ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା, ଶାସନ କରିବେ ଲାଲଦୁହୋମା
ମିଜୋରାମରେ କ୍ଷମତାସୀନ ମିଜୋ ନ୍ୟାଶନାଲ ଫ୍ରଣ୍ଟ (ଏମଏନଏଫ)ର ପତନ ହୋଇଛି। ଜୋରାମ ପିପୁଲ୍ସ ମୁଭମେଣ୍ଟ(ZPM) ମିଜୋରାମ ବିଧାନସଭା ନିର୍ବାଚନରେ କ୍ଷମତା ଦଖଲ କରିଛି। ଏମଏନଏଫ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ୨୧ ଠାରୁ ଯଥେଷ୍ଟ ପଛରେ ରହି ଯାଇଛି।…
