । ଏହା ଲୋକଭାଷାରେ ‘ପରୁହାଁ ଅଷ୍ଟମୀ’ ବା…

ନେହରୁ ଶତାବ୍ଦୀ ହସ୍‌ପିଟାଲ ହେଲା ପବିତ୍ର ମୋହନ ପ୍ରଧାନ ସରକାରୀ ଡାକ୍ତରଖାନା

ଭୁବନେଶ୍ବର/ତାଳଚେର: ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ନେହରୁ ଶତାବ୍ଦୀ ହସ୍‌ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ମହାନଦୀ କୋଲଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌) ପରିଚାଳିତ ଏହି ହସ୍‌ପିଟାଲକୁ ରାଜ୍ୟ ସରକାର ହାତକୁ ନେବା ସହ ଏହାର ନାମ ‘ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍‌ପିଟାଲ’କୁ ପରିବର୍ତ୍ତନ…

ସମ୍ଭାବ୍ୟ ବର୍ଷା ଏବଂ ବାତ୍ୟାକୁ ଆଖି ଆଗରେ ରଖି ଚାଷୀଙ୍କ ପ୍ରତି ଧ୍ୟାନ ଦେବାକୁ ଜିଲ୍ଲା କୃଷି ଅଧିକାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ସମ୍ଭାବ୍ୟ ବର୍ଷା ଏବଂ ବାତ୍ୟାକୁ ନେଇ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। ସେ କହିଛନ୍ତି, ଛୋଟ ଧରଣର ବାତ୍ୟାକୁ ଆଖି ଆଗରେ ରଖି ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। ଯୋଗାଣ ବିଭାଗ ପକ୍ଷରୁ…

ବାତ୍ୟା ‘ମିଗ୍‌ଜୋମ୍‌’ ପ୍ରଭାବରେ ଚେନ୍ନାଇରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ: ବର୍ତ୍ତମାନ ବଙ୍ଗୋପସାଗରରଦେଇ ଗତି କରୁଥିବା ଏବଂ ଆନ୍ଧ୍ର ଉପକୂଳ ଆଡକୁ ମୁହାଁଇଥିବା ସାମୁଦ୍ରିକ ବାତ୍ୟା ‘ମିଗ୍‌ଜୋମ୍‌’ ପ୍ରଭାବରେ ତାମିଲନାଡୁ ଏବଂ ପୁଡୁଚେରୀରେ ପ୍ରବଳ ବର୍ଷା ଚାଲିଛି । ଉତ୍ତର ଉପକୂଳ ତାମିଲନାଡୁର ଚେନ୍ନାଇ, ଚେଙ୍ଗଲପାଟ୍ଟୁ, କାଞ୍ଚିପୁରମ୍, ନାଗାପାଟ୍ଟିନମ୍ ଏବଂ କୁଡାଲୋର…

ଭିଜିଲାନ୍ସ ଜାଲରେ ସିନିୟର ଆସିଷ୍ଟାଣ୍ଟ କ୍ଲର୍କ

ଅନୁଗୁଳ : ଭିଜିଲାନ୍ସ ଜାଲରେ ସିନିୟର ଆସିଷ୍ଟାଣ୍ଟ କ୍ଲର୍କ ନିତ୍ୟାନନ୍ଦ ଗାଇଗରିଆ । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ କାବୁ କରିଥିଲା । ସୂଚନା ଅନୁସାରେ ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକରେ ପୂର୍ବରୁ ପିଅନ ଥିବା…