December 2023

ସାଲେପୁରରେ କୁଖ୍ୟାତ ଅପରାଧୀ ସୁଶାନ୍ତ ସାହୁକୁ ଏନକାଉଣ୍ଟର, ଗୁରୁତର ଅବସ୍ଥାରେ ଏସସିବିରେ ଭର୍ତ୍ତି

ସାଲେପୁର : ଜଗତସିଂପୁର ତିର୍ତ୍ତୋଲ ଅଞ୍ଚଳର କୁଖ୍ୟାତ ଅପରାଧୀ ସୁଶାନ୍ତ ସାହୁକୁ ପୋଲିସ ଏନକାଉଣ୍ଟର କରିଛି । ତାହାର ବାମ ଜଙ୍ଘରେ ଗୋଡ଼ରେ ଗୁଳି ବାଜିଛି। ସୁଶାନ୍ତ ଓ ତାର ସହଯୋଗୀ ଅସୁରେଶ୍ୱର ଖେଳ ପଡ଼ିଆ ପାଖରେ ଆସୁଥିବା ଗତକାଲି ବିଳମ୍ବିତ…

ରାଜଧାନୀରେ ବସକୁ ପିଟିଲା କାର୍, ଜଣେ ମୃତ

ଭୁବନେଶ୍ୱର: ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଚନ୍ଦ୍ରଶେଖରପୁର ଥାନା ନିକଟ ପେଟ୍ରୋଲ ପମ୍ପ ପାଖରେ ଦୁର୍ଘଟଣା ହୋଇଛି l ଫଳରେ ଏଥିରେ ଜଣେ ମୃତ, ୨ ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ ଭାରସାମ୍ୟ ହରାଇ ଦ୍ରୁତଗାମୀ କାର୍ ଦୁର୍ଘଟଣାଗ୍ରସ୍ତ…

ଘଟଗାଁ ନିକଟରେ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ଘଟଣା : NHAI ପାଟ୍ରୋଲିଂ ଇନଚାର୍ଜ ଗିରଫ

ଆନନ୍ଦପୁର : ଘଟଗାଁ ନିକଟରେ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ଘଟଣା । ଏନଏଚଏଆଇର ପାଟ୍ରୋଲିଂ ଇନଚାର୍ଜଙ୍କୁ ଗିରଫ କଲା ଘଟଗାଁ ପୋଲିସ । ଏନଏଚ୍ ୨୦ ଦରଖଳାରୁ ନେଙ୍କଡାଘର ଯାଏଁ ସେ ପାଟ୍ରୋଲିଂ ଦାୟିତ୍ବରେ ଥିଲେ । ଗତକାଲି ଏନଏଚଏଆଇ…

ଚାଲିଛି ପିସି କାରବାର, ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିମ୍ନମାନର ରାସ୍ତା ନିର୍ମାଣ

ନୂଆପଡା: ପିସି ରେ ପେଷି ହେଉଛି ନୂଆପଡା ଗ୍ରାମ୍ୟ ନିର୍ମାଣ ବିଭାଜନ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କ କାର୍ଯ୍ୟାଳୟ । ପ୍ରଧାନ ମନ୍ତ୍ରୀ ସଡ଼କ ଯୋଜନାରେ କୋଟିକୋଟି ଟଙ୍କାର ରାସ୍ତା କାମରେ ନିମ୍ନମାନର ରାସ୍ତା ନିର୍ମାଣ କରି ସ୍ଥାୟୀତ୍ୱ ଉପରେ ପ୍ରଶ୍ନ ଛାଡି…

୨୪ ଘଣ୍ଟା ମଧ୍ୟରେ ବାତ୍ୟା: ଚେନ୍ନାଇ ଓ ଆନ୍ଧ୍ର ଉପକୂଳରେ ଆରମ୍ଭ ହେଲା ବର୍ଷା

ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତର ରୂପ ନେଇ ସାରିଛି । ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟା ରୂପ ନେବ । ବାତ୍ୟା ମାଇଚୋଙ୍ଗର ପ୍ରଭାବରେ ପ୍ରବଳ ବର୍ଷା ସହ ପବନ ବହିବାର ଆଶଙ୍କା କରିଛି ପାଣିପାଗ ବିଭାଗ ।…

ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ଦ୍ୱିତୀୟ ଦିନରେ ପର୍ଯ୍ୟଟକଙ୍କ ଭିଡ଼

ପୁରୀ: ଚନ୍ଦ୍ରଭଗା ବେଳାଭୂମିରେ ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ଆଜି ଥିଲା ଦ୍ୱିତୀୟ ଦିନ । ଏଥିରେ ପ୍ରଖ୍ୟାତ ବାଲୁକା କଳାକାରମାନେ ଅନନ୍ୟ ସୃଷ୍ଟିର ବାଲୁକା କଳା ପ୍ରଦର୍ଶନ କରିଛନ୍ତି । ଦ୍ୱିତୀୟ ଦିନରେ ବାଲୁକା ଶିଳ୍ପୀମାନେ ପରିବେଶ ପର୍ଯ୍ୟଟନ ବିଷୟବସ୍ତୁ…

କୋଣାର୍କ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା, କୁଚିପୁଡ଼ି ଓ ଓଡ଼ିଶୀ ନୃତ୍ୟ ଦର୍ଶକଙ୍କ ମନମୋହିଲା

କୋଣାର୍କ : ଈଶ୍ୱରୀୟ ଉପାସନାର ଆଧାର ହିଁ ନୃତ୍ୟ ଓ ସଙ୍ଗୀତ । ହୃଦୟକୁ ବିଭୁକରୁଣାରେ ବିଗଳିତ କରିଦିଏ ନୃତ୍ୟ ସଙ୍ଗୀତର ଆସର । ଏହି ଉକ୍ତିର ସତ୍ୟତାକୁ ପ୍ରତିପାଦନ କରିଥିଲା କୋଣାର୍କ ସୂର୍ଯ୍ୟ ମନ୍ଦିରର ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚ…

ନୂଆପଡ଼ାରେ ପୁଣି ମାଓ ବ୍ୟାନର୍: ପୁଲିସ ଓ ଜିଲ୍ଲା ପ୍ରଶାସନକୁ ଚ୍ୟାଲେଞ୍ଜ କଲେ ମାଓବାଦୀ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ କିଛି ମାସ ବ୍ୟବଧାନ ପରେ ପୁଣି ମାଓବାଦୀମାନେ ଖୁଲମଖୁଲା ପୁଲିସ ଓ ଜିଲ୍ଲା ପ୍ରଶାସନକୁ ଚ୍ୟାଲେଞ୍ଜ କରି ନିଜର ଉପସ୍ଥିତି ଜାହିର କରିଛନ୍ତି। ଗତରାତ୍ରିରେ ନୂଆପଡ଼ା ଥାନା ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଠରୁ ମାତ୍ର…

ଆଉ ୩ ସ୍ଥାନରେ ଆରମ୍ଭହେଲା ‘ଇକୋ ରିଟ୍ରିଟ୍‌’

ଭୁବନେଶ୍ୱର : ଓଡିଶା ପର୍ଯ୍ୟଟନର ଶ୍ରେଷ୍ଠ ତିନୋଟି ଫ୍ଲାଗ୍‌ସିପ ଇଭେଣ୍ଟ ତଥା ଇକୋ ରିଟ୍ରିଟ୍‌ର ପଞ୍ଚମ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ଏହି କ୍ରମରେ ରାଜ୍ୟର ୩ଟି ସ୍ଥାନ କୋଣାର୍କ, ଗଞ୍ଜାମର ସୋନାପୁର ଓ ଭିତରକନିକାରେ ଆରମ୍ଭ ହୋଇଛି ଇକୋ ରିଟ୍ରିଟ୍‌।…

ଅଧିକ ସମୟ ଦେବାକୁ ସରକାରଙ୍କ ଆବେଦନ

କଟକ : ଶ୍ରୀମନ୍ଦିର ରତ୍ନଭଣ୍ଡାରର ଚାବି ହଜିବା ଘଟଣାର ତଦନ୍ତ କମିଶନ୍‌ଙ୍କ ରିପୋର୍ଟ ସାର୍ବଜନୀନ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ଶୁକ୍ରବାର ହୋଇଛି। ରାଜ୍ୟ ସରକାର ସ୍ଥିତି ସମ୍ପର୍କିତ ରିପୋର୍ଟ ଦାଖଲ ପାଇଁ ଅଧିକ ସମୟ ଦେବାକୁ ଅଦାଲତଙ୍କୁ…