December 2023

ଓଡ଼ିଶାରେ କମୁଛି ଏଡ୍‌‌ସ ରୋଗୀଙ୍କ ସଂଖ୍ୟା, ୨୦୩୦ ମସିହା ସୁଦ୍ଧା ଦେଶକୁ ଏଡ୍‌‌ସ ମୁକ୍ତ କରିବାଲକ୍ଷ୍ୟ

ପାରାଦୀପ : ୨୦୩୦ ମସିହା ସୁଦ୍ଧା ଦେଶକୁ ସମ୍ପୂର୍ଣ୍ଣ ଏଡ୍‌‌ସ ମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି। ସଚେତନତା କାର୍ଯ୍ୟକ୍ରମ ଏବଂ ପ୍ରତିରୋଧକ ବ୍ୟବସ୍ଥା ଗ୍ରହଣ ଫଳରେ ଓଡ଼ିଶାରେ ଏଡ୍‌‌ସ ରୋଗୀଙ୍କ ସଂଖ୍ୟା କମିଛି। ପୂର୍ବାପେକ୍ଷା ପ୍ରତିବର୍ଷ ରାଜ୍ୟରେ କମ୍‌‌ସଂଖ୍ୟକ ଏଡ୍‌‌ସ ରୋଗୀ…

ବାଲିଯାତ୍ରାରେ କାମ କରୁନି ମୋବାଇଲ ନେଟୱର୍କ, ହୋଇପାରୁନି ୟୁପିଆଇ ପେମେଣ୍ଟ

କଟକ : ଜମୁଛି କଟକ ଐତିହାସିକ ବାଲିଯାତ୍ରା। ବାଲିଯାତ୍ରାରେ କିଣାକିଣି ସାଙ୍ଗକୁ ବୁଲାବୁଲି ସହ ଚଟପଟା ଖାଦ୍ୟର ମଜା ନେଉଛନ୍ତି ଲୋକେ। ତେବେ ବାଲିଯାତ୍ରାରେ ଫେଲ ମାରିଛି ମୋବାଇଲ ନେଟୱର୍କ। ଇଣ୍ଟରନେଟ ତ ଦୂରର କଥା ମୋବାଇଲ ଫୋନରେ କଥା ମଧ୍ୟ…

ଟ୍ରକ୍‌କୁ ପିଟିଲା କାର୍; ୨ ମୃତ, ଜଣେ ଗୁରୁତର

କଟକ : ଭୁବନେଶ୍ୱର ସ୍ଥିତ ପାହାଳ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ କାର୍‌ ଧକ୍କା ଦେବାରୁ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତାହତଙ୍କ ଘର…

ଚାକିରିରୁ ବିଦା ହେଲେ କୁବେର ଆଇଆଇସି

ଭୁବନେଶ୍ୱର: ଚାକିରିରୁ ବହିଷ୍କୃତ ହେଲେ କୁବେର ଆଇଆଇସି ସୁଶାନ୍ତ ଶତପଥୀ । ଭିଜିଲାନ୍ସ ଜାଲରେ ଧରାପଡ଼ିବା ପରେ ବୈପାରୀଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି ଡିଜିପି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ପୂର୍ବରୁ ଗିରଫ ହୋଇ…

ଏବେ ୨୭ ବଦଳରେ ୧୫ ମିନିଟରେ ଦୁର୍ଘଟଣାସ୍ଥଳରେ ଆମ୍ବୁଲାନ୍ସ ପହଞ୍ଚାଇବାକୁ ଲକ୍ଷ୍ୟ

ଭୁବନେଶ୍ୱର: ଶୁନ୍ୟ ମୃତ୍ୟୁ ସପ୍ତାହରେ ରାଜ୍ୟରେ ଦୁର୍ଘଟଣାଜନିତ ବଢୁଥିବା ମୃତ୍ୟୁକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଅତିରିକ୍ତ ଡିଏମଇଟି ଉମାକାନ୍ତ ଶତପଥୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଆଜି ସମୟରେ ଯଦି ୧୦୦୦ ଦୁର୍ଘଟଣା ହୁଏ, ସେଥିମଧ୍ୟରୁ ୪୮ ପ୍ରତିଶତ ଅର୍ଥାତ…

ବିଜେଡି ସରକାର ବିଫଳତାକୁ ପ୍ରସଙ୍ଗ କରି ସାଧାରଣ ଲୋକଙ୍କ ପାଖକୁ ଯିବ କଂଗ୍ରେସ ଦଳ: ପିସିସି ସଭାପତି

ଭୁବନେଶ୍ୱର: ବିଜେଡି ସରକାର ବିଫଳତାକୁ ପ୍ରସଙ୍ଗ କରି ସାଧାରଣ ଲୋକଙ୍କ ପାଖକୁ ଯିବ କଂଗ୍ରେସ ଦଳ | ଆଜି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଏଭଳି ନିଷ୍ପତି ହୋଇଥିବା ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ | ଏହା ସହ ବିଜେଡିକୁ…

ସାମୁଦ୍ରିକ ବାତ୍ୟା ‘ମିଚୌଙ୍ଗ୍‌’ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଶୁକ୍ରବାର ମଧ୍ୟରାତ୍ରରେ ପଶ୍ଚିମ-ଉତ୍ତର-ପଶ୍ଚିମ ପ୍ରାନ୍ତକୁ ଗତିଶୀଳ ହୋଇ ଏକ ଗଭୀର ଅବପାତରେ ପରିଣତ ହୋଇଛି। ଡିସେମ୍ବର ୩ ତାରିଖ ସୁଦ୍ଧା ଏହା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସାମୁଦ୍ରିକ ବାତ୍ୟା ‘ମିଚୌଙ୍ଗ୍‌’ ପାଲଟିବ ବୋଲି ଭାରତୀୟ…

କୋଏଲ ନଦୀରେ ବୁଡି ଦୁଇ ଛାତ୍ରଙ୍କ ମୃତ୍ୟୁ, ଦୁଇ ଉଦ୍ଧାର

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ରାଉରକେଲାରେ ଆଜି ଏକ ଅଭାବନୀୟ ଘଟଣା ଘଟିଯାଇଛି | ରାଉରକେଲାର କୋଏଲ ନଦୀରେ ବୁଡି ଦୁଇ ଛାତ୍ରଙ୍କ ମୃତ୍ୟୁ ହୋଇଥିବାବେଳେ ଦୁଇଜଣଙ୍କୁ ଉଦ୍ଧାର କରାଯାଇଛି | ସମସ୍ତ ଛାତ୍ର ବାସନ୍ତୀ କଲୋନି ଡ଼ିଏଭି ସ୍କୁଲ ଛାତ୍ର |…

ଯୁବା ସଂଗମ ଫେଜ୍-୩ରେ ଓଡ଼ିଶା ଆସିଥିବା କେରଳର ଛାତ୍ରଛାତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭାରତ ସରକାରଙ୍କ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଅଧୀନରେ ଆରମ୍ଭ ହୋଇଥିବା ଯୁବା ସଂଗମର ତୃତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଆସିଥିବା କେରଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପଢୁଥିବା…

ନବୀନ ନିବାସରେ ପାଣ୍ଡିଆନଙ୍କୁ ଭେଟିଲେ ପ୍ରଫୁଲ୍ଲ ଘଡ଼େଇ

ଭୁବନେଶ୍ବର : ଦୀର୍ଘ ପ୍ରାୟ ଏକ ଦଶନ୍ଧି ପରେ ନବୀନ ନିବାସରେ ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼େଇ । ବିଜେଡିରେ ବିଧିବଦ୍ଧ ଯୋଗ ଦେଇଥିବା ଅବସରପ୍ରାପ୍ତ ଆଇଏଏସ୍ ଭିକେ ପାଣ୍ଡିଆନଙ୍କୁ ଭେଟିଛନ୍ତି । ପାଣ୍ଡିଆନ ବିଜେଡିରେ ଯୋଗ ଦେବାପରେ ତାଙ୍କୁ ବିଭିନ୍ନ…